Browsing Tag

balangir news

ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ଦମୟନ୍ତୀ ଉଚ୍ଚ ବିଦ୍ୟାଳୟ ବହଲପଦର ଠାରେ ଓଷ୍ଟା ପକ୍ଷରୁ ଅନୁଷଠିତ ହୋଇଯାଇଛି । ଓଷ୍ଟା ବ୍ଲକ ସଭାପତି ରୁଦ୍ରମଣୀ କର୍ମିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଦିବ୍ୟ ଭାରତୀ ପଧାନ ସରପଂଚ ବଇରାସର…
Read More...

ସାଧନ କେନ୍ଦ୍ର ସ୍ତରୀୟ ମାସିକ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ୍ ଅନ୍ତର୍ଗତ ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଷଷ୍ଠ ମାସିକ ବୈଠକ ଚନ୍ଦ୍ରପୁର ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ବିଇଓ, ପୁଇଁନ୍ତଲାଙ୍କ ଆଦେଶ ସଂଖ୍ୟା- ୨୭୭୧// ତା.୧୮.୧୨.୨୦୨୫, ଓସେପା, ଓଡିଶାଙ୍କ ପତ୍ର…
Read More...

ଭୂମିକାର ୩୬ତମ ସ୍ଵନକ୍ଷତ୍ର ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଓଡିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ସଂଗଠନ ଭୂମିକାର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ସ୍ଵନକ୍ଷତ୍ର ଦିବସ ବନକେଡ଼ାଠାରେ ପାଳିତ ହୋଇଯାଇଛି । ଭୂମିକାର ସଭାପତି ବୀରେନ୍ଦ୍ର ବନଛୋର ସମସ୍ତ ସଭ୍ୟଙ୍କୁ ସ୍ୱାଗତ ସହ ଶୁଭେଚ୍ଛା ଜଣାଇ ସଭାରମ୍ଭ କରିଥିଲେ ।…
Read More...

ଶେମର୍ଫୋଡ ଫ୍ୟୁଚରିଷ୍ଟିକ୍ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଖର୍ଲିକାନି ସ୍ଥିତ ଶେମର୍ଫୋଡ ଫ୍ୟୁଚରିଷ୍ଟିକ୍ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଆଜି ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଯାଇଛି । ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ କୁମାର ରଥଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଡକ୍ଟର…
Read More...

ବଲାଙ୍ଗିରରେ ଗଞ୍ଜେଇ ଜବତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ ପୋଲିସ ହାତରେ ଗଞ୍ଜେଇ ଭର୍ତ୍ତି କାର୍‌ ଜବତ । କାର୍‌ ଭିତରେ ସିକ୍ରେଟ୍‌ ଚେମ୍ବର । ଆଉ ସିକ୍ରେଟ୍‌ ଚେମ୍ବର ଭିତରେ ଗଦା ଗଦା ଗଞ୍ଜେଇ । ଏମିତି କିଛି ଦେଖିବାକୁ ମିଳିଛି ବଲାଙ୍ଗିର ସହର ଭିତରେ । ବଲାଙ୍ଗିର ଟାଉନ ପୋଲିସ ସହରର ଟିଟିଲାଗଡ଼…
Read More...

ଧାନକିଣା ଅବ୍ୟବସ୍ଥାକୁ ନେଇ ଗର୍ଜିଲା ବଲାଙ୍ଗିର ଜିଲ୍ଲା କୃଷକ ସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଧାନକିଣା ଅବ୍ୟବସ୍ଥାକୁ ନେଇ ଆଜି ଜୋର୍‌ସୋର୍‌ ସ୍ୱର ଉତ୍ତୋଳନ କରିଛି ବଲାଙ୍ଗିର ଜିଲ୍ଲା କୃଷକ ସଂଘ । ଆଜି ପୂର୍ବାହ୍ନରୁ ସଂଘର ଶତାଧିକ ସଦସ୍ୟ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୭ ଦଫା…
Read More...

ଜାତୀୟ ରାଜପଥରେ ଦୁର୍ଘଟଣା : ଚାଲିଗଲା ଯୁବନେତାଙ୍କ ଜୀବନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଭୟାବହ ଦୁର୍ଘଟଣା । ବଲାଙ୍ଗିର-ସୁବର୍ଣ୍ଣପୁର ୫୭ ନମ୍ବର ଜାତୀୟ ରାଜପଥରେ ଭୟାବହ ଦୁର୍ଘଟଣା । ଏହି ଦୁର୍ଘଟଣାରେ ବିଜେପି ଯୁବ ନେତାଙ୍କ ମୃତ୍ୟୁ ଘଟିଛି । ମୃତ୍ୟୁବରଣ କରିଥିବା ଯୁବ ନେତା ଜଣକ ହେଲେ ବଇଁରାସର ଗାଁର ସୂର୍ଯ୍ୟ ନାୟକ ।…
Read More...

ଅଖିଳ ଭାରତୀୟ ସାହିତ୍ୟ ପରିଷଦର ଆଲୋଚନା ଚକ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ରାହ୍ମଣପଡା ସ୍ଥିତ ରାଧାକୃଷ୍ଣ ମନ୍ଦିର ଠାରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଗଙ୍ଗାଧର ସାହିତ୍ୟ ଉପରେ ଏକ ଆଲୋଚନା ରଖିଥିଲେ । ଏହି ସଭାକୁ ସଭାପତି ଡ. ଭବାନୀ ଶଙ୍କର ପଟେଲ ପରିଚାଳନା କରିଥିଲେ । ସଭା ପ୍ରାରମ୍ଭରେ ବ୍ରାହ୍ମଣ ମନ୍ତ୍ରପାଠ ଓ…
Read More...

କୁଚ୍‌ ବେହାର ଟ୍ରଫି କ୍ରିକେଟ ଚତୁର୍ଥ ଦିବସ ଅନ୍ତିମ ମ୍ୟାଚ୍‌ : ଓଡିଶା ବନାମ ହିମାଚଳ ପ୍ରଦେଶ ଫଳାଫଳ ଅମିମାଂସୀତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଚାରି ଦିବସୀୟ କୁଚ୍‌ ବେହାର ଟ୍ରଫି କ୍ରିକେଟର ଅନ୍ତିମ ଦିବସ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି । ପୂର୍ବଦିନର ଅସମାପ୍ତ ଖେଳ ୩ ୱିକେଟ…
Read More...

ବିଲେଇସରଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉଦଯାପିତ

-"ଶାରୀରିକ ଓ ମାନସିକ ବିକାଶ ପାଇଁ କ୍ରୀଡା ପ୍ରତିଯୋଗିତା ଏକ ଅତ୍ୟାବଶ୍ୟକ ଉପାଦାନ" ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସରଡା ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ପ୍ରଧାନଶିକ୍ଷକ ସ୍ୱାଧୀନ ସାହୁଙ୍କ…
Read More...