Browsing Tag

balangir news

ବିଦ୍ୟାଳୟ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ସିଆଲବାହାଲିରେ ଗତ ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କ୍ରୀଡ଼ା ପ୍ରତିଯୋଗିତାର ଉଦ୍‌ଘାଟନୀ ସମାରୋହରେ ପୂର୍ବତନ ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ ମୁଖ୍ୟ…
Read More...

ଜାତୀୟ ପେନସନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଧୁ ମିର୍ଦ୍ଧାଙ୍କ ସଭାପତିତ୍ୱରେ ସର୍ବଭାରତୀୟ କେନ୍ଦ୍ର ସରକାରୀ ଅବସରପ୍ରାପ୍ତ କର୍ମଚାରୀ ସଂଘ ବଲାଙ୍ଗିର ଦ୍ଵାରା ସ୍ଥାନୀୟ ଶବରୀ ନାରାୟଣ ଧର୍ମଶାଳା ବଲାଙ୍ଗିର ଠାରେ ଜାତୀୟ ପେନସନ ଦିବସ ପାଳିତ ହୋଇଯାଇଛି । ଶାଖା ସଂପାଦକ ବୃଷଭ ସା ପେନସନ ଭୋଗୀଙ୍କ ପାଇଁ…
Read More...

ମାଗଣା ଚକ୍ଷୁ ପରୀକ୍ଷା ଶିବିର

ଲୋଇସିଂହା, (ବିମଳେନ୍ଦୁ ସାହୁ) : ତ୍ରିଲୋଚନ ନେତ୍ରାଳୟ ବଲାଙ୍ଗିର ଓ ପଲ୍ଲୀ ଆଲୋକ ପାଠାଗାର ନଅଗାଁ(ଖ)ର ମିଳିତ ସହଯୋଗରେ ଏକ "ମାଗଣା ଚକ୍ଷୁ ପରୀକ୍ଷା ଶିବିର" ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଆଖପାଖ ଗ୍ରାମାଞ୍ଚଳରୁ ୬୫ ଜଣ ରୋଗୀ ଆସି ନିଜ ଆଖି ପରୀକ୍ଷା କରିଥିଲେ । ମୋତିଆ ବିନ୍ଦୁ…
Read More...

କୁଚ୍‌ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦ୍‌ଘାଟିତ

ଓଡିଶା ବନାମ ହିମାଚଳ ପ୍ରଦେଶ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ଷ୍ଟଡିୟମ ଠାରେ ଓଡିଶା ବନାମ ହିମାଚଳ ପ୍ରଦେଶ ୪ ଦିବସୀୟ କୁଚ୍‌ ବେହାର ଟ୍ରଫି କ୍ରିକେଟ (୧୯ ବର୍ଷ ବର୍ଗର) ବଲାଙ୍ଗିର…
Read More...

ୱାଟରସେଡ୍ ମହୋତ୍ସବ-୨୦୨୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରଧାନମନ୍ତ୍ରୀ କୃଷି ସେଚନ ଯୋଜନା ଅନ୍ତର୍ଗତ ଜଳବିଭାଜିକା ଉନ୍ନୟନ କାର୍ଯ୍ୟରେ ଜନଭାଗିଦାରୀକୁ ପ୍ରୋତ୍ସାହନ ଦେବା ପାଇଁ, ଭୂମି ସମ୍ପଦ ବିଭାଗ, ଗ୍ରାମୀଣ ଉନ୍ନୟନ ମନ୍ତ୍ରଣାଳୟ, ଭାରତ ସରକାର ତଥା ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟ,…
Read More...

ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶିନୀ ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌): ବଲାଙ୍ଗିର ଜିଲ୍ଲା, ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ବନ୍ଧପଡ଼ା ପରିସରରେ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରର ସଂଯୋଜକ ସୁଧାଂଶୁ ଶେଖର ସ୍ୱାଇଁ ଓ ବୈଷୟିକ ସହଯୋଗୀ ସମ୍ବିତ ରଥଙ୍କ ନେତୃତ୍ୱରେ ଆସିଥିବା ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶିନୀ…
Read More...

ବଲାଙ୍ଗିର କଚେରି ଛକର ଟ୍ରାଫିକ ଛକଠାରେ ଏକ ଟ୍ରକ ଦୁର୍ଘଟଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ମୁଖ୍ୟ ରାସ୍ତାରେ ଦିନକୁ ଦିନ ଦୁର୍ଘଟଣା ଦୃତ ଗତିରେ ବଢ଼ିଚାଲିଛି । ବିଶେଷ କରି ପାଟଣା ଛକ, ଭାଗିରଥି ଛକ, ଜିଲ୍ଲାପାଳ ଅଫିସ୍ ଛକ, କଲେଜ ଛକ, ପ୍ୟାଲେଶ ଲାଇନ ଛକ, ନୂଆ ବସ ଷ୍ଟାଣ୍ଡ ଶାସ୍ତ୍ରୀ ନଗର ଛକମାନଙ୍କରେ ଛୋଟ ଛୋଟ ଦୁର୍ଘଟଣା…
Read More...

ଜେ ଏସ୍ ଏମ୍ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜେ ଏସ୍ ଏମ୍ କଳା, ବିଜ୍ଞାନ ଓ ବାଣିଜ୍ୟ ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ସ୍ଥାନୀୟ ବଲାଙ୍ଗିର ଟାଉନ ହାଇସ୍କୁଲ ଖେଳ ପଡିଆଠାରେ ସକାଳ ୮ଘଣ୍ଟା ସମୟଠାରୁ ଆରମ୍ଭ ହୋଇଯାଇଛି । ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ…
Read More...

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତର ଗ୍ରାହକ ପକ୍ଷ ପାଳନ ଆରମ୍ଭ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଡିସେମ୍ବର ୧୫ ରୁ ୩୦ ତାରିଖ ପର୍ଯ୍ୟନ୍ତ ଗ୍ରାହକ ପଖୱାଡା ପାଳନ ଅବସରରେ ୧୫ ତାରିଖ ସୋମବାର ଅପରାହ୍ନରେ ସ୍ଥାନୀୟ ସଂସ୍କୃତି ଭବନ (ସଂଘ କାର୍ଯ୍ୟାଳୟ) ଠାରେ ବଲାଙ୍ଗିର ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ଶାଖା ତରଫରୁ 'ଗ୍ରାହକ ପଖୱାଡା' (ଗ୍ରାହକ ପକ୍ଷ) ପାଳନ…
Read More...

ସମୀର ପଟ୍ଟନାୟକଙ୍କ ଦେହାନ୍ତ : ଗାନ୍ଧୀ ପାଠାଗାର ଠାରେ ଶୋକ ସଭା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀ ପାଠାଗାରର ସକ୍ରିୟ ସଦସ୍ୟ ସମୀର ପଟ୍ଟନାୟକ (ମଣ୍ଟୁ)ଙ୍କ ୫୦ ବର୍ଷ ବୟସରେ ଅକାଳ ବିୟୋଗ ଘଟିଛି । ବିଗତ କିଛି ସମୟ ହେବ ସେ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ଛତିଶଗଡ ରାୟପୁରରେ ଚିକିତ୍ସିତ ହେଉଥିଲେ । ଶନିବାର ଭୋର ୨ଟା ସମୟରେ ତାଙ୍କର ପ୍ରାଣବାୟୁ…
Read More...