Browsing Tag

balangir news

ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ପ୍ରାକ୍ଟିସିଙ୍ଗ ବିଦ୍ୟାଳୟ ପରିସରରେ ଉର୍ଦ୍ଦୁ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁପ୍ରଭା ତ୍ରିପାଠୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ରାଧାରାଣୀପଡ଼ା କ୍ଲଷ୍ଟର ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସିଆର୍‌ସିସି
Read More...

ଜିଲ୍ଲାସ୍ତରୀୟ ୨୦ତମ ଜାତୀୟ ପରିସଂଖ୍ୟାନ ଦିବସ ମହାସମାରୋହରେ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ପରିସରରେ ଥିବା ପରିସଂଖ୍ୟାନ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ୨୦ତମ ଜାତୀୟ ପରିସଂଖ୍ୟାନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଡଃ.
Read More...

ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି

ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତାସ୍ୱଚ୍ଛତା ସହ କାମ ନ କଲେ ଗ୍ରାମବାସୀ କରିବେ ଆନ୍ଦୋଳନ ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଓଗାଁ ବ୍ଲକ ଅନ୍ତର୍ଗତ ବନ୍ଧପଡା ପଂଚାୟତର ବୁଢାବାହାଲ ଗାଁରେ ହୋଇଥିବା ଏକ ସାମାଜିକ କାର୍ଯ୍ୟରେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଯୋଗ
Read More...

ବଲାଙ୍ଗିର ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳ ଗୁଡଭେଲା ଠାରେ ଆୟୋଜିତ ହୋଇଥିବା ଯୁଗ୍ମ ଅଭିଯୋଗ ଶୁଣାଣିରେ ଯୋଗଦେବା ସହ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଗୁଡିକର ନିରୀକ୍ଷଣ କରିଥିଲେ । ଗୁଡଭେଲା ପଞ୍ଚାୟତ ସମିତି ବୈଠକ ଗୃହରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ
Read More...

ବଲାଙ୍ଗିର ନାଗରିକ କମିଟିର କାର୍ଯ୍ୟକାରୀ କମିଟି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ନାଗରିକ କମିଟିର କାର୍ଯ୍ୟକାରୀ ବୈଠକ ଆଦର୍ଶପଡାସ୍ଥିତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଡ. ଶ୍ରୀକର ମିଶ୍ରଙ୍କ ସଭାପତିତ୍ୱରେ ସଭା ଆରମ୍ଭ ହୋଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା । ଭୀମଭୋଇ ମେଡିକାଲ କଲେଜରେ ଏକ ହୃଦରୋଗ
Read More...

ଦେଓଗାଁର କୁବ୍ରିମହୁଲରେ ଅଭିଯୋଗ ଶୁଣିଲେ ନରସିଂହ

ପାଣି, ବିଜୁଳି ଯୋଗାଣ ଓ ଶିକ୍ଷକ ଅଭାବକୁ ନେଇ ଲୋକଙ୍କ ଭିତରେ ଅସନ୍ତୋଷଅଭାବି ବର୍ଷା ଓ ମରୁଡି ମୁକାବିଲା ପାଇଁ ଶୀଘ୍ର ପଦକ୍ଷେପ ନେଉ ପ୍ରଶାସନ - ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜୁନ ମାସ ପ୍ରାୟ ସରିବାକୁ ଗଲାଣି, ମୌସୁମୀକୁ ଅପେକ୍ଷା କରି ଚାଷୀକୁଳ ହତାଶ । ଏପଟେ ପିଇବା
Read More...

ଟିକ୍ରାପଡା ଚାନ୍ଦ ମନ୍ଦିର ଶ୍ରୀ ଜୀଉମାନଙ୍କର ସ୍ନାନଯାତ୍ରା ଓ ହାତୀବେଶ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ଥାନୀୟ ଟିକ୍ରାପଡା ସ୍ଥିତ ଶ୍ରୀକ୍ଷେତ୍ର ଚାନ୍ଦ ମନ୍ଦିରରେ ଶ୍ରୀ ଜୀଉମାନଙ୍କର ସ୍ନାନଯାତ୍ରା ଓ ଗଜାନନ ବେଶ ଅନୁଷ୍ଠିତ ହୋଇଯାଇଛି । ସକାଳ ଘ.୧୦ରୁ ଜୀଉମାନଙ୍କର ମହାସ୍ନାନ ଆରମ୍ଭ ହୋଇଥିଲା । କର୍ତ୍ତା ଭାବରେ
Read More...

ମଧ୍ୟାହ୍ନ ଭୋଜନ ବର୍ଜନ କଲେ ଛାତ୍ରଛାତ୍ରୀ : ଶିକ୍ଷକ ନିଯୁକ୍ତି ଦାବିରେ ତୀବ୍ର ଆନ୍ଦୋଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଅନ୍ତର୍ଗତ ରେଙ୍ଗାଲି ଗ୍ରାମ ପଞ୍ଚାୟତସ୍ଥିତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ରେଙ୍ଗାଲିରେ ଶିକ୍ଷକ ନିଯୁକ୍ତି ଦାବିରେ ଆଜି ଛାତ୍ରଛାତ୍ରୀମାନେ ମଧ୍ୟାହ୍ନ ଭୋଜନ ବର୍ଜନ କରିଛନ୍ତି । ଛାତ୍ରଛାତ୍ରୀମାନେ ନିଜ ନିଜ ଘରୁ ଖାଦ୍ୟ ଆଣି ବିଦ୍ୟାଳୟ
Read More...

ବଲାଙ୍ଗିର ଜିଲ୍ଲା ସିଭିଲ ସୋସାଇଟିର ବୈଠକ 

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଜେଏସ୍‌ଏମ୍ କଲେଜ ଠାରେ ବଲାଙ୍ଗିର ଜିଲ୍ଲା ସିଭିଲ୍ ସୋସାଇଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଆଗାମୀ ଦିନରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ବର୍ଗର ଲୋକଙ୍କୁ ଏକଜୁଟ୍ କରି ବଲାଙ୍ଗିରରେ ରାସ୍ତାଘାଟ, ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା, ଡ୍ରେନେଜ,
Read More...

ଦଳିତ ଜାତିର ମହିଳାଙ୍କୁ ପାଚିକା ପଦରୁ ବିରୋଧ ପରେ ସମର୍ଥନରେ ଗାଁକୁ ପହଞ୍ଚିଛି ଲକ୍ଷେଘର ଗଣ୍ଡା ସମାଜ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଅନ୍ତର୍ଗତ ଘୁଷୁରାମୁଣ୍ଡା ଗାଁରେ ଦଳିତ ଜାତିର ମହିଳାଙ୍କୁ ପାଚିକା ପଦରୁ ବିରୋଧ ପରେ ପାଚିକାଙ୍କ ସମର୍ଥନରେ ଗାଁକୁ ପହଞ୍ଚିଛି ଲକ୍ଷେଘର ଗଣ୍ଡା ସମାଜ । ଗାଁର ଜଣେ ଉଚ୍ଚ ଶିକ୍ଷିତ ଦଳିତ ଜାତିର ମହିଳା ପୂଣ୍ୟା
Read More...