Browsing Tag

balangir news

ମାସିକ ରଚନା ସନ୍ଧ୍ୟାରେ “ଏବେ ଆମ ଯୁବପିଢ଼ି ସମ୍ମୁଖରେ ଆହ୍ୱାନ” ଶୀର୍ଷକ ଆଲୋଚନା ଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବର୍ତ୍ତମାନର ଯୁବପିଢ଼ିଙ୍କ ଆଗରେ ଆହ୍ୱାନ ଅନେକ, ପ୍ରତିଯୋଗିତା ଅନେକ । ସେମାନେ ନିଜକୁ ମୋବାଇଲର କୃତ୍ରିମ ଦୁନିଆ ଭିତରେ ଆବଦ୍ଧ ନରଖି ନିଜ ଭିତରେ ଥିବା ପ୍ରକୃତ ଗୁଣକୁ ଚିହ୍ନନ୍ତୁ ଏବଂ ଅଭିଭାବକମାନେ ସେମାନଙ୍କ ଉପରେ ପାଠର ବୋଝ ନଲଦି ମୁକ୍ତ ବିଚାର ପାଇଁ…
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ସଦସ୍ୟ ମାନଙ୍କର ଅଯୋଧ୍ୟା ଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ତା.୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ବନାରସ, ଅଯୋଧ୍ୟା ଏବଂ ପ୍ରୟାଗରାଜ ତୀର୍ଥ ଯାତ୍ରା ନିମନ୍ତେ ଆଜି ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ସଦସ୍ୟଗଣ ତାଙ୍କର ଧର୍ମପତ୍ନୀଙ୍କ ସହ ୨୦ ଜଣଯାତ୍ରୀ ବଲାଙ୍ଗିର ରେଳ ଷ୍ଟେସନରୁ ଯାତ୍ରା ଆରମ୍ଭ କରିଛନ୍ତି । ମଂଚର…
Read More...

ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସମେତ, ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତର ଓ ତୁଷୁରା କୋର୍ଟଠାରେ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ନ୍ୟାୟାଳୟର ଜିଲ୍ଲା ନ୍ୟାୟାଧିଶ ତଥା…
Read More...

୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପୁଇଁତଲା ବ୍ଲକ ଅନ୍ତର୍ଗତ ଭାଲେରଠାରେ ଭାଲେର ଧନୁଯାତ୍ରା ସାଂସ୍କୃତିକ ପରିଷଦ ପକ୍ଷରୁ ହେବାକୁଥିବା ୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭସ୍ତମ୍ଭ ସ୍ଥାପିତ ହୋଇଯାଇଛି । ଗ୍ରାମର ଇଷ୍ଟଦେବୀ ମା' ସମଲେଶ୍ୱରୀଙ୍କ ମନ୍ଦିରଠାରୁ…
Read More...

ନଟରାଜ କଳା ପରିଷଦ ବଲାଙ୍ଗିରର ନାଟକ ମହୋତ୍ସବ

ଦ୍ୱିତୀୟ ସନ୍ଧ୍ୟାରେ ନାଟକ ଜମିଦାର ଓ ତ୍ରିଶଙ୍କୁ ମଞ୍ଚସ୍ଥ ବଲାଙ୍ଗିର, (ଦେବାଶିଷ ମିଶ୍ର) : ନଟରାଜ କଳା ପରିଷଦ ବଲାଙ୍ଗିର ନାଟକ ମହୋତ୍ସବ -୨୦୨୫ର ଦ୍ୱିତୀୟ ସନ୍ଧ୍ୟାର କାର୍ଯ୍ୟକ୍ରମର ସାଂସ୍କୃତିକ ସଭାରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ତରଣୀସେନ ସୁନା…
Read More...

ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

"ବାର୍ଷିକ କ୍ରୀଡା ଶିଷ୍ଟାଚାର, ଶୃଙ୍ଖଳା ଓ ଦଳଗତ ଭାବନାର ମୂଲ୍ୟବୋଧ ଶିଖାଏ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦର ବ୍ଲକ ଅନ୍ତର୍ଗତ ମିର୍ଦ୍ଧାପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସରୋଜ ନାୟକଙ୍କ ଅଧ୍ୟକ୍ଷତାରେ…
Read More...

ରେଳ ଉପଭୋକ୍ତା ସଂଘର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ସ୍ଥିତ ରେଳ ଉପଭୋକ୍ତ ସଂଘର କାର୍ଯ୍ୟାଳୟ ଠାରେ ସଂଘର କାର୍ଯ୍ୟକାରିଣୀ ବୈଠକ ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉପ-ସଭାପତି ଅନନ୍ତ ବିଶୋଇ ସ୍ୱାଗତ ଜଣାଇଲା ପରେ ସଂପାଦକ ବିମଳ ଚକ୍ରବର୍ତ୍ତି ଗତ ସାଧାରଣ…
Read More...

ଜୀବନ ବୀମା ଅଭିକର୍ତ୍ତା ମହାସଂଗଠନର ଦୁଇ ଦିନିଆ ଅଧିବେଶନ ଆରମ୍ଭ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜୀବନ ବୀମା ଅଭିକର୍ତ୍ତା ମହାସଂଗଠନ, ସମ୍ବଲପୁର ମଣ୍ଡଳ ପରିଷଦର ଦୁଇ ଦିନିଆ ୧୧ତମ ସାଧାରଣ ଅଧିବେଶନ ବଲାଙ୍ଗିର-ସମ୍ବଲପୁର ରୋଡ ସ୍ଥିତ ନଟରାଜ ପ୍ୟାଲେସ ଠାରେ ଆରମ୍ଭ ହୋଇଯାଇଛି । ଅଭିକର୍ତ୍ତା ମାନଙ୍କ ଏହି ମହା ସମ୍ମିଳନୀରେ ସମ୍ବଲପୁର ମଣ୍ଡଳ ଅନ୍ତର୍ଗତ…
Read More...

ଡିସେମ୍ବର୧୭ରେ ଭିନ୍ନକ୍ଷମଙ୍କ ପାଇଁ ପର୍ପଲ ଫେଆର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭିନ୍ନକ୍ଷମମାନଙ୍କ ପାଖରେ ଅନେକ ପ୍ରତିଭା ରହିଛି । ସେହି ପ୍ରତିଭାର ପ୍ରଦର୍ଶନ ପାଇଁ ମଂଚ ପ୍ରଦାନ କରିବା ସହ ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ଆତ୍ମ ବିଶ୍ୱାସ ଯୋଗାଇ ଦେବା ଉଦ୍ଦେଶ୍ୟରେ ଆସନ୍ତା ୧୭ ତାରିଖରେ ସ୍ଥାନୀୟ କଳାମଣ୍ଡଳ…
Read More...

ନଟରାଜ କଳା ପରିଷଦର ନାଟକ ମହୋତ୍ସବ ଉଦ୍‌ଘାଟିତ

‘ବା’ ଓ ‘ଯାଦୁବାଲା’ ଦର୍ଶକଙ୍କ ମନ ମୋହିଲା ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର କୋଶଳ କଳା ମଣ୍ଡଳ ପଡିଆର ପୁରୁଣା ମଂଚରେ ନାଟକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ନଟରାଜ କଳା ପରିଷଦ ଦ୍ୱାରା କୋଶଲି ଭାଷାରେ ୬ଟି ନାଟକ ଆୟୋଜିତ ହେବାକୁ ଥିବା…
Read More...