Browsing Tag

balangir news

ମହନ୍ତ ଗିରିଧାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଓ ବାର୍ଷିକ ଉତ୍ସବ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସିନଖମନ ସ୍ଥିତ ମହନ୍ତ ଗିରିଧାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଓ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ପ୍ରଥମ ଦିନ ବିଦ୍ୟାଳୟ ପରିଚାଳନା ସଭାପତି ଗୀତାଞ୍ଜଳି ନାଏକଙ୍କ ଉପସ୍ଥିତିରେ ପୂର୍ବତନ ପ୍ରଧାନ ଶିକ୍ଷକ ତଥା ଅତିଥି ଶିକ୍ଷକ ସୁବାଷ…
Read More...

ବଲାଙ୍ଗିର ରେଳ ଜଙ୍ଗସନରେ ଏଡିଆର୍‌ଏମ୍‌ ଅଫିସ ଖୋଲାଯାଉ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଶିଷ୍ଟ ସାମାଜିକ ଅନୁଷ୍ଠାନ ଅଭିଭାବକ ମଂଚର କାର୍ଯ୍ୟକାରୀ କମିଟି ବୈଠକ ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ସ୍ଥାନୀୟ ଐତିହାସିକ ପୂର୍ଣ୍ଣଚନ୍ଦ୍ର ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଏହି ମାଟିର ବିଶିଷ୍ଟ ସଂଗୀତ ସାଧକ ହ୍ୟୁମାନ ସାଗରଙ୍କ ଅକାଳ…
Read More...

ବ୍ରାହ୍ମଣ ସମାଜ ବଲାଙ୍ଗିର ଜିଲ୍ଲା ପକ୍ଷରୁ ଗୀତା ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଶ୍ରୀ ନୃସିଂହ ମନ୍ଦିର ପରିସରରେ ଅଖିଳ ଓଡିଶା ସହ ଅନୁବନ୍ଧିତ, ଜିଲ୍ଲା ବ୍ରାହ୍ମଣ ମହାସଭା ପକ୍ଷରୁ ଶ୍ରୀମଦ୍‌ ଭାଗବତ ଗୀତା ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଘୃତଯଜ୍ଞ, ଜ୍ଞାନଯଜ୍ଞ, ଅନ୍ନଯଜ୍ଞ ଆୟୋଜିତ ହୋଇଥିଲା । ମନ୍ଦିରର ଯଜ୍ଞ…
Read More...

ଡାକ୍ତରୀ ଛାତ୍ରୀଙ୍କୁ ଗ୍ରୀନ ପେସେଜ ସାର୍ଟିଫିକେଟ ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିର ତରଫରୁ ଡାକ୍ତରୀ ଛାତ୍ରୀଙ୍କୁ ଗ୍ରୀନ ପେସେଜ ସାର୍ଟିଫିକେଟ ପ୍ରଦାନ କରାଯାଇଛି । ଓଡ଼ିଶା ସରକାର ଙ୍କ ଉଚ୍ଛ ଶିକ୍ଷା ବିଭାଗ ତରଫରୁ ପତ୍ର ସଂଖ୍ୟା ୪୩୮୦୦, ତା ୧୮.୧୨.୨୦୨୨ ଯଏଣ୍ଟ ସେକ୍ରେଟାରୀ ସମସ୍ତ ଜିଲ୍ଲାପାଳ…
Read More...

ଜିଲ୍ଲା ବ୍ରାହ୍ମଣ ମହାସଭାର ଗୀତା ଜୟନ୍ତୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭଗବାନ ନୃସିଂହଙ୍କର ଅହେତୁକ କରୁଣାରୁ ଜିଲ୍ଲା ବ୍ରାହ୍ମଣ ମହାସଭା ଗୀତା ଜୟନ୍ତୀ ଶ୍ରୀ ଶ୍ରୀ ନୃସିଂହ ମହାପ୍ରଭୁଙ୍କ ସମ୍ମୁଖରେ ଶତାଧିକ ବ୍ରାହ୍ମଣ ଏବଂ ମହିଳା ଶକ୍ତିଙ୍କ ଉପସ୍ଥିତିରେ ଅଭୁତପୂର୍ବ ହର୍ଷଉଲ୍ଲାସରେ ପାଳିତ ହୋଇଯାଇଛି । ମୁଖ୍ୟ ପାଠକ ଧନଞ୍ଜୟ…
Read More...

ବଲାଙ୍ଗିର ବରିଷ୍ଠ ନାଗରିକଙ୍କ ତୀର୍ଥଯାତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ କାର୍ଯ୍ୟକ୍ରମରେ ଜିଲ୍ଲା ପର୍ଯ୍ୟଟନ ବିଭାଗ ପକ୍ଷରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରୁ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳରୁ ଚୟନୀତ ୧୪୦ ଜଣ…
Read More...

ଜିଲ୍ଲା ସ୍ତରୀୟ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତା

"ଦିବ୍ୟାଙ୍ଗ ଶିଶୁ ମାନେ ଆମ ସମାଜର ଗୁରୁତ୍ୱ ପୂର୍ଣ୍ଣ ଅଙ୍ଗ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସମଗ୍ର ଶିକ୍ଷା ବଲାଙ୍ଗିର ତରଫରୁ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ସକାରାତ୍ମକ ପରିବେଶ ସୃଷ୍ଟି ନିମନ୍ତେ ଜିଲ୍ଲା ସ୍ତରୀୟ ସାଂସ୍କୃତିକ ଓ…
Read More...

ସେଞ୍ଚୁରିଅନ ବିଦ୍ୟାଳୟ (ଜେଆଇଟିଏମ୍‌) ପରିସରରେ ବାର୍ଷିକ ଉତ୍ସବ (ଫୋନିକ୍ସ) ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବାର୍ଷିକ ଉତ୍ସବ ଯେକୌଣସି ଅନୁଷ୍ଠାନର ଉପଲବ୍ଧି ଓ ଆତ୍ମ ବିଶ୍ଲେଷଣ ପାଇଁ ଆବଶ୍ୟକ ହୋଇଥାଏ । ଏହା ବିଦ୍ୟାର୍ଥୀମାନଙ୍କ ପାଇଁ ସମ୍ପୂର୍ଣ୍ଣ ଏକ ବର୍ଷର ଉପଲବ୍ଧି ଓ ବିଫଳତାକୁ ଅନୁଶୀଳନ କରିବାର ଏକ ସୁଯୋଗ ପ୍ରଦାନ କରିଥାଏ । ଅଭିଭାବକମାନଙ୍କ ପାଇଁ ଏହା ତାଙ୍କ…
Read More...

ସାହିତ୍ୟରେ ନୋବେଲ ବିଜେତାଙ୍କ ସମ୍ପର୍କରେ ବିମର୍ଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଶ୍ୱ ସାହିତ୍ୟ କ୍ଷେତ୍ରରେ ନୋବେଲ ପୁରସ୍କାର ସର୍ବଶ୍ରେଷ୍ଠ ସମ୍ମାନ । ନୋବେଲ ପୁରସ୍କାରପ୍ରାପ୍ତ ସାହିତ୍ୟିକ ସର୍ବୋଚ୍ଚ ମର୍ଯ୍ୟାଦାର ଅଧିକାରୀ । ତାଙ୍କ ସାହିତ୍ୟିକ କୃତି ଓ କୃତିତ୍ୱ ସମ୍ପର୍କରେ ଅବଗତ ହେବା ପ୍ରତ୍ୟେକ ସାହିତ୍ୟାନୁରାଗୀ ପାଇଁ ବେଶ୍…
Read More...

ବଲାଙ୍ଗିରରେ ପ୍ରାକ୍‌ ବଡଦିନ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଖ୍ରୀଷ୍ଟିୟାନ ସମାଜ ପକ୍ଷରୁ ପ୍ରାକ୍‌ ବଡଦିନ କାର୍ଯ୍ୟକ୍ରମ ମହାସମାରୋହରେ ପାଳନ କରାଯାଇଛି । ମିଶନ ସ୍କୁଲ ଖେଳ ପଡିଆର ସଭାପତି ଆଚାର୍ଯ୍ୟ ନିମୁଏଲ ନାଗଙ୍କ ପ୍ରାର୍ଥନା ପରେ ବିରାଟ ଶୋଭାଯାତ୍ରା ଆରମ୍ଭ କରାଯାଇଥିଲା । ପ୍ରେମ, ଶାନ୍ତି, ମୈତ୍ରୀ ଓ…
Read More...