Browsing Tag

balangir news

ମା’ ନିତେଇ ଧୋବଣୀ ମନ୍ଦିରର ରତ୍ନମୁଦ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରବିବାର ଦିନ ବଲାଙ୍ଗିର, ବିଷ୍ଣୁମୁଣ୍ଡା ଠାରେ ନବନିର୍ମିତ ମା' ନିତେଇ ଧୋବଣୀଙ୍କ ଭବ୍ୟ ମନ୍ଦିରର ରତ୍ନମୁଦ ଉତ୍ସବ ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ମନ୍ଦିରର ପୂଜକ ଚୈତରାମ ସେଠ୍‌ ଓ ଛବି ସେଠ୍‌ ପୂଜାର୍ଚ୍ଚନା କରିଥିଲେ । ଏହି ଉତ୍ସବରେ
Read More...

ଜିଲ୍ଲା ଲେଖକ ପରିଷଦର ନୂତନ କର୍ମକର୍ତ୍ତା ନିର୍ବାଚିତ

ବଲାଙ୍ଗିର/ସଦର, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ସାଧାରଣ ସଭା ଓ ନୂତନ କର୍ମକର୍ତ୍ତା ନିର୍ବାଚନ କାର୍ଯ୍ୟକ୍ରମ ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆଙ୍କ ପୌରହିତ୍ୟରେ‌ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସୈନିକ ଗୋଷ୍ଠୀ କେନ୍ଦ୍ର ସଭାଗୃହଠାରେ ଅନୁଷ୍ଠିତ
Read More...

ବଲାଙ୍ଗିରରେ ୧୬ ତମ ଜାତୀୟ ମତଦାତା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ୧୬ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ କୋଶଳ କଳା ମଣ୍ଡଳ ପରିସରରୁ ଏକ ସଚେତନତା ରାଲିର ଆୟୋଜନ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ଼. ବିଜୟାନନ୍ଦ ସେଠୀ ପତାକା ଦେଖାଇ
Read More...

ବଲାଙ୍ଗିର ସ୍ଵେଚ୍ଛାସେବୀ ସଂଗଠନର ସାଂଗଠାନିକ ବୈଠକ ଅନୁଷ୍ଠିତ : ନୂଆ କର୍ମକର୍ତ୍ତା ଚୟନ ପ୍ରକ୍ରିୟା ସମାହିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଆଠବର୍ଷ ପୁରୁଣା ଓ ସେବା ପାଇଁ ଜଣାଶୁଣା ସଂଗଠନ ବଲାଙ୍ଗିର ସ୍ଵେଚ୍ଛାସେବୀ ସଂଗଠନର ସାଂଗଠାନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ପ୍ରତାପ ସାଗରପଡ଼ା ସାଇ ମନ୍ଦିର ନିକଟରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ସଂଗଠନର ସବୁ
Read More...

ମା’ ଦଶମତୀ କ୍ରିକେଟ କପ ଉଦଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକର କୁଟାସିଂହା ପଂଚାୟତ ଅନ୍ତର୍ଗତ କଣ୍ଟାପାଲି ଖେଳପଡିଆରେ ମା' ଦଶମତୀ କପ କ୍ରିକେଟ ପ୍ରତିଯୋଗିତା ଉଦଘାଟିତ ହୋଇଛି । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥିତ ଥିବା ଅରୁଣାର ଜିଲ୍ଲା ପରାମର୍ଶଦାତା ପ୍ରମୋଦ
Read More...

ଭୁତିଆର ବାହାଲ ଚାମ୍ପିଅନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭୁତିଆର୍ ବାହାଲ ହାଇସ୍କୁଲ ଖେଳ ପଡ଼ିଆରେ ୧୯ ବର୍ଷରୁ କମ୍‌ କ୍ରିକେଟ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ୧୬ ଟି ଦଳ ଅଂଶ୍ରହଣ କରିଥିଲେ । ଫାଇନାଲ ଖେଳ ଭୁତିଆର ବାହାଲ୍ ଓ କୁଟୁମଡୋଳା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଭୁତିଆର ଵାହାଲ ପ୍ରଥମେ
Read More...

ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ୨୭ ଜାନୁୟାରୀ ୨୦୨୬ ଠାରୁ ୦୧ ଫେବୃୟାରୀ ପର୍ଯ୍ୟନ୍ତ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହ ଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ବଲାଙ୍ଗିର ଗାନ୍ଧୀ ଷ୍ଟାଡ଼ିୟମ୍‌ ଠାରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଟୁର୍ଣ୍ଣାମେଣ୍ଟକୁ ମହାରାଜା
Read More...

ବଲାଙ୍ଗିର ସ୍ୱେଚ୍ଛାସେବୀ ସଙ୍ଗଠନର ସାଙ୍ଗଠାନିକ ବୈଠକ ଅନୁଷ୍ଠିତ

ନୂଆ କର୍ମକର୍ତ୍ତା ଚୟନ ପ୍ରକ୍ରିୟା ସମାହିତ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଆଠବର୍ଷ ପୁରୁଣା ସେବା ପାଇଁ ଜଣାଶୁଣା ସଂଗଠନ ବଲାଙ୍ଗିର ସ୍ଵେଚ୍ଛାସେବୀ ସଙ୍ଗଠନର ସାଙ୍ଗଠାନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ପ୍ରତାପ ସାଗର ପଡ଼ା ସାଇ ମନ୍ଦିର ନିକଟରେ ଏହି ବୈଠକ
Read More...

କୋଶଳାଞ୍ଚଳ ଚାଷୀ ସମସ୍ୟାର ଏକମାତ୍ର ସମାଧାନର ରାସ୍ତା କୋଶଳ ରାଜ୍ୟ ଗଠନ- ପ୍ରମୋଦ ମିଶ୍ର

ଚାଷୀ ଆନ୍ଦୋଳନକୁ କୋଶଳ ଆନ୍ଦୋଳନର ସମର୍ଥନ ଘୋଷଣା ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଂପ୍ରତି ଧାନ ମଣ୍ଡି ସମସ୍ୟା ଓ ଧାନର ଅଭାବୀ ବିକ୍ରୀ ସମସ୍ୟାକୁ ନେଇ ସମଗ୍ର ରାଜ୍ୟରେ ଚାଷୀ ଅସନ୍ତୋଷ ଦେଖାଦେଇଛି । ବିଶେଷ କରି ଏହି ସମସ୍ୟା କୋଶଳାଞ୍ଚଳରେ ବେଶୀ ଉତ୍କଟ ଆକାରରେ ଛାଲିଛି । ଟୋକନ
Read More...

୨୮ ତାରିଖ ମହାବନ୍ଦ ଡାକରା

ଜିଲ୍ଲା କୃଷକ ସଂଘର ସମ୍ପୂର୍ଣ୍ଣ ସମର୍ଥନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚାଷୀକୁଳ ସମସ୍ୟା ଭିତରେ ଘେରି ରହିଛି । ସରକାର ଚାଷୀକୁଳକୁ ସେ ସମସ୍ୟାରୁ ଉଦ୍ଧାର କରିବା ପରିବର୍ତ୍ତେ ଆହୁରି ସମସ୍ୟା ଭିତରକୁ ଠେଲି ଦେଉଛନ୍ତି । ଚାଷୀ ଏ ସବୁ ସମସ୍ୟାକୁ ନେଇ ଆନ୍ଦୋଳନ କଲେ ତା' ଉପରେ
Read More...