Browsing Tag

balangir news

ମିଳିତ କ୍ରିୟାନୁଷ୍ଠାନ କମିଟି ନିଶ୍ଚିତ କଲା ରେଳରୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ପୂର୍ବାହ୍ନରେ ସମ୍ବଲପୁର ସ୍ଥିତ ରେଲବାଇର ମଣ୍ଡଳ କାର୍ଯ୍ୟାଳୟ ଠାରେ ବଲାଙ୍ଗିର ଓ ବରଗଡ ମିଳିତ ଉପଭୋକ୍ତା ସଂଘର କ୍ରିୟାନୁଷ୍ଠାନ କମିଟି ତରଫରୁ ବଲାଙ୍ଗିରର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ର ଓ ବରଗଡ ସଂଘ ସଭାପତି ପ୍ରଦୀପ ଦେବତାଙ୍କ ନେତୃତ୍ୱରେ ଏକ
Read More...

ଭଡାଘରୁ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ଠାରେ ଏକ ଭଡାଘରୁ ମେଘା ପ୍ରୋଜେକ୍ଟ ଯନ୍ତ୍ରୀ ପ୍ରବୀର କୁମାର ବେହେରା(୨୭)ଙ୍କ ଝୁଲନ୍ତା ମୃତଦେହ ତୁଷୁରା ପୋଲିସ ଉଦ୍ଧାର କରିଛି । ଯନ୍ତ୍ରୀ ଦୁଇ ଜଣ ସହଯୋଗୀଙ୍କ ସହିତ ମିଶି ଗୁଡଭେଲାର କେଶରାମ ଅଗ୍ରୱାଲଙ୍କ ଘରେ ଘର ଭଡା ନେଇ
Read More...

ବଲାଙ୍ଗିର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ସାମ୍ବାଦିକ ସୁରକ୍ଷା ପାଇଁ ଦାବିପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ପେନସନ ପ୍ରଦାନ, ସ୍ୱାସ୍ଥ୍ୟବୀମା ଯୋଜନାରେ ସମ୍ପ୍ରସାରଣ, ବ୍ୟାପକ ଅଧିସ୍ୱୀକୃତି ପ୍ରଦାନ, ଓଡ଼ିଶା ପ୍ରେସ ଏକାଡେମୀ ଗଠନ ଓ ମୃତ୍ୟୁ ଅନୁକମ୍ପା ରାଶି ଦଶ ଲକ୍ଷ ଟଙ୍କା ବୃଦ୍ଧି ଦାବିରେ ଆଜି ଉତ୍କଳ ସାମ୍ବାଦିକ ସଂଘ, ଓଡିଶାର
Read More...

ଜୟନ୍ତୀ ପଟେଲ ହେଲେ ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ

ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର - ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସର୍ବଭାରତୀୟ ମହିଳା କଂଗ୍ରେସର ସଭାନେତ୍ରୀ ଅଳକା ଲାମ୍ବାଙ୍କ ଅନୁମୋଦନ କ୍ରମେ ବଲାଙ୍ଗିର ଜିଲ୍ଲା ସଭାନେତ୍ରୀ ଭାବେ ଆଗଲପୁର ବ୍ଲକର ନାରୀ ନେତ୍ରୀ ଜୟନ୍ତୀ ପଟେଲ ଜିଲ୍ଲା
Read More...

ବେଲବାହାଲିରେ ଲୋକଙ୍କୁ ଭେଟିଲେ ନରସିଂହ

ବିଜୁଳି ଏବଂ ପାଣି ସମସ୍ୟା ନେଇ ଲୋକେ କଲେ ଅଭିଯୋଗ ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ବୁବେଲ ପଂଚାୟତ ଅନ୍ତର୍ଗତ ବେଲବାହାଲି ଗ୍ରାମକୁ ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ଗସ୍ତ କରି ଲୋକଙ୍କର ବିଭିନ୍ନ ସମସ୍ୟା ଶୁଣିଲେ ।
Read More...

ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ମେ ମାସ ୦୯ ତାରିଖ ଶନିବାର ଦିନ ବଲାଙ୍ଗିର, ପାଟଣାଗଡ, ଟିଟିଲାଗଡ, କଣ୍ଟାବାଞ୍ଜି, ଲୋଇସିଂହା, ସଇଁତଲା, ମୁରିବାହାଲ, ବଙ୍ଗୋମୁଣ୍ଡା ଏବଂ ତୁଷୁରା ଅଦାଲତ ପରିସରରେ ଓ ଜିଲ୍ଲାର ସମସ୍ତ ରାଜସ୍ଵ ବିଭାଗ ତଥା ରାଷ୍ଟ୍ରାୟତ ବ୍ୟାଙ୍କ, ଜିଲ୍ଲା ଶ୍ରମ
Read More...

ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁସାରେ ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ ବଲାଙ୍ଗିର ଅଧ୍ୟକ୍ଷ ତଥା ଜିଲା ଜଜ୍ ହିରନମୟ ବିଶୋଇଙ୍କ ଅନୁମତି କ୍ରମେ ତା.୨୭.୦୪.୨୦୨୬ରେ ଦେଓଗାଁ ବ୍ଳକ ଅଫିସ, ବଲାଙ୍ଗିର ଠାରେ ମାନବ-ବନ୍ୟପ୍ରାଣୀ ସଂଘର୍ଷ
Read More...

ରାଜ୍ୟ ସ୍ତରୀୟ କରାଟେ ପ୍ରତିଯୋଗିତାରେ ବଲାଙ୍ଗିର କରାଟେ ସ୍କୁଲର ସଫଳତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ସ୍କୁଲ ଠାରେ ଓଡିଶା ରାଜ୍ୟ କରାଟେ ସଂଘ ଆନୁକୂଲ୍ୟରେ ୩୭ତମ କ୍ୟାଡେଟ, ଜୁନିୟର ଏବଂ ୩୮ତମ ସବ-ଜୁନିୟର ରାଜ୍ୟ କରାଟେ ପ୍ରତିଯୋଗିତା ୨୦୨୬ ଉଦ୍‌ଯାପିତ ହୋଇଯାଇଛି । ପ୍ରତିଯୋଗିତା ତା.୨୪ରୁ ୨୬ ଅପ୍ରିଲ ତିନିଦିନ ଧରି ହୋଇଥିବା
Read More...

ପଞ୍ଚମର ମାସିକ ସଙ୍ଗୀତ ସନ୍ଧ୍ୟା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଙ୍ଗୀତ ବିଦ୍ୟାଳୟ ପଞ୍ଚମ ପକ୍ଷରୁ ମାସିକ କାର୍ଯ୍ୟକ୍ରମ 'ସଙ୍ଗୀତ ସନ୍ଧ୍ୟା' ଅନୁଷ୍ଠାନର ନୃତ୍ୟ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମର ପ୍ରାରମ୍ଭରେ ଅଧ୍ୟକ୍ଷ ମୁରଲିଧାରୀ ପତି ହିନ୍ଦୀ ଭଜନ ମେଲି ଚାଦର ଓଢକେ କେସେ, ଆୟୁଷ୍ନାନ ପାଣିଗ୍ରାହୀଙ୍କ
Read More...

ବଲାଙ୍ଗିର ମାରୱାଡ଼ୀ ସମ୍ମିଳନୀ ପକ୍ଷରୁ ଛାଛ ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉତ୍କଳ ପ୍ରାଦେଶିକ ମାରୱାଡ଼ୀ ସମ୍ମିଳନୀ ବଲାଙ୍ଗିର ଶାଖାର ପରିଚାଳନାରେ ସମାଜସେବାର ଭାବନାକୁ ଆଗକୁ ବଢ଼ାଇ ଏକ ପ୍ରଶଂସନୀୟ ପଦକ୍ଷେପ ଗ୍ରହଣ କରାଯାଇଛି । ସମ୍ମିଳନୀର କାର୍ଯ୍ୟକାରିଣୀ ସଦସ୍ୟ ମନୋଜ କେଜ୍ରିୱାଲ ଓ ତାଙ୍କ ପରିବାର ପକ୍ଷରୁ ନଗରପାଳିକା
Read More...