Browsing Tag

balangir news

ସର୍ବଭାରତୀୟ ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ସ୍ମାରକୀ ଫୁଟବଲ : ସୋନପୁର ରାମଧୂନ କ୍ଲବ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସର୍ବଭାରତୀୟ ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ତୃତୀୟ ଦିନ ଖେଳରେ ସୋନପୁର ରାମଧୂନ କ୍ଲବ ୩-୧ ଗୋଲରେ ରୋଭର୍ସ ଏଫ୍‌ସି ଭିଲେଇକୁ ହରାଇ ସେମିଫାଇନାଲକୁ ପ୍ରବେଶ କରିଛି ।
Read More...

ଶିଶୁ ପତ୍ରିକା ମଠଖାଇ ଉନ୍ମୋଚନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସିନଖମନ ସ୍ଥିତ ମହନ୍ତ ଗିରିଧାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ପତ୍ରିକା “ମଠଖାଇ” ର ଉନ୍ମୋଚନ ପ୍ରଧାନ ଶିକ୍ଷକ କେଦାରନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ମୁଖ୍ୟ ଅତିଥି, ଡ. ପ୍ରେମଚାନ୍ଦ ମହାନ୍ତି
Read More...

ଜିଲ୍ଲା ସ୍ତରୀୟ ପରିବେଶ ଅନୁକୂଳ ପ୍ରକଳ୍ପ ପ୍ରଦର୍ଶନୀ

"ପରିବେଶ ଅନୁକୂଳ ପ୍ରକଳ୍ପ ପ୍ରଦର୍ଶନୀ ସମାଜରେ ସକାରାତ୍ମକ ପ୍ରଭାବ ସୃଷ୍ଟି କରିଥାଏ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ପରିବେଶ ଅନୁକୂଳ ପ୍ରକଳ୍ପ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି
Read More...

ସିଏମ୍‌ ଟ୍ରଫି ପାଇଁ ଫୁଟବଲ ଖେଳାଳି ଚୟନ ଜାନୟାରୀ ୩୧ ରେ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆସନ୍ତା ସିଏମ୍‌ ଟ୍ରଫି ଫୁଟବଲ ନିମନ୍ତେ ଉଭୟ ବାଳକ ଓ ବାଳିକା ବର୍ଗ ପାଇଁ ଆସନ୍ତା ୩୧ ତାରିଖ ଦିନ ସକାଳ ୯ ଘଣ୍ଟା ସମୟରେ ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ଖେଳାଳି ଚୟନ ଶିବିର ଅନୁଷ୍ଠିତ ହେବ । ଏଥିରେ ଯେଉଁ ଖେଳାଳିମାନେ ପୂର୍ବରୁ ରେଜିଷ୍ଟ୍ରେସନ
Read More...

ସର୍ବ ଭାରତୀୟ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହ ଦେଓ ସ୍ମାରକୀ ଫୁଟବଲ

ଫୁଲବାଣୀ ସ୍ପୋର୍ଟ୍ସ ହଷ୍ଟେଲକୁ ହରାଇ କୁଚିଣ୍ଡା ବିଏଫ୍‌ସି ଫାଇନାଲରେ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସର୍ବଭାରତୀୟ ମହାରାଜା ରାଜେନ୍ଦ୍ର ନାରାୟଣ ସିଂହ ଦେଓ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ପ୍ରଥମ ସେମି ଫାଇନାଲ କୁଚିଣ୍ଡା ବିଏଫ୍‌ସି ବନାମ
Read More...

ଅନ୍ନଦାତାଙ୍କ ମହାବନ୍ଦରେ ସାମିଲ ହେଲା ଜିଲ୍ଲା କୃଷକ ସଂଘ ଓ ଟାଉନ କଂଗ୍ରେସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଟାଉନ କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ ଓ ଜିଲ୍ଲା କୃଷକ ସଂଘ ସଭାପତି ସାନନ୍ଦ ମିଶ୍ରଙ୍କ ସଂଯୋଜନାରେ ନବ ନିର୍ମାଣ କୃଷକ ସଂଗଠନ ଏବଂ ମିଳିତ କୃଷକ ସଂଘ ତରଫରୁ ଓଡିଶା ମହାବନ୍ଦରେ
Read More...

ଅବସରପ୍ରାପ୍ତ ଶିକ୍ଷକ ସୁରେଶ ଚନ୍ଦ୍ର ଦାଶଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍) : ବଲାଙ୍ଗିର ସହରର ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ପତିତପାବନ ଏକାଡେମୀର ଅବସରପ୍ରାପ୍ତ ଶିକ୍ଷକ ସୁରେଶ ଚନ୍ଦ୍ର ଦାଶ(୮୦)ଙ୍କ ବିୟୋଗ ଘଟିଯାଇଛି । ଆଜି ବଲାଙ୍ଗିର ସ୍ଵରାଜ ହସ୍ପିଟାଲ ଠାରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଦେହାନ୍ତ ହୋଇଥିବା ତାଙ୍କ ପରିବାର
Read More...

ବଲାଙ୍ଗିରରେ ପିଓଏସଏଚ ଆଇନ ଉପରେ ସଚେତନତା କାର୍ଯ୍ୟକ୍ରମ : ମହିଳା ସୁରକ୍ଷାକୁ ଗୁରୁତ୍ୱ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ଆଇନ ସେବା ପ୍ରାଧିକରଣର ନିର୍ଦ୍ଦେଶ ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିରର ଭାରପ୍ରାପ୍ତ ଅଧ୍ୟକ୍ଷ ମଳୟ ରଂଜନ ଦାସଙ୍କ ଅନୁମୋଦନ କ୍ରମେ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟରେ ମହିଳା ଯୌନ ନିର୍ଯ୍ୟାତନା (ପିଓଏସଏଚ) ଆଇନ ଏବଂ ସାମ୍ବିଧାନିକ
Read More...

ଭାରତ ମୁକ୍ତି ମୋର୍ଚାର ସାଂଗଠନିକ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଓବିସି ମଞ୍ଚ କାର୍ଯ୍ୟାଳୟ କନଫରେନ୍ସ୍ ହଲ୍ ଠାରେ ଭାରତ ମୁକ୍ତି ମୋର୍ଚାର ସାଂଗଠନିକ ବୈଠକ ରାମ ଦାସ ମାଝି ବାମସେଫ୍ ବଲାଙ୍ଗିର ସଭାପତିଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରକାଶ ଥାଉକି କଟକ ଠାରେ ହେବାକୁ ଥିବା ୪୨ତମ ରାଷ୍ଟ୍ରୀୟ ଅଧିବେଶନକୁ
Read More...

ବିଶିଷ୍ଟ ଲୋକନାଟ୍ୟ କଳାକାର ତ୍ରିଲୋଚନ ପାଣ୍ଡେଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦଶପୁର ପଂଚାୟତ ଅନ୍ତର୍ଗତ ମେଣ୍ଢିପାଲି ଗ୍ରାମର ବିଶିଷ୍ଟ ଲୋକନାଟ୍ୟ କଳାକାର ତ୍ରିଲୋଚନ ପାଣ୍ଡେଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ବୟସ ହେଉଥିଲା । ଶ୍ରୀ ପାଣ୍ଡେ ମଙ୍ଗଳବାର ସକାଳେ ପ୍ରାତଃ
Read More...