ବଲାଙ୍ଗିର କରାଟେ ସ୍କୁଲର ବେଲ୍ଟ ପରୀକ୍ଷା
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ବଲାଙ୍ଗିର କରାଟେ ସ୍କୁଲର ବେଲ୍ଟ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ସଂପାଦକ ହୃଦୟ ଶବରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ପରୀକ୍ଷାରେ ସର୍ବମୋଟ ୩୫ ଜଣ କରାଟେକା ଭାଗ ନେଇଥିଲେ । ମୁଖ୍ୟଅତିଥି ତଥା ଜେଆଇଟିଏମ୍!-->…
Read More...
Read More...