Browsing Tag

balangir news

ବଲାଙ୍ଗିର ଜିଲ୍ଲା ନାଗରିକ କମିଟିର ସଦସ୍ୟଙ୍କ ମନୋହରପୁର ୟୁ.ପି. ସ୍କୁଲ ପରିଦର୍ଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ନାଗରିକ କମିଟିର ଶିକ୍ଷା ସବ କମିଟିର ସଦସ୍ୟଗଣ ମନୋହରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନରେ ଯାଇ ପ୍ରଧାନ ଶିକ୍ଷକ ଭରତ ଚନ୍ଦ୍ର ମହାକୁର ତଥା ବିଦ୍ୟାଳୟର ଅନ୍ୟାନ୍ୟ ଶିକ୍ଷକ, ଶିକ୍ଷୟତ୍ରୀଙ୍କ ସହ ସ୍କୁଲ ପରିଚାଳନା ତଥା
Read More...

ଗଣ୍ଡାବଜା ମହୋତ୍ସବ ପାଳନ ପାଇଁ ଆଲେଚନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁତଲା ବ୍ଲକ ନିକଟରେ ଜିଲ୍ଲାର ବିଶିଷ୍ଟ କଳାକାର, କଳା ସଂଗଠକ, ସାଂସ୍କୃତିକ ଅନୁଷ୍ଠାନର କର୍ତ୍ତୃପକ୍ଷ ଓ ସମାଜସେବୀ ମାନଙ୍କୁ ନେଇ ଏକ ଆଲୋଚନା ବୈଠକ ବସିଥିଲା । ଏହି ବୈଠକରେ ଜିଲ୍ଲାସ୍ତରୀୟ ଗଣ୍ଡାବଜା ମହୋତ୍ସବ ଆୟୋଜନ କରିବାକୁ
Read More...

ଉଚ୍ଚ ବିଦ୍ୟାଳୟ, ବନ୍ଧପଡାରେ ବାର୍ଷିକ ଉତ୍ସବ ସମାରୋହ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡାରେ ବାର୍ଷିକ ଉତ୍ସବ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଖେଳ ଶିକ୍ଷକ ପ୍ରବୀଣ ନାରାୟଣ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ହରିହର ଉଚ୍ଚ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ
Read More...

ତହଁକ୍ ତିହାର୍ ପାଇଁ ବାଜିଲା ବିଗୁଲ୍ : ମାର୍ଚ୍ଚ ୧୫/୧୬ରେ କାର୍ଯ୍ୟକ୍ରମ

ବଲାଙ୍ଗିର ସଦର, (ରାଜେଶ ଦଣ୍ଡସେନା) : ସ୍ଥାନୀୟ ତହଁକ୍ କବିତା ଶାଲ୍ ଠାରେ ତହଁକ୍ କୁଟୁମ୍‌ର ତହଁକ୍ ତିହାର୍ ପାଇଁ କବି ଦିଗାମ୍ବର ନାଏକଙ୍କ ସଭାପତିତ୍ୱରେ ଆୟୋଜିତ ହୋଇଯାଇଛି ଏକ ପ୍ରସ୍ତୁତି ବୈଠକ । ଏହି ବୈଠକରେ ଚଳିତ ବର୍ଷ ପାଇଁ ଆସନ୍ତା ମାର୍ଚ୍ଚ ୧୫ ଏବଂ ୧୬ ତାରିଖ ଦୁଇଦିନ ଧରି
Read More...

ସଦ୍‌ଭାବନା ସାଇକେଲ ଯାତ୍ରା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଶିଶୁ ବିକାଶ କେନ୍ଦ୍ରର ମାଣିକ୍ୟ ଜୟନ୍ତୀ ଅବସରରେ ଦୁଇ ଦିନିଆ ସଦ୍‌ଭାବନା ସାଇକେଲ ଯାତ୍ରା ସଦ୍‌ଭାବନାର ବାର୍ତ୍ତା ପ୍ରଚାର କରି ବଲାଙ୍ଗିର ଫେରି ଆସିଛନ୍ତି । ଏହି ସାଇକେଲ ଯାତ୍ରାକୁ ତେଲିଗୋଠପଡା ରାଧାକୃଷ୍ଣ ମନ୍ଦିରରୁ
Read More...

ପ୍ରାଧ୍ୟାପକ ଡ. ରଂଜନ କୁମାର ପାଣିଗ୍ରାହୀ ସମ୍ବର୍ଦ୍ଧିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ (କଟକ), ଅଗ୍ନିସ୍ପୁଲିଙ୍ଗ (ରାଉରକେଲା), ଓଡ଼ିଶା ପୂଜ୍ୟପୂଜା ପରିଷଦ(କଟକ)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ୪୮ତମ ରାଜ୍ୟସ୍ତରୀୟ ସାରସ୍ଵତ ସମାରୋହରେ ପ୍ରାଧ୍ୟାପକ ଡ଼. ରଂଜନ କୁମାର ପାଣିଗ୍ରାହୀଙ୍କୁ "ରାଜ୍ୟସ୍ତରୀୟ
Read More...

ଫ୍ରେଣ୍ଡସ କ୍ଲବ ଦ୍ୱିତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଗ୍ରାଣ୍ଡ ଫାଇନାଲରେ ୟଙ୍ଗ ଉତ୍କଳ କ୍ଲବ କଟକ ବନାମ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁଦୂର ପ୍ରସାରି ଅନୁଷ୍ଠାନ ଫ୍ରେଣ୍ଡସ କ୍ଲବ ପକ୍ଷରୁ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସପ୍ତମ ତଥା ଉଦ୍‌ଯାପନୀ ଦିବସ ଦିନରେ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ୟଙ୍ଗ ଉତ୍କଲ କଟକ ବନାମ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ ମଧ୍ୟରେ
Read More...

ଆଇଏସ୍‌ପିଏଲ୍‌ ସିଜିନ – ୨ରେ ବଲାଙ୍ଗିରର ପୁଅ ମହେନ୍ଦ୍ର ଅମିତାଭ ବଚ୍ଚନଙ୍କ ହାତରୁ ଟ୍ରଫି ଗ୍ରହଣ କଲେ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପାଟଣାଗଡ ବ୍ଲକ ବାଲିପଟା ତଥା ଇନ୍ଦିରା ନଗର ନିବାସୀ ଦୁତିବାହାଲ ଚନ୍ଦନଙ୍କ ୨ୟ ପୁତ୍ର ଆଇଏସ୍‌ପିଏଲ୍‌ ସିଜିନ-୨ (ଇଣ୍ଡିଆନ ଷ୍ଟ୍ରିଟ ପ୍ରିମିୟର ଲିଗ) ଗତ ଜାନୁୟାରୀ ୧୯ରୁ ଖେଳିବାକୁ ଯାଇଥିଲେ । ସିନେମା ଅଭିନେତା ଅମିତାଭ ବଚ୍ଚନଙ୍କ ଟିମ୍‌ ମଝି ମୁମ୍ବାଇ
Read More...

କପସିଲା ସରକାରୀ ପ୍ରାଥମିକରେ କ୍ଲଷ୍ଟର ସ୍ତରୀୟ ନବମ ମାସିକ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : କପସିଲା ସରକାରୀ ପ୍ରାଥମିକ ବିଦ୍ୟାଳୟ ସିନ୍ଦିରାବହାଲି ଠାରେ ସିଆର୍‌ସିସି ସୁଧାଂଶୁ ପୁଟାଙ୍କ ତତ୍ତ୍ୱାବଧାନ ଓ ପ୍ରଧାନ ଶିକ୍ଷୟିତ୍ରୀ ତୃପ୍ତିଲତା ଦଣ୍ଡସେନାଙ୍କ ସମ୍ପୂର୍ଣ୍ଣ ସହଯୋଗରେ କ୍ଲଷ୍ଟର ସ୍ତରୀୟ ନବମ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । କ୍ଲଷ୍ଟରର
Read More...

“ଭୂମିକା ଆୟୋଜିତ ଚିତ୍ରାଙ୍କନ ପ୍ରତିଯୋଗିତା”

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଭୂମିକା ତରଫରୁ ସ୍କୁଲ ଛାତ୍ରଛାତ୍ରୀ ମଧ୍ୟରେ ବରିଷ୍ଠ ଓ କନିଷ୍ଠ ବର୍ଗରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଅଛି । ଏହି ପ୍ରତିଯୋଗିତାରେ ବିଭିନ୍ନ ବିଦ୍ୟାଳୟରୁ ସହସ୍ରାଧିକ ଛାତ୍ରଛାତ୍ରୀ
Read More...