Browsing Tag

balangir news

ମଲମୁଣ୍ଡା କ୍ଳଷ୍ଟର ସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଳକ ଅନ୍ତର୍ଗତ ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ନିପୁଣ ମେଳା ପିପଲବାହାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ପଟେଲଙ୍କ ତତ୍ତ୍ୱାବଧାନରେ ୯ଟି
Read More...

ବଲାଙ୍ଗିର ସଦର ପୁଲିସ ହାବୁଡରେ ବିଦ୍ୟୁତ ତାର ଚୋର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ପୁଲିସ ହାବୁଡରେ ବିଦ୍ୟୁତ ତାର ଚୋର । ରାଜ୍ୟ ବାହାରକୁ ଚାଲାଣ କରିବାକୁ ଉଦ୍ୟମ କରୁଥିବାବେଳେ ଧରିଲା ବଲାଙ୍ଗିର ପୁଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଉତ୍ତରପ୍ରଦେଶ ରାଜ୍ୟ ଗାଜିଆବାଦର ଜାବେଦ ମଲ୍ଲିକ, ଫୈଜଲ ମଲ୍ଲିକ ଓ ସମ୍ବଲପୁର ମୋଦୀପଡାର
Read More...

ଯୁବକଙ୍କ ଜୀବନ ବଂଚାଇଲେ ସିଦ୍ଧେଶ୍ଵରୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ ବଥର୍ଲା ଗ୍ରାମର ପୂର୍ବତନ ମନ୍ତ୍ରୀ ଅଇଁଠୁ ସାହୁଙ୍କ ପୁତୁରା ଚନ୍ଦ୍ରଗୁପ୍ତ ସାହୁ ବଲାଙ୍ଗିରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କୁ ଅସ୍ତ୍ରୋପଚାର ପାଇଁ ଜରୁରୀକାଳୀନ ରକ୍ତ ଯୋଗାଡ କରିବାକୁ ଡାକ୍ତର
Read More...

ସାଉଁନ୍ତପୁର କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ସାଉନ୍ତପୁର କ୍ଲଷ୍ଟର ସ୍ତରୀୟ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ସାଉନ୍ତପୁର ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ସିଆର୍‌ସିସି ପ୍ରମୋଦ କୁମାର ପଟେଲଙ୍କ ତତ୍ତ୍ୱବେଧାନରେ କ୍ଲଷ୍ଟର
Read More...

ଫ୍ରେଣ୍ଡସ କ୍ଲବ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚତୁର୍ଥ ଦିନରେ ବିଏନଏଏ ଜରସିଂହା ବଲାଙ୍ଗିର ବନାମ ଜଗା ଯୁନାଇଟେଟ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁଦୂରର ପ୍ରସାରି ଅନୁଷ୍ଠାନ ଫ୍ରେଣ୍ଡସ କ୍ଲବ ପକ୍ଷରୁ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଣ ଚତୁର୍ଥ ଦିନରେ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ବିଏନଏଏ ଜରସିଂହା ବଲାଙ୍ଗିର ବନାମ ଜଗା ଯୁନାଇଟେଟ କ୍ଲବ ଭୁବନେଶ୍ୱର ମଧ୍ୟରେ ଫୁଟବଲ
Read More...

ବିବାଦର ବିକଳ୍ପ ସମାଧାନ, ସ୍ଥାୟୀ ଲୋକ ଅଦାଲତ ଓ ଆଇନ ସେବା ପ୍ରାଧିକରଣର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଆଇନରେ ସଚେତନତା…

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁସାରେ ଏବଂ ଜିଲ୍ଲା ନ୍ୟାୟାଧିଶ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଡ. ପବିତ୍ର ମୋହନ ସାମଲଙ୍କ ଅନୁମତି କ୍ରମେ ମହଲେଇ ଗ୍ରାମ ଫଚାୟତ ପରିସରରେ ବିବାଦର ବିକଳ୍ପ ସମାଧାନ, ସ୍ଥାୟୀ ଲୋକ ଅଦାଲତ (ଜନ
Read More...

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ସଦାଇପାଲିର ବାର୍ଷିକ ଉତ୍ସବ ପାଳିତ

ବଲାଙ୍ଗିର, (ରାଜେଶ ଦଣ୍ଡସେନା ) : ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ସଦାଇପାଲିର ବାର୍ଷିକ ଉତ୍ସବ ବହୁତ ଧୂମଧାମରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ପଣ୍ଡାଙ୍କ ସଭାପତିତ୍ୱ ତଥା ସହକାରୀ ଶିକ୍ଷୟିତ୍ରୀ ଜ୍ୟୋତିରାଣୀ ମିଶ୍ର, କଳ୍ପନା ଗୁଇଁ, ଆଶାମୟୀ ଭୋଇ,
Read More...

ଫ୍ରେଣ୍ଡସ କ୍ଲବ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ପ୍ରଥମ ସେମିରେ କଦଳୀପାଲି ବରଗଡ଼କୁ ହରାଇ ଦୋସ୍ତି ବ୍ରଦର୍ସ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଲବ ପକ୍ଷରୁ ପ୍ରଥମ ସେମିଫାଇନାଲ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି
Read More...

ଆଟଗାଁ ହାଇସ୍କୁଲର ବାର୍ଷିକ ଉତ୍ସବ ଉଦ୍‌ଯାପିତ

"ଛାତ୍ର ଜୀବନ ଅନୁଭୂତି ଓ ଅଭିଜ୍ଞତା ଅର୍ଜନର ସମୟ" ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଳା ବ୍ଲକ ଅନ୍ତର୍ଗତ ଆଟଗାଁ ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲିପ କୁମାର ଯୋଶୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ସଭାରେ
Read More...

ସାମ୍ବାଦିକ ପୱନ ଅଗ୍ରୱାଲ ଉତ୍କଳ ମେଲ ସମ୍ମାନରେ ସମ୍ବର୍ଦ୍ଧିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦୈନିକ ଖବର କାଗଜ ଉତ୍କଳ ମେଲର ୩୭ତମ ବାର୍ଷିକ ଉତ୍ସବ ଭୁବନେଶ୍ୱର ଜୟଦେବ ଭବନ ସ୍ଥିତ ଗୀତଗୋବିନ୍ଦ ସଦନ ଠାରେ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ଉତ୍କଳ ମେଲ ପ୍ରତିନିଧି ପୱନ କୁମାର ଅଗ୍ରୱାଲଙ୍କୁ ମାନପତ୍ର ଓ ଉପଢୌକନ ଦେଇ ଉତ୍କଳ
Read More...