Browsing Tag

balangir news

ଦେଷଣ୍ଢ ଚାନ୍ଦିଲି ପାହାଡକୁ ମିଳିଲା ପର୍ଯ୍ୟଟନ ସ୍ଥଳିର ମାନ୍ୟତା

ରାଜ୍ୟ ସରକାର ଓ ବିଧାୟକଙ୍କୁ କୃତଜ୍ଞତା ଜଣାଇଲେ ଅଞ୍ଚଳବାସୀ ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ରାଜ୍ୟର ୨୦ଟି ସ୍ଥାନକୁ ଚିହ୍ନଟ କରି ପର୍ଯ୍ୟଟନ ସ୍ଥଳିର ମାନ୍ୟତା ପ୍ରଦାନ କରିଛନ୍ତି । ଏଥିରେ ବଲାଙ୍ଗିର ଜିଲ୍ଲାର ଦେଓଗାଁ ବ୍ଲକ ଦେଷଣ୍ଢ ଅନ୍ତର୍ଗତ ଚାନ୍ଦିଲି ପାହାଡକୁ ମଧ୍ୟ
Read More...

ଖ୍ରୀଷ୍ଟିୟ ମଣ୍ଡଳିର ଉଦ୍ଦୀପନା ସଭାରେ ଯୋଗଦେଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ସ୍ଥିତ ଝାଙ୍କରପାଲି ଠାରେ ଖ୍ରୀଷ୍ଟିୟ ସମାଜ ଦ୍ୱାରା ଝାଙ୍କରପାଲି ସିଏନ୍‌ଆଇ ମଣ୍ଡଳି ଆନୁକୂଲ୍ୟରେ ଦ୍ୱି ଦିବସୀୟ ଉଦ୍ଦୀପନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଉଦ୍ଦୀପନା ସଭାରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର
Read More...

ଖଲିଆପାଲି ଭୀମଭୋଇ ସମାଧି ପୀଠରେ ସାରସ୍ଵତ ସମାରୋହ

ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମରେ ଉତ୍ସବ ମୁଖର ବଲାଙ୍ଗିର, (କେପିଏନ୍‌ଏସ୍‌) : ମହିମା ଧର୍ମର ଅନନ୍ୟ ପୀଠସ୍ଥଳୀ ସୁବର୍ଣ୍ଣପୁର ଜିଲ୍ଲାର ଖଲିଆପାଲିର ଭୀମଭୋଇ ସମାଧି ପୀଠରେ ଆରମ୍ଭ ହୋଇଥିବା ପବିତ୍ର ମାଘମେଳାର ତୃତୀୟ ସନ୍ଧ୍ୟା ମହିମାଧର୍ମୀ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମରେ
Read More...

ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ହୋହାଲ୍ଲା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଭୀମ ଭୋଇ ମେଡିକାଲରୁ ଆସୁଛି ଏକ ବଡ଼ ଖବର । ଡାକ୍ତରଙ୍କ ଅବହେଳା ଯୋଗୁଁ ଚାଲିଗଲା ନବଜାତ ଶିଶୁର ଜୀବନ । ଆଉ ଏଭଳି ଅଭିଯୋଗ ଆଣିଛନ୍ତି ଖୋଦ ମୃତ ନବଜାତ ଶିଶୁଙ୍କ ପରିବାର ଲୋକେ । ବଲାଙ୍ଗିରର ସହରର ସାଲେପାଲି ନିବାସୀ ସୁବାଷ ଶର୍ମା ଦୀର୍ଘ ୩ ଦିନ
Read More...

ବ୍ଲକସ୍ତରୀୟ ଆଇନ ସଚେତନତା ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୁଲ୍ୟରେ ଲୋଇସିଂହା ମହାବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ମୁଖ୍ୟବକ୍ତା ଆଇନଜୀବୀ ଦିଲିପ କୁମାର ବେହେରା ଏବଂ
Read More...

ବିସ୍ତାପିତଙ୍କ ବ୍ୟଥା ଶୁଣୁ ନାହାନ୍ତି ସରକାର ଓ ପ୍ରଶାସନ : ଆନ୍ଦୋଳନ ମୁହାଁ ହେବେ ବିସ୍ତାପିତ – ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅସମ୍ପୂର୍ଣ୍ଣ ପ୍ରକଳ୍ପକୁ ପୂର୍ବତନ ସରକାର ଭୋଟ ଲୋଭରେ ଉଦ୍‌ଘାଟନ କଲେ । ଲୋକଙ୍କ ବୃହତ୍ତର ସ୍ୱାର୍ଥକୁ ଦେଖି ବିସ୍ତାପିତମାନେ ଅନେକ ସମସ୍ୟା ଥିଲେ ହେଁ ଚୁପ ରହିଲେ । ପ୍ରଶାସନ ଓ ବିଭାଗୀୟ ଅଧିକାରୀମାନେ ସବୁ ସମାଧାନର ପ୍ରତିଶୃତି ଦେଇଥିଲେ କିନ୍ତୁ ଆଜି
Read More...

ରୁଗୁଡ଼ିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲଣ୍ଡାପଥର ପଞ୍ଚାୟତ ରୁଗୁଡ଼ିପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ପ୍ରଧାନଶିକ୍ଷକ ବିଧାନ ସେଠଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ପଞ୍ଚାୟତ ସରପଞ୍ଚ ଶ୍ରୀମତି ଦେମନ୍ତୀ ଖେତି ଓ ସମ୍ମାନିତ ଅତିଥି
Read More...

ଫାଇଲେରିଆ ନିରାକରଣ ଅଭିଯାନରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ଉପକେନ୍ଦ୍ର ଦୁର୍ଗାପାଲିଠାରେ ଫାଇଲେରିଆ ନିରାକରଣ ଅଭିଯାନରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କାର୍ଯ୍ୟକମରେ ମୁଖ୍ୟ ଅତିଥିଭାବରେ ଦୁର୍ଗାପାଲି ପଂଚାୟତର ସରପଂଚ ଶ୍ରୀମତୀ ଜନନୀ ମହାଲିଙ୍ଗ
Read More...

ରାମଲୀଳା ପାଇଁ କଳାକାରଙ୍କ ସମ୍ମିଳନୀ

ଯୁବ ପିଢିଙ୍କୁ ଅଭିନୟ ପାଇଁ ତାଲିମ ଦିଆଯିବ ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାମଜୀ ନାଟକ ସଂସଦ ରାମଲୀଳା ନାଟକ ପାଇଁ ସର୍ବ ପୁରାତନ ନାଟକ ୨୦୨୫ ପାଇଁ ବଲାଙ୍ଗିର ପଥରଚେପା ପଂଚବଟି ଠାରେ କଳାକାରଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଥିଲା । ନିଳାଗୁରୁ ବାଳମୁକୁନ୍ଦ ବେହେରାଙ୍କ
Read More...

ଫାଇଲେରିଆ ନିରାକରଣ ଅଭିଯାନର ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ୧୧ଟି ବ୍ଲକ ଓ ୫ଟି ସହରାଞ୍ଚଳରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ପୃଥୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି
Read More...