Browsing Tag

balangir news

ଆୟୁଧ ନିର୍ମାଣୀର ରାଷ୍ଟ୍ରୀୟ ଅଧିବେଶନରେ, ରାଷ୍ଟ୍ରୀୟ ଯୁଗ୍ମ ସମ୍ପାଦକ ଦେବାଶିଷ ଓ କାର୍ଯ୍ୟକାରିଣୀ ସଦସ୍ୟ ଭାବେ…

ସଇଁତଲା, (କେପିଏନ୍‌ଏସ୍‌) : କଲିକତାର ରାଇଫଲ ଆୟୁଧ ନିର୍ମାଣୀ ଇଶାପୁର ଠାରେ ଗତ ୨ ଦିନ ଧରି ରାଷ୍ଟ୍ରୀୟ ଅଧିବେଶନ ଅନୁଷ୍ଠିତ ହୋଇଥିଲା । ଏଥିରେ ବଲାଙ୍ଗିର ଜିଲ୍ଲା ବଡ଼ମାଳ ଆୟୁଧ ନିର୍ମାଣୀର ରାଷ୍ଟ୍ରୀୟ ଯୁଗ୍ମ ସମ୍ପାଦକ ଭାବରେ ଦେବାଶିଷ ସାହୁ ଓ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଭାବରେ
Read More...

ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗୋପୀନାଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସାହାଜବାହାଲ ଛାତ୍ରୀମାନଙ୍କ ଆତ୍ମରକ୍ଷା ତାଲିମ ପ୍ରକ୍ରିୟାର ଉଦ୍‌ଯାପନୀ ଉତ୍ସବ ଅଧ୍ୟକ୍ଷ ପ୍ରେମାଧର ମହାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଜଗନ୍ନାଥ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟାପକ
Read More...

ଢୁଲୁସର ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ଦିବସରେ କାଲସାଏପାଲି ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ସ୍ଥିତ ଢୁଲୁସର ଖେଳ ପଡିଆରେ ଜବାହାରଲାଲ ଫୁଟବଲ ଏସୋସିଏସନ ତରଫରୁ ଅନୁଷ୍ଠିତ ବିନୋଦ ସ୍ମାରକୀ ଫୁଟବଲ ଚତୁର୍ଥ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି । ଜେକେୱାଇଏସ୍‌ କାଲସାଏପାଲି ବନାମ ଫୌଜି କ୍ଲବ ଲୁଚକିବନ୍ଧ ଖେଳ ୧-୧ ଗୋଲରେ ଡ୍ର ରହିଥିଲା ।
Read More...

ମାର୍ଚ୍ଚ ୧୨ରେ ହେବ ଆଦିବାସୀ ମହାମେଳି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ବଲାଙ୍ଗିରର ସ୍ଥାନୀୟ ଇଚ୍ଛାପଡା ଶବରୀନାରାୟଣ କଲ୍ୟାଣ ମଣ୍ଡପ ଠାରେ ଏକ ଜରୁରୀ କାଳିନ ବୈଠକ ସତ୍ୟନାରାୟଣ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ପୁରୁଷୋତ୍ତମ ଧରୁଆ ସାଧାରଣ ସଂପାଦକ, ଶରତ ସିଂ ଭୋଇ
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁତଲା ବ୍ଲକ ଅଧିନସ୍ଥ ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ଯୋଗ ଦେଇଥିଲେ ଓ ମୁଖ୍ୟବକ୍ତା ଭାବେ ଛତାମଖନା ଉତ୍କଳ ଗ୍ରାମୀଣ
Read More...

ସ୍ପର୍ଶ କୁଷ୍ଠ ରୋଗ ସଚେତନତା ଅଭିଯାନର ଜିଲ୍ଲା ସ୍ତରୀୟ ସମନ୍ଵୟ କମିଟିର ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସ୍ପର୍ଶ କୁଷ୍ଠ ରୋଗ ସଚେତନତା ଅଭିଯାନ ୨୦୨୫ର ଜିଲ୍ଲା ସ୍ତରୀୟ ସମନ୍ଵୟ କମିଟିର ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ମୁଖ୍ୟ
Read More...

ଯୁଗଜନ୍ମା ଗୁରୁ ବିବେକାନନ୍ଦଙ୍କ ଉପରେ ଆଲୋଚନା ଚକ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଯୁଗଜନ୍ମା ଗୁରୁ ବିବେକାନନ୍ଦଙ୍କ ଉପରେ ଏକ ଆଲୋଚନା ଚକ୍ର ହୋଇଥିଲା । ଏହି ସଭାରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସଭାପତି ଡ. ଭବାନୀ ଶଙ୍କର ପଟେଲ ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥି ଭାବରେ ସ୍ୱାମୀ ପରମାନନ୍ଦ ସରସ୍ୱତୀ, ମୁଖ୍ୟବକ୍ତା ଭାବରେ ପ୍ରବଚକ
Read More...

ଢୁଲୁସର ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିବସ

ଜେଏଫ୍‌ଏ ଢୁଲୁସର ବିଜୟୀ ହୋଇ ଫାଇନାଲକୁ ଉନ୍ନିତ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ସ୍ଥିତ ଢୁଲୁସର ଖେଳ ପଡିଆରେ ଜବାହାରଲାଲ ଫୁଟବଲ ଏସୋସିଏସନ ତରଫରୁ ଅନୁଷ୍ଠିତ ବିନୋଦ ସ୍ମାରକୀ ଫୁଟବଲ ପ୍ରଥମ ସେମିଫାଇନାଲ ଖେଳ ଅନୁଷ୍ଠିତ ହୋଇଯାଇଛି । ଜେଏଫ୍‌ଏ ଢୁଲୁସର ୪-୩ ଗୋଲରେ
Read More...

ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭା ଦ୍ୱାରା ନିଶୁଳ୍କ ବ୍ରତୋପନୟନ ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ମହାସଭାର ସଭାପତି ଗୋପବନ୍ଧୁ ପୁରୋହିତଙ୍କ ଅଧ୍ୟକ୍ଷତାରେ ବ୍ରାହ୍ମଣ ମହାସଭାର ମାସିକ ବୈଠକ ଶ୍ରୀ ନୃସିଂହ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ବିଶେଷତଃ ଗରିବ ବ୍ରାହ୍ମଣ ପିଲାମାନଙ୍କୁ ନିଶୁଳ୍କ ବ୍ରତୋପନୟନ
Read More...

ମାଲପଡା ଖଦ୍ୟୋତ ଅନୁଷ୍ଠାନର ସାଧାରଣତନ୍ତ୍ର ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ମାଲପଡା ସ୍ଥିତ ଖଦ୍ୟୋତ କାର୍ଯ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ର ପତକା ଉତ୍ତୋଳନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସାମ୍ବାଦିକ ଆକୁଳ ବେହେରା, ରାଜେଶ ପାଣିଗ୍ରାହୀ, ଆଶିଷ
Read More...