Browsing Tag

balangir news

ଭାରତର ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ଆଲୋଚନା ଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଓବିସି ମଞ୍ଚ କାର୍ଯ୍ୟାଳୟ ଠାରେ ସଭାପତି ଶଙ୍କର ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଦେଶ ଶାସନରେ ଓବିସିଙ୍କ ଭୂମିକା ସମ୍ବନ୍ଧରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା । ଆଗାମୀ ୨୦୨୫ ଜନଗଣନା ସର୍ଭେରେ ଜାତି ଜନଗଣନା କରାଯିବା ପାଇଁ
Read More...

ତୃତୀୟ ବିମଲେଇ ମହୋତ୍ସବ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ମିନି ଷ୍ଟାଡିୟମ ଠାରେ ତୃତୀୟ ବିମଲେଇ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ମହୋତ୍ସବର ସଭାପତି ଭରତଭୂଷଣ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ସଭାରେ ମୁଖ୍ୟ ଅତିଥିଭାବେ ବିଲେଇସର୍ଡା ସେବା
Read More...

ସହିଦ ଯବାନ କିଶୋର ମଲ୍ଲିକଙ୍କ ସ୍ମୃତିପୀଠ ଠାରେ ପତାକା ଉତ୍ତୋଳନ କଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୋଲାପ ବାଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବ୍ଲକ ଅନ୍ତର୍ଗତ ଶିବତଲା ଗ୍ରାମଠାରେ ସହିଦ ଯବାନ କିଶୋର ମଲ୍ଲିକଙ୍କ ସ୍ମୃତି ପୀଠ ଠାରେ ପତାକା ଉତ୍ତୋଳନ କଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୋଲାପ ବାଗ । ଏହି ଅବସରରେ ଶିବତଲା ବସଷ୍ଟାଣ୍ଡଠାରେ ଯାତ୍ରୀମାନଙ୍କ ପାଇଁ ଏକ ଯାତ୍ରୀ ପ୍ରତୀକ୍ଷାଲୟର
Read More...

ଗାନ୍ଧି ପାଠାଗାରରେ ୭୬ତମ ସାଧାରଣତନ୍ତ୍ର ଦିବସ ଓ ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ଆୟୋଜନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀ ପାଠାଗାରରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ପ୍ରାତଃ ଘ.୬ ରାମଧୁନ ସହ ସକାଳ ଘ.୭ରେ ବରିଷ୍ଠ ସଭ୍ୟ ବିକ୍ରମାନନ୍ଦ ବହିଦାରଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ବିଦ୍ୟାଳୟ ସ୍ତରୀୟ ବକ୍ତୃତା, ସୌଖିନ ପୋଷାକ ଓ ରେକର୍ଡ ଡ୍ୟାନ୍ସ
Read More...

ଝରନିପାଲି ଗ୍ରାମ ପଞ୍ଚାୟତ ସ୍ତରରେ ସ୍ଵତନ୍ତ୍ର ଗ୍ରାମ ସଭା ଅନୁଷ୍ଠତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ୍ ଅନ୍ତର୍ଗତ ଝରନିପାଲି ଗ୍ରାମ ପଞ୍ଚାୟତଠାରେ ସ୍ଵତନ୍ତ୍ର ଗ୍ରାମ ସଭା ସରପଞ୍ଚ ଶ୍ରୀମତୀ ସୁନୀତା ସାହୁଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଏହି ଗ୍ରାମ ପଞ୍ଚାୟତର ନିର୍ବାହୀ ଅଧିକାରୀ ରଶ୍ମି ରଞ୍ଜନ ପଧାନ ସମସ୍ତଙ୍କୁ ସ୍ୱାଗତ
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

'ନାରୀ ସୁରକ୍ଷା ପାଇଁ ସଚେତନ ହେବା ଜରୁରୀ' ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଳା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ରାଧାଶ୍ୟାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଣୀ ଲକ୍ଷ୍ମୀବାଈ ମହିଳା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ପୁରୁଷୋତ୍ତମ ଭଞ୍ଜଙ୍କ
Read More...

ଷାଠିଏ ଘର ଡୁମାଲ ସମାଜର ବାର୍ଷିକୋତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ସଦର ବ୍ଲକ ଅନ୍ତର୍ଗତ ଶିବତଲା ଗ୍ରାମଠାରେ ମାଁ ମାହେଶ୍ୱରୀ ଆଞ୍ଚଳିକ କମିଟି ପକ୍ଷରୁ ଷାଠିଏ ଘର ଡୁମାଲ ସମାଜର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । କମିଟି ସଭାପତି ଗୁରୁଦେବ କର୍ମୀଙ୍କ ଅଧ୍ୟକ୍ଷ୍ୟତାରେ ଅନୁଷ୍ଠିତ ଏହି
Read More...

ଢୁଲୁସର ଦ୍ୱିତୀୟ ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ୍‌ ଉଦ୍‌ଘାଟିତ

ଏନ୍‌ଏସ୍‌ ସ୍ପୋର୍ଟିଂକୁ ହରାଇ ନକଟାସର ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଢୁଲୁସର ଖେଳପଡିଆଠାରେ ଦ୍ୱିତୀୟ ବାର୍ଷିକ ବିନୋଦ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ୍‌ ଅନୁଷ୍ଠିତ ହୋଇଯାଇଛି । ଜିୱାଇଡିସି ନକଟାସର ୩ - ୦ ଗୋଲରେ ଏନ୍‌ଏସ୍‌ ସ୍ପୋର୍ଟିଂ
Read More...

ଜିଲ୍ଲା ସମୀକ୍ଷା ଅଧିକାରୀ, ସ୍ଥାନୀୟ ପାଣ୍ଠି ସମୀକ୍ଷା ବଲାଙ୍ଗିର କାର୍ଯ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସମୀକ୍ଷ ଅଧିକାରୀ, ସ୍ଥାନୀୟ ପାଣ୍ଠି ସମୀକ୍ଷା ବଲାଙ୍ଗିର କାର୍ଯ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ସମୀକ୍ଷା ଅଧିକାରୀ କ୍ଷମାନିଧି ପ୍ରଧାନ ପତାକା ଉତ୍ତୋଳନ କରିଥିଲେ । ସମସ୍ତ ସମୀକ୍ଷା ଅଧିକ୍ଷକ, ସମୀକ୍ଷକ
Read More...

ବଲାଙ୍ଗିର ପବ୍ଲିକ୍ ସ୍କୁଲରେ ୭୬ତମ ଗଣତନ୍ତ୍ର ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ପରିସରରେ ୭୬ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକାକୁ ଉତ୍ତୋଳନ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ସତିଶ୍
Read More...