Browsing Tag

balangir news

ବଲାଙ୍ଗିରରେ ଏକ ଆୟୁର୍ବେଦ ବିଶ୍ୱ ବିଦ୍ୟାଳୟ ସ୍ଥାପନ ପାଇଁ ଦାବୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆମ ରାଜ୍ୟରେ ବିଭିନ୍ନ ବିଭାଗରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ଶିକ୍ଷାର ବିକାଶ ଓ ଗୁଣାତ୍ମକ ମାନବୃଦ୍ଧି ପାଇଁ ପୃଥକ ବିଶ୍ୱ ବିଦ୍ୟାଳୟମାନ ରହିଛି । ମାତ୍ର ଆୟୁର୍ବେଦ ବିଭାଗରେ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ପୃଥକ ବିଶ୍ୱ ବିଦ୍ୟାଳୟ
Read More...

ସଡକ ସୁରକ୍ଷା ମାସ ପାଳନ ଉପଲକ୍ଷେ ରକ୍ତଦାନ ଶିବିର : ୩୦ ୟୁନିଟ ରକ୍ତ ସଂଗ୍ରହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଡକ ସୁରକ୍ଷା ମାସ ପାଳନ ଉପଲକ୍ଷେ ସ୍ଥାନୀୟ ନୂତନ ବସ ଟର୍ମିନାଲ ଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ରକ୍ତଦାନ ଶିବିରକୁ ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି ଭାବରେ ଏବଂ ସମ୍ମାନିତ ଅତିଥି ଭାବେ ଆର୍‌ଟିଓ ମାନସ
Read More...

ସି.ଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍‌ ୨୦୨୫ ଉଦ୍‌ଯାପିତ

ଟିଟିଲାଗଡ ଚମ୍ପିୟାନ ଓ ଜରାସିଂହା ଉପ ବିଜେତା ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସିଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ବାଳକ ବିଭାଗ ୧୫ ବର୍ଷରୁ କମ୍‌ ଚମ୍ପିୟାନସିପ୍‌ ୨୦୨୫ ଉଦ୍‌ଯାପିତ ହୋଇଯାଇଛି । ‘ପ୍ରତିଭା ଅନେକ ଲକ୍ଷ୍ୟ ଏକ’ ଓଡିଶାର
Read More...

ବଲାଙ୍ଗିର ଲୋକ ସଂସ୍କୃତି ଥି ଘୁଡ୍‌କାର ଠାନ୍ ଆଲୋଚନା ଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ସଂପାନ କମିଟି ସହ ଅଧ୍ୟକ୍ଷ ଅଚ୍ୟୁତ ପୁରୋହିତଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମାଁ ପାଟଣେଶ୍ୱରୀ ଓ ମାଁ ସମଲେଶ୍ୱରୀଙ୍କ ପୂଜାର୍ଚ୍ଚନା କରି ଆଲୋଚକ ଡଃ. ପରମେଶ୍ୱର ମୁଣ୍ଡ, ଡଃ. ଲକ୍ଷ୍ମଣ ମେହେର, ଡଃ. ଘାସିରାମ ମିଶ୍ର, ଜଗଦାନନ୍ଦ
Read More...

ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ଛାତ୍ରୀମାନଙ୍କ ନିମନ୍ତେ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅରବିନ୍ଦ କୁମାର ଓଝା, ଡ଼ଃ ସଦାଶିବ ମଲ୍ଲିକ, ଅଜିତ
Read More...

ସି.ଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍‌ ୨୦୨୫ର ଷଷ୍ଠ ଦିବସ

ଟିଟିଲାଗଡ ଏଫ୍‌ସି ଏବଂ ଜରାସିଂହା ଏଫ୍‌ସି ଫାଇନାଲରେ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସିଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ବାଳକ ବିଭାଗ ୧୫ ବର୍ଷରୁ କମ୍‌ ଚମ୍ପିୟାନସିପ୍‌ ୨୦୨୫ ଷଷ୍ଠ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି । ‘ପ୍ରତିଭା ଅନେକ ଲକ୍ଷ୍ୟ
Read More...

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ନବମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁଙ୍କ ଅଧ୍ୟକ୍ଷତାରେ ନବମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂ ଦେଓ, ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂ
Read More...

ବଲାଙ୍ଗିର ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ଆରମ୍ଭ ହେବା ପୂର୍ବରୁ ହଟ୍ଟଗୋଳ ହୋଇଥିବା ଦେଖିବାକୁ ମିଳିଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଗତକାଲି ଠୁ ଆରମ୍ଭ ହୋଇଥିବା ଲୋକ ଉତ୍ସବରେ କାହିଁକି ମଞ୍ଚ
Read More...

ପ୍ରଥମ ଲଳିତ ନାୟକ ମେମୋରିଆଲ୍ ସର୍ବଭାରତୀୟ ଫ୍ଲଡ୍‌ଲାଇଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଆରଏସ୍ ଫାଇଟରକୁ ହରାଇ ସାନଭି ସେନ ଏକାଦଶ ଚାମ୍ପିୟନ ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ପଡିଆରେ ଚାଲିଥିବା ପ୍ରଥମ ଲଳିତ ନାୟକ ମେମୋରିଆଲ୍ ସର୍ବଭାରତୀୟ ଫ୍ଲଡ୍ ଲାଇଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇ ସାନଭି ସେନ ଏକାଦଶ ବିଜୟର ମୁକୁଟ ପନ୍ଧିଛି
Read More...

ଆଇନ ସେବା ପ୍ରାଧିକରଣ କେନ୍ଦ୍ର ଉଦ୍‌ଘାଟିତ

କୁନି କଳାକାରଙ୍କ ହାତ ତିଆରି ଲୋକଉତ୍ସବର ପଟ୍ଟଚିତ୍ର ଗ୍ରହଣ କଲେ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଲୋକ ଉତ୍ସବ ଚାରି ଦିନ ବ୍ୟାପି ୨୦୨୫ର ସ୍ଥାନୀୟ କୋସଲ କଳାମଣ୍ଡପରେ ଅନୁଷ୍ଠିତ ହୋଇଥିବା ବେଳେ ଏହି ଅବସରରେ ଆଇନ ସେବା ପ୍ରାଧିକରଣ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ
Read More...