Browsing Tag

balangir news

ବଲାଙ୍ଗିର ଲୋକ ଉତ୍ସବରେ ବହୁଭାଷୀ କବିତା ପାଠୋତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଲୋକ ଉତ୍ସବ ଅବସରରେ ବହୁଭାଷୀ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ କୋଶଳ କଳାମଣ୍ଡଳ ପୁରୁଣା ମଂଚରେ ସର୍ବ ପ୍ରଥମେ ମାଁ ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କୁ ପୂଜାର୍ଚ୍ଚନା କରି କାର୍ଯ୍ୟକ୍ରମଟି ଉଦ୍‌ଘାଟିତ ହୋଇଥିଲା । ଉଦ୍‌ଘାଟନ
Read More...

ସି.ଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍‌ ୨୦୨୫ର ପଂଚମ ଦିବସ

ଟିଟିଲାଗଡ ଏଫ୍‌ସି ଫାଇନାଲରେ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସିଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ବାଳକ ବିଭାଗ ୧୫ ବର୍ଷରୁ କମ୍‌ ଚମ୍ପିୟାନସିପ୍‌ ୨୦୨୫ ପଂଚମ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି । ‘ପ୍ରତିଭା ଅନେକ ଲକ୍ଷ୍ୟ ଏକ’ ଓଡିଶାର
Read More...

ଡିଆଇଇଟିରେ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବାର୍ଷିକ କ୍ରୀଡ଼ା ଉତ୍ସବ ସ୍ଥାନୀୟ ପୃଥିବୀ ରାଜ ଉଚ୍ଚ ବିଦ୍ୟାଳୟର ଖେଳ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର ଭାରପ୍ରାପ୍ତ ଅଧ୍ୟକ୍ଷ ଜ୍ଞାନେନ୍ଦ୍ର ମଲ୍ଲିକ ଆନୁଷ୍ଠାନିକ ଭାବରେ ଉଦ୍‌ଘାଟନ
Read More...

୫ ବାଇକ ଚୋର ଗିରଫ : ୧୨ ବାଇକ୍ ଉଦ୍ଧାର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବାଇକ ଚୋରି ଘଟଣାରେ ବଲାଙ୍ଗିର ଟାଉନ୍ ପୁଲିସ୍ ୫ ଜଣ ବାଇକ୍ ଚୋର୍‌ଙ୍କୁ ଗିରଫ୍ କରିବା ସହ ସେମାନଙ୍କଠାରୁ ୧୨ଟି ବାଇକ୍ ଜବତ କରିଛି । ସେ ମଧ୍ୟରୁ ୨ ଜଣ ବଲାଙ୍ଗିର, ୨ଜଣ ବୌଦ୍ଧ ଓ ଜଣେ ସୋନପୁରର ହୋଇଥିବା ବେଳେ ଏନେଇ ଅଧିକ ତଦନ୍ତ ଚଳାଇଥିବା ଏସ୍‌ଡିପିଓ
Read More...

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ପ୍ରତିମା ମିଶ୍ରଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବସନ୍ତ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ପ୍ରତିମା ମିଶ୍ରଙ୍କ ୬୫ ବର୍ଷ ବୟସରେ ନିଜ ପେଲେସ ଲାଇନ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା ଥିଲେ । ତାଙ୍କ ଶେଷ ସମୟରେ ତିନିପୁତ୍ର ଲିପୁନ, ସିପୁନ ଓ ମିଥୁନ,
Read More...

ସ୍ୱର୍ଗତ ଲଲିତ ନାୟକଙ୍କ ତିରୋଧାନ ଦିବସରେ ରକ୍ତଦାନ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ସମାଜସେବୀ କୋଟି ହୃଦୟର ଗୋଟିଏ ନାୟକ ସ୍ୱର୍ଗତ ଲଲିତ ନାୟକଙ୍କ ତିରୋଧାନ ଦିବସ ଅବସରରେ ବଲାଙ୍ଗିର ଲଲିତ ନାୟକ ଫାଉଣ୍ଡେସନ ତରଫରୁ ସ୍ଥାନୀୟ କେବିକେ ଆଇଟିଆଇ ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ବଲାଙ୍ଗିର ଭୀମଭୋଇ
Read More...

ଓଡ଼ିଶା ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ପରିଷଦ ବଲାଙ୍ଗିର ଶାଖାର ଜିଲ୍ଲାସ୍ତରୀୟ ସାଧାରଣ ସଭା…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ପରିଷଦ ବଲାଙ୍ଗିର ଶାଖାର ଜିଲ୍ଲାସ୍ତରୀୟ ସାଧାରଣ ସଭା ଅନୁଷ୍ଠିତ ସଦେଇପାଲି ପାଖରେ ଏହି ପରିଷଦର ସଭା ଅନୁଷ୍ଠିତ ହୋଇଯାଇଛି । ସଭାପତି ମୀନକେତନ ମାଝୀ ଏଥିରେ ସଭାପତିତ୍ୱ କରି ସଭାର ଉଦ୍ଦେଶ୍ୟ ଓ
Read More...

ସି.ଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍‌ ୨୦୨୫ର ଚତୁର୍ଥ ଦିବସ

ପାଟଣାଗଡ ଏଫ୍‌ସି ଓ ଜରାସିଂହା ଏଫ୍‌ସି ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସିଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ବାଳକ ବିଭାଗ ୧୫ ବର୍ଷରୁ କମ୍‌ ଚମ୍ପିୟାନସିପ୍‌ ୨୦୨୫ ଚତୁର୍ଥ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି । ‘ପ୍ରତିଭା ଅନେକ ଲକ୍ଷ୍ୟ ଏକ’
Read More...

ସି.ଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍‌ ୨୦୨୫ ତୃତୀୟର ଦିବସ

ଟିଟିଲାଗଡ ଏଫ୍‌ସି ବିଜୟୀ ଓ ସଦାଇପାଲି ଏବଂ ଖପ୍ରାଖୋଲ ମ୍ୟାଚ୍‌ ଡ୍ର ବଲାଙ୍ଗିର, (ଦେବାଶିଷ ମିଶ୍ର): ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସିଏମ୍‌ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ବାଳକ ବିଭାଗ ୧୫ ବର୍ଷରୁ କମ୍‌ ଚମ୍ପିୟାନସିପ୍‌ ୨୦୨୫ ତୃତୀୟ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି । ‘ପ୍ରତିଭା
Read More...

ହିଆଲ କ୍ଲଷ୍ଟରର ପ୍ରାଥମିକ ବିଦ୍ୟାଳୟ ନାଏକପଡାଠାରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ହିଆଲ କ୍ଲଷ୍ଟରର ପ୍ରାଥମିକ ବିଦ୍ୟାଳୟ ନାଏକପଡାଠାରେ ଅଷ୍ଟମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ହିଆଳ ଆଂଚଳିକ ସାଧନ କେନ୍ଦ୍ର ସଂଯୋଜକ ଅମରେନ୍ଦ୍ର କୁମାର ବାଗ,
Read More...