ସି.ଏମ୍ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ୨୦୨୫ହ ଦ୍ୱିତୀୟ ଦିବସ
ସାଉନ୍ତପୁର ଏଫ୍ସି ଓ ଜରାସିଂହା ଏଫ୍ସି ବିଜୟୀ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସିଏମ୍ ଟ୍ରଫି ଜିଲ୍ଲା ସ୍ତରୀୟ ଫୁଟବଲ ବାଳକ ବିଭାଗ ୧୫ ବର୍ଷରୁ କମ୍ ଚମ୍ପିୟାନସିପ୍ ୨୦୨୫ ଦ୍ୱିତୀୟ ଦିବସର ଖେଳ ଅନୁଷ୍ଠିତ ହୋଇଯାଇଛି । ‘ପ୍ରତିଭା ଅନେକ ଲକ୍ଷ୍ୟ!-->!-->!-->…
Read More...
Read More...