କୋଶଲୀ ବାଲ୍ମୀକି ଇନ୍ଦ୍ରମଣି ସାହୁଙ୍କୁ ମରଣୋତ୍ତର ପଦ୍ମଶ୍ରୀ ପାଇଁ ଉଠିଲା ଦାବି
ବଲାଙ୍ଗିର, (କେପିଏନ୍ଏସ୍) : ସ୍ଥାନୀୟ ଯାଦବ ଭବନ ଠାରେ ତହଁକ୍ କୁଟୁମ୍ ପକ୍ଷରୁ କୋଶଲୀ ବାଲ୍ମୀକି ଇନ୍ଦ୍ରମଣି ସାହୁଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ବଲାଙ୍ଗିର ଲେଖକ ପରିଷଦର ସମ୍ପାଦକ କପିଳେଶ୍ୱର ଖମାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ 'କୋଶଳ ପ୍ରବାହ'ର ସଂପାଦକ!-->…
Read More...
Read More...