Browsing Tag

balangir news

ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

"ରାଷ୍ଟ୍ର ତଥା ସମାଜର ବିକାଶ ପାଇଁ ସାକ୍ଷରତା ଅପରିହାର୍ଯ୍ୟ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର କନଫରେନ୍ସ ହଲ ଠାରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ଜ଼ିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ…
Read More...

ଚତୁରଙ୍ଗ ନବପ୍ରକାଶର ଚତୁର୍ଥ ବର୍ଷ ଦ୍ୱିତୀୟ ସଂଖ୍ୟା ଉନ୍ମୋଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏକଦା ଓଡିଶାର ସାହିତ୍ୟ ଜଗତରେ ନିଜକୁ ପ୍ରତିଷ୍ଠିତ କରିପାରିଥିବା ବଲାଙ୍ଗିର କୋଶଳ କଳାମଣ୍ଡଳର ମୁଖପତ୍ର ଚତୁରଙ୍ଗ ପୁଣି ଥରେ ନିଜର ଆସନ ଓଡିଶାର ସାହିତ୍ୟ ଜଗତରେ ସୁଦୃଢ କରିପାରିଛି । ଚତୁରଙ୍ଗ ନବପ୍ରକାଶର ଚତୁର୍ଥ ବର୍ଷ ଦ୍ୱିତୀୟ ସଂଖ୍ୟାର ଶୁଭ ଉନ୍ମୋଚନ…
Read More...

ଏସ୍‌ଆଇଆର୍‌ ବିରୁଦ୍ଧରେ ଏସ୍‌ୟୁସିଆଇ ପକ୍ଷରୁ ପ୍ରତିବାଦ ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ପେସିଆଲ ଇଣ୍ଟେନସିଭ ରିଭିଜନ (ଏସ୍‌ଆଇଆର୍‌) ଭୋଟର ଲିଷ୍ଟର ସଘନ ଯାଞ୍ଚ ବିରୁଦ୍ଧରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ବଲାଙ୍ଗିର ଶାଖା ପକ୍ଷରୁ ଆଜି ସ୍ଥାନୀୟ ଭଗରଥୀ ଛକ ଠାରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । ଭୋଟର ତାଲିକାରେ ସଘନ ଯାଞ୍ଚ ଆଳରେ ଲୋକଙ୍କ…
Read More...

ବିଶ୍ୱ ଫିଜିଓଥେରାପି ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ କମ୍ପୋଜିଟ ରିଜିନାଲ ସେଣ୍ଟର (ସିଆର୍‌ସି ) ପକ୍ଷରୁ ବିଶ୍ୱ ଭୌତିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ସିଆର୍‌ସି ନିର୍ଦ୍ଦେଶକ ଗୁରୁବସ୍କ ଜଗୋଟାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଭାକର ମିଶ୍ର ଯୋଗଦେଇ…
Read More...

କୁଲୁତା ସମାଜ ବଲାଙ୍ଗିରର ନୂଆଁଖାଇ ଭେଟଘାଟ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କୁଲୁତା ସମାଜ ବଲାଙ୍ଗିରର ନୂଆଁଖାଇ ଭେଟଘାଟ-୨୦୨୫ କାମାକ୍ଷୀନଗର ବଲାଙ୍ଗିର ଠାରେ ଥିବା ରାମଚଣ୍ଡୀ ସେବା ସଦନ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ପ୍ରଥମେ ସମାଜର ଉପଦେଷ୍ଟା ସୁରଥ ପଧାନଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯାଇ ନିକଟ ଅତୀତରେ…
Read More...

ବ୍ୟାଡମିଣ୍ଟନରେ ପୁଣି ଚମକିଲେ ବଲାଙ୍ଗିର ଖେଳାଳି

୯ ବର୍ଷ ବର୍ଗରେ ରାଜ୍ୟ ଚମ୍ପିୟାନ ହେଲେ ଅର୍ଣ୍ଣବ ସାହୁଇଷ୍ଟ ଜୋନ ଚମ୍ପିୟାନ ହେଲେ ଜୟଶ ଅଗ୍ରୱାଲ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ରାଜ୍ୟ ବ୍ୟାଡମିଣ୍ଟନ ସଂଘ ଦ୍ୱାରା ଆୟୋଜିତ ମିନି ସବ୍‌ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତାରେ ବଲାଙ୍ଗିରର ଖେଳାଳି ଅର୍ଣ୍ଣବ ସାହୁ ନିଜ ବୟସ…
Read More...

ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ସାଧାରଣ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ବଲାଙ୍ଗିର ଶାଖାର ସାଧାରଣ ବୈଠକ ଗୋବିନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସଭାର ପ୍ରାରମ୍ଭରେ ସଂଘର ବରିଷ୍ଠ ସଭ୍ୟ ସ୍ୱର୍ଗତ ନରେନ୍ଦ୍ର କବାଟଙ୍କ ଦେହାନ୍ତ ହେତୁ…
Read More...

ବ୍ଲକସ୍ତରୀୟ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଅନ୍ତର୍ଗତ ବନ୍ଧପଡ଼ା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସଚେତନତା ପଦଯାତ୍ରା ଆୟୋଜନ ହୋଇ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ପୁଇଁନ୍ତଲା ବିଇଓ…
Read More...

ସେଞ୍ଚୁରିଅନ ବିଦ୍ୟାଳୟ (ଜେଆଇଟିଏମ୍‌) ପରିସରରେ ତିନିଦିନିଆ ବାର୍ଷିକ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସେଞ୍ଚୁରିଅନ ବିଦ୍ୟାଳୟ ପରିସରରେ ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ, ତ୍ରିଲୋଚନ ନେତ୍ରାଳୟ ଓ ଲାୟନ୍ସ କ୍ଲବର ମିଳିତ ଆନୁକୂଲ୍ୟରେ ଏକ ତିନି ଦିନିଆ ବାର୍ଷିକ ଚକ୍ଷୁ୍ ପରୀକ୍ଷା ଶିବିର ଆୟୋଜିତ ହୋଇଯାଇଛି । ଶିବିରରେ ବିଶିଷ୍ଟ ଚକ୍ଷୁରୋଗ ବିଶେଷଜ୍ଞ ସୌରଭ…
Read More...

୮୪ ଘର ଅଘରିଆ ସମାଜ ବଲାଙ୍ଗିର ଜିଲ୍ଲା ଟ୍ରଷ୍ଟର ପ୍ରତିଭା ଅନ୍ୱେଷଣ ପ୍ରତିଯୋଗିତା ସମ୍ପନ୍ନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ୮୪ ଘର ଅଘରିଆ ସମାଜ ଟ୍ରଷ୍ଟ ଦ୍ୱାରା ତୃତୀୟ ଶ୍ରେଣୀରୁ ଦଶମ ଶ୍ରେଣୀ ଯାଏ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା, ରଚନା, ବୁଦ୍ଧିଜ୍ଞାନ ଓ ସଂଗୀତ ପ୍ରତିଯୋଗିତା କନ୍ଧପାଲି ସ୍ଥିତ ଅଘରିଆ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରତିଭା…
Read More...