Browsing Tag

balangir news

ଦୟାନନ୍ଦ ପ୍ଲେ ସ୍କୁଲର ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ପେଲେସ୍‌ଲାଇନ୍‌ ସ୍ଥିତ ଦୟାନନ୍ଦ ପ୍ଲେ ସ୍କୁଲର ବାର୍ଷିକ କ୍ରୀଡ଼ା ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବାର୍ଷିକ କ୍ରୀଡ଼ାରେ ଓଡ଼ିଶାର ଜଣାଶୁଣା କ୍ରିକେଟର ତଥା ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ କୃଷ୍ଣଚନ୍ଦ୍ର ଦାନୀ ମୁଖ୍ୟ ଅତିଥି
Read More...

ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜରେ ଧୁମଧାମରେ ପାଳିତ ହେଲା ସୁଶାସନ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଭୀମ ଭୋଇ ମେଡିକାଲ କଲେଜ ସ୍ଥିତ ଅଡିଟରିୟମ ଠାରେ ସୁଶାସନ ଦିବସ ପାଳିତ ହୋଇଯାଇଛି । ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ଦିବସକୁ ବଲାଙ୍ଗିର ଜିଲ୍ଲା
Read More...

ରାଧାଶ୍ୟାମ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଲେଇସର୍ଡା ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ୩୬ତମ ଫୁଟବଲ ଟୁର୍ଣ୍ଣାମେଣ୍ଟ ତା.୨୩.୧୨.୨୦୨୪ ସୋମବାର ଦିନ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ମ୍ୟାଚରେ ସୋନପୁର ଦଳ ବିଲେଇସର୍ଡା ବିପକ୍ଷରେ ୨-୧ରେ ବିଜୟୀ ହୋଇ ସେମିଫାଇନାଲ ଖେଳିବାର ଯୋଗ୍ୟତା ଅର୍ଜନ କରିଛି
Read More...

ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀଙ୍କ ‘ସଂକଳ୍ପ’ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍‌ଯାପିତ

ପୁଇଁତଳା, (କେପିଏନ୍‌ଏସ୍‌) : ପୁଇଁତଳା ବ୍ଲକ ଅନ୍ତର୍ଗତ ଭାଲେର ହାଇସ୍କୁଲ ଠାରେ ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀଙ୍କ ଶିକ୍ଷଣ ଦକ୍ଷତା, କୌଶଳ ସମ୍ବନ୍ଧୀୟ ଜ୍ଞାନର ଅଭିବୃଦ୍ଧି ନିମନ୍ତେ ପଞ୍ଚଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ 'ସଂକଳ୍ପ' ଉଦ୍‌ଯାପିତ ହୋଇଯାଇଛି । ଭାଲେର
Read More...

ସାଲେଭଟା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ସାଲେଭଟାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ ଗତକାଲି ଉଦ୍‌ଘାଟିତ ହୋଇଯାଇଛି । ସୋମବାର ସକାଳେ କମିଟିର ସଭ୍ୟସଭ୍ୟାମାନେ ସ୍ଥାନୀୟ ଚଣ୍ଡିମନ୍ଦିରରୁ ଜ୍ୟୋତି ଓ ଆଜ୍ଞାମାଳ ଆଣି ମଞ୍ଚରେ ସ୍ଥାପନ
Read More...

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ପଖ୍ୟରୁ ବଲାଙ୍ଗିରରେ ଜାତୀୟ ଖାଉଟି ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପତିତପାବନ ଏକାଡେମୀ ସଭାଗୃହରେ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ଶାଖା ପକ୍ଷରୁ ଉପ ନିୟନ୍ତ୍ରକ ବୈଧ ମାପ ବିଜ୍ଞାନ ବଲାଙ୍ଗିର ପ୍ରାୟୋଜକରେ ଆଜି ଜାତୀୟ ଖାଉଟି ଦିବସ ପାଳିତ ହୋଇଯାଇଛି । ଗ୍ରାହକ ପଞ୍ଚାୟତ ଜିଲ୍ଲା ସଭାପତି ଗୋପବନ୍ଧୁ ଶତପଥୀଙ୍କ
Read More...

ବଲାଙ୍ଗିର ସରସ୍ୱତୀ ଶିଶୁ ମନ୍ଦିର କଦମପଡାର ବାର୍ଷିକ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ସରସ୍ୱତୀ ଶିଶୁ ମନ୍ଦିର, କଦମପଡାର ବାର୍ଷିକ ଉତ୍ସବ ପାଳନ କରାଯାଇଛି । ଏହି ଉତ୍ସବ ସଭାପତି ଡକ୍ତର ଭବାନୀ ଶଙ୍କର ପଟେଲ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ, ମୁଖ୍ୟବକ୍ତା ଭାବରେ
Read More...

ଜିଲ୍ଲାସ୍ତରୀୟ ସୁନ୍ଦର ସ୍ୱାସ୍ଥ୍ୟ ଓ ବେଂଚ ପ୍ରେସ ପ୍ରତିଯୋଗିତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଆମେଚର ବଡିବିଲ୍‌ଡର୍‌ ଆସୋସିଏସନ୍‌ ଏବଂ ବଲାଙ୍ଗିର ଜିଲ୍ଲା ଜିମନାଷ୍ଟିକ୍‌ ଆସୋସିଏସନ୍‌ର ମିଳିତ ଉଦ୍ୟମରେ ଜିଲ୍ଲା ସ୍ତରୀୟ ସୁନ୍ଦର ସ୍ୱାସ୍ଥ୍ୟ ଓ ବେଂଚ ପ୍ରେସ ପ୍ରତିଯୋଗିତା ସ୍ଥାନୀୟ ଗାନ୍ଧୀ ପାଠାଗାରରେ ଅନୁଷ୍ଠିତ ହୋଇଯାଇଛି । ଓଡିଶା ବଡି
Read More...

ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବର୍ଣ୍ଣାଳୀର ସପ୍ତମ ବାର୍ଷିକୋତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବର୍ଣ୍ଣାଳୀର ସପ୍ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସଭାପତି ବାସୁଦେବ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗଦାନ କରି ଥିବା
Read More...

ସ୍ୱେଚ୍ଛାସେବୀ ସଂଗଠନ “ମୁକ୍ତି”ର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ ଠାରେ ସାମାଜିକ ସଂଗଠନ "ମୁକ୍ତି"ର ଶୁଭାରମ୍ଭ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିରର ବରିଷ୍ଠ ଆଇନଜୀବି ତଥା ବିଶିଷ୍ଟ ଆଇନଜ୍ଞ ଅମରେନ୍ଦ୍ର ମିଶ୍ର ଯୋଗଦେଇଥିଲେ । ସର୍ବ ପ୍ରଥମେ ସମ୍ବିଧାନ
Read More...