Browsing Tag

balangir news

ସସ୍ମିତାରାଣୀ ମିଶ୍ର ପାଇଲେ ଶ୍ରେଷ୍ଠ ରାଜ୍ୟ ଶିକ୍ଷକ ପୁରସ୍କାର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପତିତପାବନ ଏକାଡେମୀ ବଲାଙ୍ଗିରରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ସସ୍ମିତାରାଣୀ ମିଶ୍ର ଚଳିତ ଥର ରାଜ୍ୟର ଶ୍ରେଷ୍ଠ ଶାରିରୀକ ଶିକ୍ଷା ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହୋଇଛନ୍ତ । ଓଡିଶା ସରକାରଙ୍କ ତରଫରୁ ରାଜ୍ୟସ୍ତରୀୟ ଗୁରୁଦିବସ…
Read More...

ଫଟକା ବ୍ୟବସାୟୀ ସଂଘର ନୂତନ କର୍ମକର୍ତ୍ତା ଚୟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଫଟକା ବ୍ୟବସାୟୀ ସଂଘର ଏକ ଜରୁରୀ କାଳୀନ ବୈଠକ ବରପାଲିପଡ଼ା ମାନସୀ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଚଳିତ ବର୍ଷ ଫଟକା କେମିତି ସୁରୁଖୁରୁରେ ବିକ୍ରି ହେବ ତାହା ଉପରେ ଆଲୋଚନା କରାଯାଇଥିଲା । ଜିଲ୍ଲାପ୍ରଶାସନ ଦ୍ୱାରା ଫଟକା…
Read More...

ବଲାଙ୍ଗିର ପୂର୍ବତନ ସୈନିକ ସଂଘ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଓ ସାଂଗଠାନିକ ନିର୍ବାଚନ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଲାଲଟିକ୍ରା ସ୍ଥିତ ସଂଘ କାର୍ୟ୍ୟାଳୟ ପରିସରରେ ବଲାଙ୍ଗିର ପୂର୍ବତନ ସୈନିକ ସଂଘ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଓ ସାଂଗଠାନିକ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିବା ବେଳେ ଆଗାମୀ ଦିନରେ…
Read More...

ତୃତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ଶିକ୍ଷା ବର୍ଷର ତୃତୀୟ କ୍ଲଷ୍ଟର ସ୍ତରୀୟ ବୈଠକ ଚୋରମରା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କୈଳାସ ଚନ୍ଦ୍ର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବଡ଼ବନ୍ଧ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଜଗଦୀଶ…
Read More...

କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : କ୍ଲଷ୍ଟର ସ୍ତରୀୟ ତୃତୀୟ ମାସିକ ବୈଠକ କପସିଲା ସରକାରୀ ପ୍ରାଥମିକ ବିଦ୍ୟାଳୟ ତାଣ୍ଡିଗାଁ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କପସିଲା ସିଆର୍‌ସିସି ଶ୍ରୀଯୁକ୍ତ ସୁଧାଂଶୁ ପୁଟା ତାଲିମ କାର୍ଯ୍ୟକ୍ରମ ପରିଚାଳନା ଓ ସ୍କୁଲର ପ୍ରଧାନ ଶିକ୍ଷକ ଦାଶରଥି…
Read More...

ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ୍‌ ପକ୍ଷରୁ ଗୁରୁ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଠାରେ ୧୯୭୭ ସାମାଜିକ ଓ ସାଂସ୍କୃତିକ ସଂଘ ପକ୍ଷରୁ ଗୁରୁ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସଂଘ ତରଫରୁ ରଚନା ଲିଖନ ଓ ତର୍କ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରମାନଙ୍କୁ ପ୍ରମାଣପତ୍ର ସହ ଟ୍ରଫି…
Read More...

ଚଳିତ ବର୍ଷର ମର୍ଯ୍ୟାଦା ଜନକ ଶିକ୍ଷକ ରତ୍ନ ଉପାଧି ପାଇଲେ ବିଶିଷ୍ଟ ଶିକ୍ଷାବିତ୍ ତ୍ରିବିକ୍ରମ ମହାକୁଡ଼

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ଭାରତୀ ନୀଡ଼ ଆଦର୍ଶପଡା ବଲାଙ୍ଗିର ରାଜ୍ୟ ସ୍ତରୀୟ ଚତୁର୍ଥ ବାର୍ଷିକ ଉତ୍ସବ, ଗୁରୁ ପୂଜନ, ପ୍ରତିଭା ସମ୍ମାନ ଓ ନୂଆଖାଇ ଭେଟ୍‌ଘାଟ୍‌-୨୦୨୫ ପବିତ୍ର ଗୁରୁ ଦିବସରେ ପଞ୍ଚାୟତ ସମିତି ମହାବିଦ୍ୟାଳୟ ବେଲପଡ଼ା…
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଅଭିନବୀକରଣ ଏବଂ ଷ୍ଟାର୍ଟଅଫ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଅଭିନବୀକରଣ ଏବଂ ଷ୍ଟାର୍ଟଅଫ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦର ସଭାପତିତ୍ୱ କରିବା ସହିତ…
Read More...

ପବିତ୍ର ଗୁରୁ ଦିବସରେ ସ୍କୁଲ ପରିସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଭୁତିଆରବାହାଲ ପ୍ରାଥମିକ ବିଦ୍ୟାଳୟ ଚଳିତ ବର୍ଷ ୧୨୫ତମ ପ୍ରତିଷ୍ଠା ଦିବସ ପାଳନ କରୁଛି । ଏହି ଅବସରରେ ହେବାକୁ ଥିବା ୨୫ଟି କାର୍ଯ୍ୟକ୍ରମ ମଧ୍ୟରୁ ଶୁକ୍ରବାର ପବିତ୍ର ଗୁରୁ ଦିବସରେ ଚାରୋଟି କାର୍ଯ୍ୟକ୍ରମ ପୂର୍ବତନ ଶିକ୍ଷକ…
Read More...

ବଲାଙ୍ଗିରରେ ମେରୁଦଣ୍ଡ ଆଘାତ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର କମ୍ପୋଜିଟ୍ ରିଜିଓନାଲ୍ ସେଣ୍ଟର (ସିଆର୍‌ସି)ର ବୃତ୍ତିଗତ ଚିକିତ୍ସା ବିଭାଗ ଦ୍ୱାରା ଉତ୍ସାହ ଏବଂ ଉଦ୍ଦେଶ୍ୟ ସହିତ ମେରୁଦଣ୍ଡ ଆଘାତ ଦିବସ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଅକ୍ୟୁପେସନାଲ୍ ଥେରାପି ବିଭାଗର ଲେକ୍ଚରାର୍ ଶିବାଦିୟୁତି…
Read More...