Browsing Tag

balangir news

ବଲାଙ୍ଗିର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କର ୬୨ତମ ସାଧାରଣ ବାର୍ଷିକ ସଭା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା କେନ୍ଦ୍ର ସମବାୟ ସମିତି ବ୍ୟାଙ୍କର ୬୨ତମ ସାଧାରଣ ବାର୍ଷିକ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କେନ୍ଦ୍ର ସମବାୟ ସମିତି ବ୍ୟାଙ୍କର ସଭାପତି ସ୍ମାରକ ରଞ୍ଜନ ମିଶ୍ର ସଭାପତିତ୍ୱ କରିଥିଲେ । ତାଙ୍କ
Read More...

ସିନିୟର ଇନଟ୍ରା କ୍ଲବ କ୍ରିକେଟ ମ୍ୟାଚ୍‌ ଉଦ୍‌ଯାପିତ

ଏନ୍‌ସିଏ ବଲାଙ୍ଗିର ବିଜେତା ଓ ଏମ୍‌ପିସିସି ପାଟଣାଗଡ ଉପବିଜେତା ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସିନିୟର ଇନଟ୍ରା କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ସମୁଦାୟ ୧୦ଟି ଦଳ ଅଂଶ ଗ୍ରହଣ କରିଥିଲେ । ଦୁଇଟି
Read More...

ପିପି ଏକାଡେମି ପୁରାତନ ଛାତ୍ରଙ୍କ ପକ୍ଷରୁ ରକ୍ତଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପିପି ଏକାଡେମୀ ସ୍କୁଲର ହୀରକ ଜୟନ୍ତୀ ପାଇଁ ପୁରାତନ ଛାତ୍ରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରହିଛି । ଏହି ଅବସରରେ ଏକ ରକ୍ତଦାନ ଶିବିର ସ୍କୁଲର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ହୀରକ ଜୟନ୍ତୀକୁ ମହାସମାରୋହରେ ପାଳନ କରିବା ପାଇଁ
Read More...

ମାହେଶ୍ୱରୀ ସେନା ବଲାଙ୍ଗିରର ବାର୍ଷିକ ବନ୍ଧୁ ମିଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଛତାମଖନା ସ୍ଥିତ କିରାବାହାଲ ନୂତନ ନିର୍ମିତ ଚେକ୍‌ଡ୍ୟାମ ଠାରେ ମାଁ ମାହେଶ୍ୱରୀ ସେନା, ବଲାଙ୍ଗିରର ବାର୍ଷିକ ବନ୍ଧୁ ମିଳନ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବନ୍ଧୁ ମିଳନ ବୈଠକରେ ମାଁ ମାହେଶ୍ୱରୀ ସେନାର ସେବା କାର୍ଯ୍ୟକ୍ରମ
Read More...

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ବାର୍ଷିକ ବୈଠକ ତଥା ସ୍ମୃତି ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସହ ସମ୍ପାଦିକା ଅନୁପମା ପ୍ରହରାଜଙ୍କ ଆବାହନ କ୍ରମେ ଜିଲ୍ଲା ସଭାନେତ୍ରୀ ଶାନ୍ତିଲତା ସାହୁଙ୍କର ଅଧ୍ୟକ୍ଷତାରେ ଜିଲ୍ଲାର ସମସ୍ତ ବ୍ଲକର ଶିକ୍ଷକ ପ୍ରତିନିଧିମାନଙ୍କର ଉପସ୍ଥିତିରେ ତଥା ମଧୁସୁଦନ ନାୟକଙ୍କ ମଂଚ
Read More...

ପିପି ଏକାଡେମୀ ସଭାକକ୍ଷରେ ଆୟୋଜିତ “ଆମ ମଞ୍ଚ ନାଟକ : ଆଶା ଓ ଆଶଙ୍କା” ମାସିକ ରଚନା ସନ୍ଧ୍ୟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାଧାରଣ ମଣିଷର କଥା, ବ୍ୟଥା ଓ ଗାଥା ଏବଂ ସର୍ବୋପରି, ତାର ଜୀବନ ଓ ଅନୁଭୂତିକୁ ନେଇ ମଞ୍ଚସ୍ଥ ହେଉଥିବା ନାଟକ ଦର୍ଶକଙ୍କୁ ଆକୃଷ୍ଟ କରିବା ସହିତ ସମାଜରେ ଦୀର୍ଘସ୍ଥାୟୀ ପ୍ରଭାବ ପକାଇଥାଏ । ଆଜିକାଲି ମନୋରଞ୍ଜନର ବିଭିନ୍ନ ବିକଳ୍ପ ସହଜରେ ମିଳି ଯାଉଥିବାରୁ ଆମ
Read More...

ବଲାଙ୍ଗିର ପଥରଚେପା ଗାଁରେ ଗୋଷ୍ଠୀ ସଂଘର୍ଷ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦରଥାନା ଅନ୍ତର୍ଗତ ପଥରଚେପା ଗାଁରେ ଗୋଷ୍ଠୀ ସଂଘର୍ଷ । ସାମାନ୍ୟ ଗଞ୍ଜେଇ ଟାଣିବାକୁ କେନ୍ଦ୍ର କରି ହୋଇଥିଲା ଏହି ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ଦୁଇପକ୍ଷର ୫ଜଣ ଆହତ ହୋଇଛନ୍ତି । ଆହତମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ
Read More...

ଜାତୀୟ ଯୁବ ଉତ୍ସବ – ୨୦୨୫ ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜାତୀୟ ଯୁବ ଉତ୍ସବ - ୨୦୨୫ ନିମନ୍ତେ ଓଡିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଜିଲ୍ଲା ସସ୍କୃତି ପରିଷଦ, ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ତଥା ବିଭିନ୍ନ
Read More...

ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରିୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସମେତ, ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତରରେ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତରେ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ନ୍ୟାୟାଳୟର, ଜିଲ୍ଲା ନ୍ୟାୟାଧିଶ ଡ. ପବିତ୍ର ମୋହନ
Read More...

ବିଲେଇସର୍ଡା କଲେଜର ବାର୍ଷିକ କ୍ରୀଡା ଉଦ୍‌ଯାପିତ

"ଖେଳରୁ ଶୃଙ୍ଖଳାବୋଧ ଶିକ୍ଷା କରାଯାଏ " ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡ଼ା କଲେଜର ବାର୍ଷିକ କ୍ରୀଡା ଉଦ୍‌ଯାପିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ପୁରୁଷୋତ୍ତମ ଭଞ୍ଜ ଏହି କ୍ରୀଡା ଉତ୍ସବକୁ ଉଦ୍‌ଘାଟନ କରି ନିଜ ବକ୍ତବ୍ୟରେ କ୍ରୀଡା ମାଧ୍ୟମରେ ଶରୀର
Read More...