ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପି.ଆର୍. ଖେଳ ପଡିଆରେ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଜିଲ୍ଲା ଶାରୀରିକ ଶିକ୍ଷାଧିକାରୀ ପ୍ରଦୀପ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ!-->…
Read More...
Read More...