Browsing Tag

balangir news

ଜାନୁଆରୀ ୨୦ରୁ ଲୋକ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦ୍ଵାବିଂଶତମ ବଲାଙ୍ଗିର ଲୋକ ଉତ୍ସବ ପାଇଁ ଆଜି ପ୍ରସ୍ତୁତି ବୈଠକ ସଦର ମହକୁମା ସ୍ଥିତ ସଂସ୍କୃତି ଭବନର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥର ଜାନୁଆରୀ ୨୦ରୁ ୨୨ ଯାଏଁ ମହୋତ୍ସବ ଅନୁଷ୍ଠିତ ହେବ । ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ
Read More...

ଗଣ୍ଡାବଜା ତରଫରୁ ମାନବିକ ଅଧିକାର ଦିବସ ସମାରୋହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗଣ୍ଡାବଜା ପରିବାର ତରଫରୁ ପି.ପି.ଏକାଡେମୀ ସଭାଗୃହରେ ମାନବିକ ଅଧିକାରୀ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସମ୍ବିଧାନ ହିଁ ମାନବ ଅଧିକାରର ସୁରକ୍ଷା କବଚ ବିଷୟକୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ଆଗଲପୁର ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ଆଗଲପୁର ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣିରେ
Read More...

ବଲାଙ୍ଗିର ଲୋକ ଉତ୍ସବ ସାଂସ୍କୃତିକ ବିଭାଗକୁ ୨୦ ଲକ୍ଷ ଟଙ୍କା ବୃଦ୍ଧି କରିବାକୁ ଦାବି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଦେବାଳୟ ଓ ଐତିହ୍ୟ ସୁରକ୍ଷା କମିଟି ତରଫରୁ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଏବଂ ଓଡିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ବିଭାଗ ଲୋକ ମହୋତ୍ସବ ପାଇଁ ଅଧିକ ୨୦ ଲକ୍ଷ ଅର୍ଥ ମଞ୍ଜୁର ପାଇଁ ଦାବି ହୋଇଛି । ଦେବାଳୟ ସୁରକ୍ଷା କମିଟି ଏଡିଏମ୍‌ଓ
Read More...

ଶିଶୁ ବିକାଶ କେନ୍ଦ୍ରର ବିବିଧ କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଶିଶୁ ବିକାଶ କେନ୍ଦ୍ରର ୪୦ତମ ବର୍ଷ ପ୍ରତିଷ୍ଠା ଅବସରରେ ପ୍ରାକ୍ଟିସିଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସଭାପତି ମଦନ ମୋହନ ରଥଙ୍କ ସଭାପତିତ୍ୱରେ ଏକ ସଚେତନ ଓ ଜ୍ଞାନମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ମାନବ ଅଧିକାର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସଦାଇପାଲି ପଲ୍ଲିଶ୍ରୀ ବିହାର ସ୍ଥିତ ରାମଜୀ ଯୁବକ ସଂଘ ତଥା ସୁଶ୍ରୀ ନର୍ସିଂ କଲେଜର ମିଳିତ ସହଯୋଗରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ମାନବ ଅଧିକାର ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ଜିଲ୍ଲା ଦୌରା ଜର୍ଜ ଡ. ପବିତ୍ର ମୋହନ ସାମଲ,
Read More...

ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ୨୦୦୨ ମେଟ୍ରିକ୍ ବେଚର ବାର୍ଷିକ ବନ୍ଧୁମିଳନ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଜାଖମନ ସ୍ଥିତ କଦଳୀମୁଣ୍ଡା ଫରେଷ୍ଟ ନର୍ସରିରେ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ୨୦୦୨ ମେଟ୍ରିକ୍ ବେଚର ବାର୍ଷିକ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ୨୦୦୨ ମେଟ୍ରିକ୍ ବେଚ୍‌ର ବହୁ ପୁରାତନ ଛାତ୍ର ଯୋଗଦେଇଥିବା
Read More...

ଏ.ଆର୍‌ ମିଡିଆ ଦ୍ଵାରା ଶ୍ରୀମତୀ ପୁଷ୍ପାଞ୍ଜଳି ମେହେର କୋଶଳ ସୁନ୍ଦରୀ – ୨୦୨୪ ଆୱାର୍ଡ ପାଇଛନ୍ତି

ବଲାଙ୍ଗିର, (ରାଜେଶ ଦଣ୍ଡସେନା) : ଏ.ଆରୟ ମିଡ଼ିଆ ଦ୍ଵାରା କୋଶଳ ସୁନ୍ଦରୀ ଆୱାର୍ଡ ଭୁବନେଶ୍ୱର ସ୍ଥିତ ଗୀତ ଗୋବିନ୍ଦ ସଦନ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି । କୋଶଳ ସୁନ୍ଦରୀ ଆୱାର୍ଡ - ୨୦୨୪ ବର୍ଷ ପାଇଁ ୧୨୦୦ ହଜାର ପ୍ରତିଯୋଗୀ ଭାଗ ନେଇଥିଲେ । ତନ୍ମଧ୍ୟରୁ ଟପଟେନ୍‌ରେ ବଲାଙ୍ଗିର
Read More...

ଜେ.ଏସ୍‌.ଏମ୍ କଲେଜରେ ଅନ୍ତଃ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜେଏସ୍‌ଏମ୍ କଳା, ବିଜ୍ଞାନ ଓ ବାଣିଜ୍ୟ ମହାବିଦ୍ୟାଳୟର ଆନ୍ତଃ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ନିରୋଜ ମିଶ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଅବସରରେ ମୁଖ୍ୟ ଅତିଥି ଆଇ.ଆଇ.ସି ସାଇବର ଓ ଇକୋନୋମିକ ଅଫେନ୍‌ସ୍‌ ଶ୍ରୀମତି ଭାରତୀ
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଖାଲି ପଡ଼ିଥିବା ଅଧ୍ୟାପକ ଓ ଅଣ ଅଧ୍ୟାପକ ପଦପଦବୀ ପୂରଣ ଦାବିରେ ଛାତ୍ର କଂଗ୍ରେସର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକଠାରେ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ଅଧ୍ୟାପକ ଓ ଅଣ ଅଧ୍ୟାପକ ପଦ ପଦବୀ ପୂରଣ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରାଗଲା । ସୂଚନା ଯୋଗ୍ୟ ଯେ, ରାଜେନ୍ଦ୍ର ସ୍ୱୟଂ ଶାସିତ ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟକୁ ପରିଣତ
Read More...