Browsing Tag

balangir news

ଡିଶା ଫାର୍ମାସି ଅଧିକାରୀ ସେବା ସଙ୍ଘର ବଲାଙ୍ଗିର ଶାଖାର ସାଧାରଣ ସଭା ଓ ଦ୍ୱିବାର୍ଷିକ ନିର୍ବାଚନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରବିବାର ଦିନ ସିଡିଏମ ଏବଂ ପିଏଚଓ କାର୍ଯ୍ୟାଳୟର ଏନଏଚଏମ ହଲଠାରେ ଓଡିଶା ଫାର୍ମାସି ଅଧିକାରୀ ସେବା ସଙ୍ଘର ବଲାଙ୍ଗିର ଶାଖାର ସାଧାରଣ ସଭା ଏବଂ ଦ୍ୱିବାର୍ଷିକ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସାଧାରଣ ସଭାରେ ପୂର୍ବ କାର୍ଯ୍ୟନିର୍ବାହୀ କମିଟିକୁ ଭାଙ୍ଗି ନୂଆ…
Read More...

ଗଛ ନ ଲଗାଇବା ଯୋଗୁ ୧୧ ଜଣ ବିଇଓଙ୍କ ଦରମା ବନ୍ଦ କଲେ ଜିଲ୍ଲା ଶିକ୍ଷାଧିକାରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ୧୧ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଦରମା ବନ୍ଦ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି । ‘ଏକ ପେଡ ମା’ କେ ନାମ’ କାର୍ଯ୍ୟକ୍ରମ ଚାଲିଥିବାବେଳେ ଜିଲ୍ଲାରେ ଥିବା ବିଭିନ୍ନ ସରକାରୀ ସ୍କୁଲରେ ପାଳନ କରୁ ନ ଥିବା…
Read More...

ଅଗଷ୍ଟ ୩୧ରେ ବକଟି ଗ୍ରାମରେ ପରବାସୀ କୁଟୁମର ନୂଆଁଖାଇ ଭେଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗାଁ ମାଟିରୁ ବାହାରେ ରହି ସାହିତ୍ୟ, ସଂସ୍କୃତି ଓ ପରମ୍ପରା ଦିଗରେ ସମର୍ପିତ ହୋଇ କାମକରୁଥିବା ପଶ୍ଚିମ ଓଡ଼ିଶାର ଅଗ୍ରଣୀ ସାହିତ୍ୟ ସଂସ୍କୃତି ଅନୁଷ୍ଠାନ ପରବାସୀ କୁଟୁମ ଚଳିତ ବର୍ଷ ଆଗାମୀ ଅଗଷ୍ଟ ୩୧ତାରିଖ ବଲାଙ୍ଗିର ଜିଲ୍ଲା ସାଲେଭଟା ନିକଟସ୍ଥ ବକଟି…
Read More...

ବଲାଙ୍ଗିର କରାଟେ ସ୍କୁଲର ସଫଳତା : ସର୍ବମୋଟ ୨୬ ଗୋଟି ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କୋଲକତାର ନେତାଜୀ ଇନ୍‌ଡୋର ଷ୍ଟାଡିୟମଠାରେ ୯ତମ ଆନ୍ତର୍ଜାତିକ କରାଟେ ପ୍ରତିଯୋଗିତା ହାଂସି ପ୍ରେମଜିତ ସେନଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଥିଲା । ଏହି ପ୍ରତିଯୋଗିତାରେ ଭାରତ ଦେଶ ସହିତ ଅନ୍ୟ ୮ଟି ଦେଶରୁ ୭୦୦୦ରୁ ଅଧିକ କରାଟେ ଖେଳାଳି ଅଂଶ ଗ୍ରହଣ…
Read More...

ଦେବାଳୟ ସୁରକ୍ଷା କମିଟି ପକ୍ଷରୁ ନାଗ ପଂଚମୀ ପୂଜା : ଅନ୍ଧବିଶ୍ୱାସ ଠାରୁ ଦୂର ରହନ୍ତୁ ଚିକିତ୍ସାଳୟ ଯାଇ ଚିକିତ୍ସା…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଦେବାଳୟ ସୁରକ୍ଷା କମିଟି ପକ୍ଷରୁ ନାଗ ପଂଚମୀ ପୂଜା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଲୋକନାଥ ମନ୍ଦିର ମାଁ ମାନସା ଦେବୀ ମନ୍ଦିରରେ ଶ୍ରାବଣ ମାସର ତୃତୀୟ ପାଳିରେ ନାଗ ପଂଚମୀ ପୂଜା ପାଇଁ ମନ୍ଦିରରେ ଭକ୍ତଙ୍କର ସୁଅ ଛୁଟିଥିଲା । ସବୁ ବର୍ଷ ଭଳି ଏ…
Read More...

ମହିମୁଣ୍ଡା ଜୁନିୟର କଲେଜରେ ଭାରତ ସରକାରଙ୍କ ପ୍ରମୁଖ ଯୋଜନା ଉପରେ କର୍ମଶାଳା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଯୁବ ଭାରତ ଦ୍ୱାରା ଏକ ଦିନିକିଆ କର୍ମଶାଳା ଆୟୋଜନ ମହିମୁଣ୍ଡା ଜୁନିୟର କଲେଜରେ କରାଯାଇଥିଲା । ଯେଉଁ ଥିରେ ରାଜ୍ୟ ସରକାରଙ୍କ ପ୍ରମୁଖ ଯୋଜନା ବିଶେଷ କରି ସ୍କିଲ୍‌ ଇଣ୍ଡିଆ ମିଶନ ଉପରେ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ୮୦ରୁ ଅଧିକ…
Read More...

ସୂଚନା ଓ ଲୋକ ସମ୍ପର୍କ ବିଭାଗ ଉତ୍ତରାଞ୍ଚଳ : ଉପ ନିର୍ଦ୍ଦେଶକଙ୍କ ବଲାଙ୍ଗିର ଗସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସୂଚନା ଓ ଲୋକ ସମ୍ପର୍କ ବିଭାଗ ଉତ୍ତରାଞ୍ଚଳ, (ସମ୍ବଲପୁର)ଉପ ନିର୍ଦ୍ଦେଶକ କଲ୍ୟାଣୀ ଦାସ ଆଜି ଦିନିକିଆ ଗସ୍ତରେ ବଲାଙ୍ଗିର ଆସିଥିଲେ । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝି, କନିଷ୍ଠ ରାଜସ୍ଵ ସହାୟକ…
Read More...

ବଲାଙ୍ଗିର ଜିଲ୍ଲା ପାଇଁ ଗର୍ବ ଆଣିଲେ ବ୍ୟାଡମିଣ୍ଟନ ଖେଳାଳୀ ଅର୍ଣ୍ଣବ ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଖୋର୍ଦ୍ଧାଠାରେ ଚାଲିଥିବା YONEX OSBA ALL ODISHA ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟର ବାଳକ ଅଣ୍ଡର-୦୯ ସିଙ୍ଗଲ ଗ୍ରୁପରେ ବଲାଙ୍ଗିର ପୁଅ ଅର୍ଣ୍ଣବ ସାହୁ ବିଜୟୀ ହୋଇଛନ୍ତି । ଓଡିଶାର ସମସ୍ତ ଜିଲ୍ଲାର ଖେଳାଳୀଙ୍କୁ ପରାସ୍ତ କରି ସେ ଏହି କୀର୍ତ୍ତି ହାସଲ…
Read More...

‘ରଚନା’ର ଗଗନ ସ୍ୱାଇଁ ସ୍ମାରକୀ ବକ୍ତୃତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆମ ଓଡ଼ିଆ କାବ୍ୟ ପରମ୍ପରାର ସ୍ଥିତି, ଗତି ଓ ପ୍ରକୃତି ଅତ୍ୟନ୍ତ ସୁଦୃଢ ଓ ଶକ୍ତିଶାଳୀ । ଆମ କାବ୍ୟକବିତାର ବିଷୟବସ୍ତୁ ଓ ଏଥିରେ ସନ୍ନିବେଶିତ ବିଭିନ୍ନ କାବ୍ୟରସ ସମାଜର ବିଭିନ୍ନ ବର୍ଗର ମାନସିକତା ଅନୁଯାୟୀ ଉପଯୋଗୀ ଓ ହୃଦୟଗ୍ରାହୀ ହୋଇପାରିଛି । କେବେ ଏହାର…
Read More...

ପ୍ରଖ୍ୟାତ ଐତିହାସିକ ସ୍ୱର୍ଗତ ପୂର୍ଣ୍ଣଚନ୍ଦ୍ର ରଥଙ୍କ ସୃଜନୀର ବିନୀତ ଶ୍ରଦ୍ଧାଞ୍ଜଳି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସୃଜନୀ ପରିବାର, ଚେହ୍ନାଇ ଆନୁକୁଲ୍ୟରେ ଓଡିା ସଂସ୍କୃତିର ପ୍ରତିବଦ୍ଧତାଧର୍ମୀ ବିଶେଷଜ୍ଞ, ବହୁମୁଖି ପ୍ରତିଭାଦୀପ୍ତ ଯଶସ୍ୱୀ ଐତିହାସିକ ସ୍ୱର୍ଗତ ପୂର୍ଣ୍ଣଚନ୍ଦ୍ର ରଥଙ୍କୁ ସମର୍ପିତ ସମୃତି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ “ପ୍ରଣମାମୀ ପ୍ରଣମ୍ୟ…
Read More...