ମଣ୍ଟେଶୋରୀ ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ମାଲପଡା ସ୍ଥିତ ମଣ୍ଟୋଶୋରୀ ପବ୍ଲିକ ସ୍କୁଲରେ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ୮୦ ଜଣ ଶିଶୁ ବୈଜ୍ଞାନିକ ଭାଗ ନେଇଥିଲେ । ସକାଳ ୯ଟାରୁ ଦିନ ୨ଟା ପର୍ଯ୍ୟନ୍ତ ପ୍ରାୟ ଶତାଧିକ ଅଭିଭାବକ ଏହା ଦେଖିବାକୁ!-->…
Read More...
Read More...