Browsing Tag

balangir news

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ କୁଟାସିଂହା ଦୁର୍ଗା ପୂଜା ପରିଦର୍ଶନ : ଗାଁର ବିକାଶ ଉପରେ ଆଲୋଚନା

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକରେ ଶାରଦୀୟ ଦୁର୍ଗାପୂଜା ଅନୁଷ୍ଠିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଳିଙ୍ଗ ଆଜି ଅଂଚଳର ବିଭିନ୍ନ ପୂଜା ମଣ୍ଡପକୁ ଯାଇ ମା' ଦୁର୍ଗାଙ୍କ ଦର୍ଶନ କରି ଅଂଚଳବାସୀଙ୍କୁ ଶାରଦୀୟ ଅଭିନନ୍ଦନ ଜଣାଇଛନ୍ତି ।
Read More...

ଗୋଇମୁଣ୍ଡରେ ପାର୍ବଣ ଉତ୍ସବ “ଦଶରା” ପାଳିତ : ଗାଁ ସାମ୍ୱାଦିକ ଗୌରବ ସମ୍ମାନ”ରେ ଯୁବ ସାମ୍ୱାଦିକ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ପଞ୍ଚାୟତ ସଦର ଗ୍ରାମରେ ଦୁର୍ଗାପୂଜା କମିଟି ଆନୁକୂଲ୍ୟରେ ପାର୍ବଣ ଉତ୍ସବ"ଦଶରା" ଅନୁଷ୍ଠିତ ହୋଇଯାଇଛି । କମିଟି ସଭାପତି ଅକ୍ଷୟ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ : ଶୁଭାରମ୍ଭ କଲେ ଅନଙ୍ଗ ଉଦୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସମଗ୍ର ଦେଶରେ ବିଜେପି ଦଳ ସଭ୍ୟ ସଂଗ୍ରହ ଅଭିଯାନ କରୁଥିବା ବେଳେ ବିଜୁ ଜନତା ଦଳ ମଧ୍ୟ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରୁ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି । ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଶୁଭାରମ୍ଭ କରିଥିବା ବେଳେ ବଲାଙ୍ଗିର
Read More...

ରାଜ୍ୟସ୍ତରୀୟ ସ୍କୁଲ ଗେମ୍‌ ଟାଇକଣ୍ଡୋ ପାଇଁ ୧୩ ଜଣ ମନୋନିତ

ବଲାଙ୍ଗିର ଜିଲ୍ଲା ବିଦ୍ୟାଳୟ ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପି.ପି.ଏକାଡେମୀ ସଭାଗୃହରେ ବଲାଙ୍ଗିର ଜିଲ୍ଲା ବିଦ୍ୟାଳୟ ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ
Read More...

ଗୀତିନାଟ୍ୟ ମହିଷା ମର୍ଦ୍ଦିନୀ ପାଇଁ ପ୍ରସ୍ତୁତି

ଡା. ରୁଦ୍ରନାରାୟଣ ପଟେଲ ମହିଷାଅସୁର ଭୂମିକାରେ ଅଭିନୟ କରିବେ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜଗନ୍ନାଥପଡା ଶାରଦୀୟ ଦୁର୍ଗାପୂଜା ଅବସରରେ ସର୍ବପୁରାତନ ରାମଜୀ ନାଟକ ସଂସଦ ବଲାଙ୍ଗିରର କଳାକାରଙ୍କୁ ନେଇ ଗତ ୧୧ ତାରିଖ ଶୁକ୍ରବାର ଅଷ୍ଟମୀ ପୂଜା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ
Read More...

ରାଜ୍ୟସ୍ତରୀୟ ସ୍କୁଲ ଗେମ ଟାଇକଣ୍ଡୋ ପାଇଁ ୧୩ଜଣ ମନୋନୀତ

ବଲାଙ୍ଗିର ଜିଲ୍ଲା ବିଦ୍ୟାଳୟସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପି.ପି.ଏକାଡେମୀ ସଭାଗୃହରେ ବଲାଙ୍ଗିର ଜିଲ୍ଲା ବିଦ୍ୟାଳୟସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ
Read More...

ଆର୍ଥିକ ସାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ପୁଇନ୍ତଳା ବ୍ଲକ ଅର୍ନ୍ତଗତ ପୁଡାପାଲି ଗ୍ରାମ ସ୍ଥିତ ଗୋଷ୍ଠୀକେନ୍ଦ୍ର ଠାରେ ଏକ ଆର୍ଥିକ ସାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ଦ୍ୱାରା ଆୟୋଜିତ ଏହି ଶିବିରରେ ରାଜକିଶୋର
Read More...

ଏଚ୍‌ଆଇଭି ଏଆଇଡିଏସ୍‌କୁ ନେଇ ସଚେତନତା ସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ଠାରେ ଆଜି ଏଚ୍‌ଆଇଭି ଏଆଇଡିଏସ୍‌କୁ ନେଇ ଏକ ସଚେତନତା ସଭା ଅନୁଷ୍ଠିତ ହୋଯାଇଛି । ଜିଲ୍ଲା ରେଡ୍‌କ୍ରସ୍ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା ସଂଯୋଜକ ଦଇତାରୀ ପୁଝାରୀ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ପିଲାଙ୍କୁ
Read More...

ଜେଏସ୍ଏମ୍ ବାଣିଜ୍ୟ, କଳା ଏବଂ ବିଜ୍ଞାନ ମହାବିଦ୍ୟାଳୟରେ ୨୦୨୪ – ୨୫ ଶିକ୍ଷା ବର୍ଷର ସ୍ୱାଗତ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୨୦୨୪ - ୨୫ ଶିକ୍ଷା ବର୍ଷରେ +୨ ଓ +୩ ଆଡମିଶନ କରିଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଜେଏସ୍ଏମ୍ କଳା, ବିଜ୍ଞାନ ଏବଂ ବାଣିଜ୍ୟ, ମହାବିଦ୍ୟାଳୟରେ ଫ୍ରେସର୍ ଡେ ଭାବରେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଆଜି ଏକ ବିଶେଷ ସ୍ୱାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
Read More...

ବଲାଙ୍ଗିର ଟିକ୍ରାପଡାରେ ନବରାତ୍ର ଦୁର୍ଗାପୂଜାର ଷଷ୍ଠ ଦିବସରେ ମାଁ କାତ୍ୟାୟନୀ ଦେବୀଙ୍କ ପୂଜନୋତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହର ଟିକ୍ରାପଡା ଗାନ୍ଧୀ ପାଠାଗାରରେ ୫୭ତମ ଦୁର୍ଗାପୂଜା ତା.୦୩.୧୦.୨୦୨୪ ଠାରୁ ଆରମ୍ଭ ହୋଇଯାଇଛି । ଚଳିତ ବର୍ଷ ୦୨.୧୦.୨୦୨୪ ବିଲ୍ୱବରଣ ସହ ନବରାତ୍ର ଦୁର୍ଗାପୂଜା ଆୟୋଜନ କରାଯାଇଛି । ଚଳିତ ବର୍ଷ ଆୟୋଜନ କମିଟିର ସଭାପତି ପ୍ରକାଶ ନେପାକ,
Read More...