ପବିତ୍ର ଗାନ୍ଧୀ ଜୟନ୍ତୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କଲା ବିଜୁ ଜନତା ଦଳ
ବଲାଙ୍ଗିର, (କେପିଏନ୍ଏସ୍) : ପ୍ରତିବର୍ଷ ଭଳି ଚଳିତ ଥର ମଧ୍ୟ ପବିତ୍ର ଗାନ୍ଧୀ ଜୟନ୍ତୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ କରିଛି ବିଜୁ ଜନତା ଦଳ । ଏହିକ୍ରମରେ ଆଜି ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଚନ୍ଦନଭାଟି ଗ୍ରାମରେ ପଦଯାତ୍ରା କରାଯାଇଥିଲା । ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂ!-->…
Read More...
Read More...