ଶିଶୁପ୍ରେମୀ ପ୍ରବୀଣ ମିଶ୍ରଙ୍କ ଶ୍ରାଦ୍ଧ ଦିବସ ପାଳିତ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଶିଶୁ ବିକାଶ କେନ୍ଦ୍ରର ପ୍ରାଣ ପ୍ରତିଷ୍ଠାତା ତଥା ମହାନ ଶିଶୁପ୍ରେମୀ ପ୍ରବୀଣ ମିଶ୍ରଙ୍କ ୩୮ତମ ଶ୍ରାଦ୍ଧ ଦିବସ ଟିକ୍ରାପଡା ଜଗନ୍ନାଥ ମନ୍ଦିରରେ ଉପଦେଷ୍ଟା ଜୟରାମ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...