ଚିନ୍ମୟ ମିଶନ ତରଫରୁ ଗୀତା ଆବୃତ୍ତି ପ୍ରତିଯୋଗିତା
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପି.ପି.ଏକାଡେମୀ ଠାରେ ଚିନ୍ମୟ ମିଶନ ତରଫରୁ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଶ୍ରୀମଦ୍ ଭାଗବତ ଗୀତା ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ସହର ତଥା ଆଖପାଖ ଅଂଚଳରୁ ଶତାଧିକ ଛାତ୍ରଛାତ୍ରୀ ଭାଗ ନେଇଥିଲେ । ଚିନ୍ମୟ ମିଶନର!-->…
Read More...
Read More...