Browsing Tag

balangir news

ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପକ୍ଷରୁ ମାଗଣା ଅଣ ସଂକ୍ରମଣ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦିନ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର (ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର) ଶାସ୍ତ୍ରୀନଗର ପକ୍ଷରୁ ଶାସ୍ତ୍ରୀନଗର ପ୍ରହରୀ ମଣ୍ଡପ ଠାରେ ସ୍ଥାନୀୟ ଯୁବ ସ୍ୱେଚ୍ଛାସେବୀ ମାନଙ୍କ ସହାୟତାରେ ଆଜି ଏକ ଅଣ ସଂକ୍ରମଣ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି ।
Read More...

ରାଜ୍ୟସ୍ତରୀୟ ଯୁବା ବିସିଜି ଟୀକାକରଣ ଶୁଭାରମ୍ଭ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ବଲାଙ୍ଗିର କନ୍ଧପାଲିପଡ଼ା ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ସ୍ୱାସ୍ଥ୍ୟମନ୍ତ୍ରୀ ଡଃ. ମୁକେଶ ମହାଲିଙ୍ଗ ରାଜ୍ୟସ୍ତରୀୟ ଯୁବା ବିସିଜି ଟୀକାକରଣ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ
Read More...

ଡିବାଇଡର୍‌ ମଝିରେ ବୃକ୍ଷରୋପଣକୁ ବିରୋଧ କଲେ ବଲାଙ୍ଗିର ଶାନ୍ତିପଡାର ଯୁବକ ମାନେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସନ୍ଧ୍ୟାରେ ମ୍ୟୁନିସିପାଲିଟି ପକ୍ଷରୁ ବଲାଙ୍ଗିର ପାଟଣାଗଡ ରୋଡ୍‌ ଶାନ୍ତିପଡାରୁ ଲାଲ୍‌ଟିକ୍ରା ଆଡକୁ ଯାଇଥିବା ମୁଖ୍ୟ ରାସ୍ତା ମଝିରେ ରହିଥିବା ଡିବାଇଡର୍‌ ଭିତରେ ଗଛ ଲଗାଯାଇଥିବା ବେଳେ ଶାନ୍ତିପଡାର କିଛି ଯୁବକ ଏହାକୁ ବିରୋଧ କରିଥିବାର ଦେଖିବାକୁ
Read More...

ଡ଼ଃ. ସତ୍ୟ ନାରାୟଣ ସାହୁଙ୍କ ମାତା ରତ୍ନାବତୀଙ୍କ ୯୨ ବୟସରେ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ତେଲିଗୋଟ ପଡ଼ା ନିବାସୀ ଡ଼ଃ. ସତ୍ୟ ନାରାୟଣ ସାହୁଙ୍କ ମାଁ ରତ୍ନାବତୀ ସାହୁଙ୍କ ୯୨ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଜଣେ ଧର୍ମ ପରାୟଣ ମହିଳା ଥିଲେ । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ବଡ ପୁଅ ଡ଼ଃ. ସତ୍ୟ ନାରାୟଣ ସାହୁ, ମଝିଆ ପୁଅ ବିଷ୍ଣୁ ଚରଣ
Read More...

ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ସମ୍ବର୍ଦ୍ଧନା ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଯୁଧୀଷ୍ଠିର ମିଶ୍ର ଆଇନ୍‌ ମହାବିଦ୍ୟାଳୟ, ବଲାଙ୍ଗିର ସମ୍ମିଳନୀ କକ୍ଷରେ ଦ୍ୱିତୀୟ ଓ ଶେଷ ବର୍ଷ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନୂତନ ଛାତ୍ରଛାତ୍ରୀମାନଙ୍କ ପାଇଁ ସ୍ୱାଗତ ସମାରୋହ ସଭା ଅନୁଷ୍ଠିତ ହୋଇଥିଲା । ଶେଷ ବର୍ଷର ଛାତ୍ରୀ ତନୱି ଭାରତୀ ସାହୁ
Read More...

ବଲାଙ୍ଗିରରେ ପ୍ରଥମ ଥର ପାଇଁ ଉଦ୍‌ଘାଟନ ହେଲା ଓଡ଼ିଶର ଇଲେକ୍ଟ୍ରି ବାଇକ୍ ଓ ସ୍କୁଟି ସୋରୁମ୍

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ସହରର ଗାନ୍ଧୀନଗରପଡ଼ାର ଭାରତ ପେଟ୍ରୋଲ ପମ୍ପ ସାମ୍ନାରେ ଓଡ଼ିଶୀର ଇଲେକ୍ଟ୍ରି ବାଇକ୍ ଓ ସ୍କୁଟି ସୋରୁମ୍ ଉଦ୍‌ଘାଟନ ହୋଇଯାଇଛି । ଏଥିରେ ବଲାଙ୍ଗିର ପୌର ପରିଷଦର ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗଦାନ କରି ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ
Read More...

ପଶ୍ଚିମ ଓଡିଶା ବିକାଶ ପରିଷଦ ଜିଲ୍ଲା କାର୍ଯ୍ୟାଳୟ

ଛଅ ଟଙ୍କାର ଘୋଡାକୁ ନଅ ଟଙ୍କାର ଦାନା – ହେମନ୍ତ ପଣ୍ଡା ବଲାଙ୍ଗିର, (କେପିଏନ୍‌ଏସ୍‌) : ପଶ୍ଚିମ ଓଡିଶା ବିକାଶ ପରିଷଦର ମୁଖ୍ୟ ଦପ୍ତର ପଶ୍ଚିମ ଓଡିଶାର ଏକ ଜିଲ୍ଲାରେ ଖୋଲିବାକୁ ଦୀର୍ଘ ଦିନ ଧରି ଜୋର୍‌ଦାର୍‌ ଦାବୀ ହେବା ପରେ ଏହାକୁ ପ୍ରଶମିତ କରିବା ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ
Read More...

ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କନ୍ଧପାଲିପଡ଼ାକୁ ଏନ୍‌କ୍ଵାସ୍ ପ୍ରମାଣପତ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କନ୍ଧପାଲିପଡ଼ା ବଲାଙ୍ଗିରକୁ ଜାତୀୟ ସ୍ତରରେ (ଜାତୀୟ ଗୁଣ ବତ୍ତା ନିଶ୍ଚିତତା) ଏନ୍‌କ୍ୱାସ୍ ମାନକ ପ୍ରମାଣ ପତ୍ର ମିଳିଛି । ଆଜି ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକାରୀ ଡାକ୍ତର ନନ୍ଦକିଶୋର ପାଢ଼ୀ
Read More...

ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ଲର୍କିପାଲିର କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କନ୍ଧପାଲି ପଡ଼ା ବଲାଙ୍ଗିର ଯାହା (ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ଏକ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ଲର୍କିପାଲିର କଲ୍ୟାଣ ମଣ୍ଡପ ଠାରେ ଆଜି ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ଆଶା, ମହିଳା
Read More...

କବିତା ପୁସ୍ତକ “ମେଞ୍ଚାଏ ପୁଷ୍ପ” ଲୋକାର୍ପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ପାଠାଗାରର ସମ୍ମିଳନୀ କକ୍ଷରେ ଅଭିଭାବକ ମଂଚ ଆନୁକୁଲ୍ୟରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କବୟିତ୍ରୀ ସରସ୍ୱତୀ ମିଶ୍ରଙ୍କ ଲିଖିତ କବିତା ପୁସ୍ତକ “ମେଞ୍ଚାଏ ପୁଷ୍ପ” ଉନ୍ମୋଚିତ
Read More...