Browsing Tag

balangir news

ନିଖିଳ ଓଡିଶା ବିଦ୍ୟୁତ ମଜଦୁର ମହାସଂଘର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନିଖିଳ ଓଡିଶା ବିଦ୍ୟୁତ ମଜଦୁର ମହାସଂଘ ପକ୍ଷରୁ ଟାଟା ପାୱାର ଦ୍ୱାରା ଠିକା ସଂସ୍ଥା ଦାରୁବ୍ରହ୍ମ ପ୍ରାଇଭେଟ ଲିମିଟେଡ ଦ୍ୱାରା କାର୍ଯ୍ୟରତ ଠିକା ଶ୍ରମିକମାନଙ୍କ ବିଭିନ୍ନ ନ୍ୟାର୍ଯ୍ୟ ଦାବି ନେଇ ଶ୍ରମ କମିଶନର ବଲାଙ୍ଗିରଙ୍କ କାର୍ଯ୍ୟାଳୟରେ ତୃତୀୟ
Read More...

ଯୁବ କଂଗ୍ରେସ ନେତା ସରୋଜ ପଟ୍ଟନାୟକଙ୍କ ଦେହାନ୍ତ

ନଗର କଂଗ୍ରେସ ପକ୍ଷରୁ ସ୍ଥାନୀୟ କଂଗ୍ରେସ ଅଫିସ ଠାରେ ଶୋକସଭା ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହରର ଟିକ୍ରାପଡା ନିବାସୀ ଏବଂ କଂଗ୍ରେସ ଦଳର ଯୁବନେତା ସନୋଜ ପଟ୍ଟନାୟକଙ୍କ ଅକାଳ ଦେହାନ୍ତ ଘଟିଥିବା ଖବର ପ୍ରକାଶ ପାଇବା ପରେ ସମଗ୍ର ଅଂଚଳରେ ଗଭୀର ଶୋକର ଛାୟା ଖେଳିଯାଇଥିଲା ।
Read More...

ହରିହର ଭେଟ ସମ୍ପନ୍ନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମଙ୍ଗଳବାର ଦିନ ବଲାଙ୍ଗିର ହରିହର ଭେଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏ ଅବସରରେ ଟିକ୍ରାପଡା ସ୍ଥିତ ମଦନ ମୋହନ ରଥଙ୍କ ନିବାସରୁ ରାତିରେ ରାଧାକୃଷ୍ଣଙ୍କ ସ୍ୱତନ୍ତ୍ର ପୂଜାବିଧି ପରେ ଯୁଗଳ ମୂର୍ତ୍ତିଙ୍କୁ ବିମାନରେ ସଜାଇ କିର୍ତ୍ତନ୍ୟ ମଣ୍ଡଳୀ
Read More...

ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍ରା ମାର୍ଚ୍ଚ ୧୮ରୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସଦାଇପାଲି ସାଇଟ୍‌ କଲେଜ ରାଧାକୃଷ୍ଣ ରଙ୍ଗମଣ୍ଡପରେ ଆସନ୍ତା ମାର୍ଚ୍ଚ ୧୮ ରୁ ୨୧ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ମହାକୋଶଲ କୋଶଲୀ ନାଟ୍‌ବାଦୀ-ନାଟଯାତ୍ରା ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସାଇଟ୍‌ କଲେଜ ସଂପାଦକ ନାରାୟଣ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ
Read More...

ରାମାଇ ପାହାଡ଼ର କୋଳରେ ସରଳତାର ପ୍ରତିଛବି : ଭାଲୁପାଲି ଗ୍ରାମର ଭାବପୂର୍ଣ୍ଣ ହୋଲି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଐତିହାସିକ ରାମାଇ ପାହାଡ଼ ଯିଏ କି ଯୁଗ ଯୁଗ ଧରି ଆମ ଅଞ୍ଚଳର ଆତ୍ମା ହୋଇ ରହିଛି, ଆଜି ସେହି ପାହାଡ଼ର ପବିତ୍ର ପାଦଦେଶରେ ଥିବା ଭାଲୁପାଲି ଗ୍ରାମରୁ ଏକ ହୃଦୟସ୍ପର୍ଶୀ ଦୃଶ୍ୟ ସାମ୍ନାକୁ ଆସିଛି । ଏଠାର ସରଳ ଓ ନିଷ୍କପଟ ଗ୍ରାମବାସୀମାନେ ପ୍ରମାଣ କରିଛନ୍ତି
Read More...

ତୃତୀୟ ସୁକତେଲ ମହୋତ୍ସବ ଉଦଯାପିତ

"ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟର ପୁନରୁଥାନର ଅନନ୍ୟ ମଞ୍ଚ" ବଲାଙ୍ଗିର, (କେପିଏନ୍‌ଏସ୍‌) : ସୁକତେଲ ମହୋତ୍ସବ କେବଳ ଏକ ଉତ୍ସବ ନୁହେଁ, ଏହା ଆମ ସାଂସ୍କୃତିକ ଐତିହ୍ୟକୁ ସୁରକ୍ଷା ଦେବା ସହିତ ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟକୁ ପ୍ରଚାର ପ୍ରସାର କରିବାର ଏକ ଅନନ୍ୟ ପ୍ରୟାସ ବୋଲି
Read More...

ଶାନ୍ତିପଡା ଜନଔଷଧୀ କେନ୍ଦ୍ରରେ ମାଗଣା ସ୍ୱାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶାନ୍ତିପଡା ଛକସ୍ଥିତ ଜନଔଷଧି କେନ୍ଦ୍ରଠାରେ ୮ମ ଜନଔଷଧୀ ଦିବସ ପାଳନ କରାଯାଇଥିଲା । ଏହି ଅବସରରେ ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଓ ଔଷଧ ବିତରଣର ବ୍ୟବସ୍ଥା ମଧ୍ୟ କରାଯାଇଥିଲା । ୨୯ଜଣ ରକ୍ତ ଚାପ, ମଧୁମେୟ ଓ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଭୀମଭୋଇ
Read More...

ଲୋକଗୀତ ଓ ଲୋକନୃତ୍ୟରେ ଝୁମିଲେ ଦର୍ଶକ – ସୁକତେଲ ମହୋତ୍ସବର ତୃତୀୟ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ଗ୍ରାମରେ ଚାଲିଥିବା ତୃତୀୟ ସୁକତେଲ ମହୋତ୍ସବର ତୃତୀୟ ଦିବସର ସଭାରେ ସଭାପତିତ୍ୱ କରିଥିଲେ ହାଡ଼ିବନ୍ଧୁ ତ୍ରିପାଠୀ । ଅତିଥି ଭାବରେ ଯୋଗ ଦେଇଥିଲେ ବିଶିଷ୍ଟ ସମାଜସେବୀ ଗୋପାଳଜୀ ପାଣିଗ୍ରାହୀ, ଓଡିଶା ସଙ୍ଗୀତ ନାଟକ
Read More...

ଯାଦବ ସମାଜ ଦ୍ୱାରା ଆୟୋଜିତ ଦୋଳ ଉତ୍ସବରେ ଯୋଗ ଦେଲେ ନରସିଂହ

ଦୋଳ ଉତ୍ସବ ଆମ ଭିତରେ ଭାଇଚାରା ଓ ବିକାଶର ବାର୍ତ୍ତା ସଂଚରିତ କରୁ - ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦୋଳ ମହୋତ୍ସବ କେବଳ ବଲାଙ୍ଗିରରେ ନୁହେଁ ସମଗ୍ର ଦେଶରେ ସମସ୍ତ ଜାତି, ଧର୍ମ, ବର୍ଣ୍ଣର ଲୋକେ ଏକତ୍ରିତ ହୋଇ ପାଳନ କରିଥାନ୍ତି । ଯାଦବ ସମାଜ ଏହି ପବିତ୍ର ପର୍ବ ପାଳନର
Read More...

ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ମହକୁମା ସ୍ଥିତ ପଞ୍ଚାୟତ ସାଧନ କେନ୍ଦ୍ରର ବୈଠକ ଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯେଇଛି । ଏହି ଶିବିରରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଯୋଗଦାନ କରି, ଜନସାଧାରଣଙ୍କ ବିଭିନ୍ନ
Read More...