Browsing Tag

balangir news

ଜିଲ୍ଲା କ୍ରୀଡା ସଂସଦ ତରଫରୁ କେଶବ ଚନ୍ଦ୍ର ମିଶ୍ର ସମ୍ମାନୀତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତୀୟ ମାଷ୍ଟର ଗେମସ୍‌ ଫେଡେରେସନ ତରଫରୁ ସପ୍ତମ ଜାତୀୟ ବର୍ଷିୟାନ ଖେଳକୁଦ ପ୍ରତିଯୋଗୀତା ରାଉରକେଲା ବିର୍ସାମୁଣ୍ଡା ଷ୍ଟଡିୟାମଠାରେ ମାର୍ଚ୍ଚ ୬ରୁ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡିଶା ଖେଳକୁଦ ଦଳର ପୁର୍ବତନ ଦଳପତି ତଥା ବଲାଙ୍ଗିର ଜିଲ୍ଲା…
Read More...

ଆଦିବାସୀ ଓ ହରିଜନ ବିଦ୍ୟାଳୟର ଅନ୍ତେବାସୀଙ୍କ ସୁରକ୍ଷା, ଏ ଏନ୍‌ ଏମ୍‌ ଓ ମେଟ୍ରୋନଙ୍କ ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଉପଜିଲ୍ଲାପାଳଙ୍କ ସଭାକକ୍ଷ ଠାରେ ଏକ ଆଦିବାସୀ ଓ ହରିଜନ ବିଦ୍ୟାଳୟର ଅନ୍ତେବାସୀଙ୍କ ପାଇଁ ସୁରକ୍ଷା ଏ ଏନ୍‌ ଏମ୍‌ ଓ ମେଟ୍ରୋନ ମାନଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ । ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚରଣ…
Read More...

ଲୋୟର ସୁକତେଲ ବୁଡି ଅଂଚଳରେ ଲୋକେ ପାଳିବେ ବନଦୁର୍ଗା ମହୋତ୍ସବ

ସଂସ୍କୃତିର ସୁରକ୍ଷା ଓ ସମସ୍ୟା ସମାଧାନର ବାଟ ଦେଖାଇବ ମହୋତ୍ସବ : ନରସିଂହଏପ୍ରିଲ ୭ରୁ ଆରମ୍ଭ ହେବ ବନଦୁର୍ଗା ମହୋତ୍ସବ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏକ ବୃହତ୍ତର ସ୍ୱାର୍ଥ ରକ୍ଷା ପାଇଁ ଲୋୟର ସୁକତେଲ ବୁଡି ଅଂଚଳର ଲୋକେ ସବୁ କିଛି ତ୍ୟାଗ କରିଛନ୍ତି । ମା, ମାଟି, ମନ୍ଦିର, ଆତ୍ମୀୟ…
Read More...

ଜିଲ୍ଲାସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସଦର ମହକୁମା ସ୍ଥିତ କୋଶଳ କଳା ମଣ୍ଡଳ ପଡିଆରେ ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତି ବିଭାଗର ମିଳିତ ଆନୁକୂଲ୍ୟରେ ଲକ୍ଷପତି ଦିଦି ମାନଙ୍କୁ ନେଇ ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା…
Read More...

ନାବାଳିକା ଅପହରଣ ଅଭିଯୋଗରେ ଯୁବକ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନାବାଳିକାକୁ ଅପହରଣ କରିବା ଅଭିଯୋଗରେ ଆଗଲପୁର ପୋଲିସ ଜନୈକ ଯୁବକକୁ ଗିରଫ କରିବା ସହିତ କୋର୍ଟ ଚାଲାଣ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ବଲାଙ୍ଗିର ଜିଲ୍ଲା ଆଗଲପୁର ଥାନା ଅନ୍ତର୍ଗତ ତେଲେନପାଲି ଗ୍ରାମର ସ୍ୱର୍ଗତ ଧରଣୀ ଗଡତ୍ୟାଙ୍କ ପୁଅ ବୁଲୁ (୨୮) ।…
Read More...

ରାଷ୍ଟ୍ରୀୟ ସ୍ଵୟଂ ସେବକ ସଙ୍ଘ କେଶବ ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଷ୍ଟ୍ରୀୟ ସ୍ଵଂୟ ସେବକ ସଙ୍ଘ ବଲାଙ୍ଗିର କେଶବ ଶାଖାର ବାର୍ଷିକ ଉତ୍ସବ ଗାନ୍ଧୀନଗର ପଡ଼ା ସାପ୍ତାହିକ ବଜାର ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । ସନ୍ଧ୍ୟା ୭ଟାରେ ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘର ଗୌରୀକ ଧ୍ଵଜ୍‌କୁ ପ୍ରତିଷ୍ଠା କରିବା ପରେ ସଂଘର ପୂଜନୀୟ ଭାରତ…
Read More...

ଅଧ୍ୟାପକ ଡ. ରଂଜନ କୁମାର ପାଣିଗ୍ରାହୀ ପାଇଲେ “ସାହିତ୍ୟ ସୁଧା ସମ୍ମାନ”

ବଲାଙ୍ଗିର, (କେପିଏନ୍‌ଏସ୍‌) : କାନ୍ତକବି ସାହିତ୍ୟ ପରିଷଦ, ଭଦ୍ରକ ଦ୍ଵାରା ଆୟୋଜିତ ତୃତୀୟ ରାଜ୍ୟସ୍ତରୀୟ ସାରସ୍ଵତ ସମାରୋହ ଭଦ୍ରକ ସ୍ଥିତ ଶହୀଦ ସ୍ମୃତି ଭବନ ଠାରେ ରବିବାରରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀକାନ୍ତ ପଣ୍ଡାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିବା ବେଳେ…
Read More...

ଆଦ୍ୟାଶକ୍ତି ନାରୀ ସଂଗଠନର ଆନ୍ତର୍ଜାତିକ ମହିଳା ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ଆଦ୍ୟାଶକ୍ତି ନାରୀ ସଂଗଠନ ତରଫରୁ ବିଶ୍ୱ ମହିଳା ଦିବସ ସଭାପତି ମାଳତୀ ଉଦ୍‌ଗାତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ମିନତୀ ଗୁରୁ ମୁଖ୍ୟବକ୍ତା ଓ ରେଭେନ୍ସା ବିଶ୍ୱ…
Read More...

ମାଲପଡା ନାଗରିକ କମିଟିର ନୂତନ କର୍ମକର୍ତ୍ତା ଚୟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ଏକ ବୈଠକ ସ୍ଥାନୀୟ ମାଲପଡା କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ସଭା ପ୍ରାରମ୍ଭରେ କମିଟିର ପୂର୍ବତନ ସଭାପତି କବିରାଜ ଦଶରଥ ମିଶ୍ରଙ୍କ ବିୟୋଗରେ ତାଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା ।…
Read More...

ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ କମିଟି ଗଠନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ଚୁଡାପାଲି ନିକଟସ୍ଥ ଗର୍ଜନ ଗ୍ରାମରେ ଜନ୍ମିତ ଜନସେବୀ, ସଂଗଠକ ଓ ପରୋପକାରୀ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ ପାଇଁ ଏକ କମିଟି ଗଠନ ପାଇଁ ଡ. ପ୍ରେମଚାନ୍ଦ ମହାନ୍ତିଙ୍କ…
Read More...