Browsing Tag

balangir news

ସପ୍ତାହେ ହେଲା ଶିକ୍ଷୟିତ୍ରୀ ନିଖୋଜ : ପୋଲିସ ତଦନ୍ତ ଜାରି

ବଲାଙ୍ଗିର, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଅନ୍ତର୍ଗତ କନ୍ଦାଜୁରୀ ପଞ୍ଚାୟତର ତେନ୍ତୁଳିଖୁଣ୍ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଜନୈକା ସହକାରୀ ଶିକ୍ଷୟିତ୍ରୀ ଗତ ୨୧ ତାରିଖ ଶନିବାର ଠାରୁ ନିଖୋଜ ଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ନିଖୋଜ
Read More...

ଇମ୍ପେରିୟାଲ୍‌ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ

ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀସ୍ୱାସ୍ଥ୍ୟ ହିଁ ସବୁଠାରୁ ବଡ ସଂପଦ - ଅମରେନ୍ଦ୍ର ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପୁରୁଣା ବସଷ୍ଟେଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡି ବିଲଡିଂ ଏସୋସିଏସନ ବଲାଙ୍ଗିର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬ ଷ୍ଟେଟ ଲେବେଲ
Read More...

ମଲମୁଣ୍ଡା ସାଧନ କେନ୍ଦ୍ର ସ୍ତରୀୟ ମାସିକ ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଅଷ୍ଟମ ମାସିକ ବୈଠକ ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଏସ୍‌ପିଡ଼ି, ଓସେପା, ଓଡିଶାଙ୍କ ପତ୍ର ସଂଖ୍ୟା- ୨୫୭୪/ତା.୨୩.୦୨.୨୦୨୬, ଟିଇ ଓ ଏସସିଇଆରଟି,
Read More...

ଅସହାୟ ଭୋକିଲାଙ୍କୁ ଖାଦ୍ୟ ବାଣ୍ଟିବ ସ୍ମାଇଲ ଫର୍‌ ଅଲ୍‌ ସଂଗଠନ

“ପେଟ କେ ମୁଠେ” ଅଭିଯାନ ଆସନ୍ତା ଆଜିଠୁ ହେବ ଆରମ୍ଭ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହରରେ ବିଭିନ୍ନ ବର୍ଗର ଲୋକେ ବାସ କରୁଛନ୍ତି । ସହରରେ ଅନେକ ଲୋକ ଅଛନ୍ତି ଯେଉଁମାନେ ଆର୍ଥିକ ସ୍ତରରେ ସ୍ୱଚ୍ଛଳ ତଥା ଅତି ସ୍ୱଚ୍ଛଳ ବର୍ଗର । ଏମାନଙ୍କ ଭିତରେ ଅନେକ ବି ଲୋକ ଅଛନ୍ତି
Read More...

ପୂର୍ବତନ ସରପଂଚ ତଥା ବିଶିଷ୍ଟ କଂଗ୍ରେସ ନେତା ନୃପରାଜ ବାବୁଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ପିପିର୍ଡା ପଂଚାୟତ ଅନ୍ତର୍ଗତ ପିପିର୍ଡା ଗାଁର ବିଶିଷ୍ଟ କଂଗ୍ରେସ ନେତା ତଥା ପୂର୍ବତନ ସରପଂଚ ନୃପରାଜ ବାବୁଙ୍କ ପରଲୋକ ହୋଇଯାଇଛି । ସେ ୫ ବର୍ଷ ଧରି ପିପିର୍ଡା ଗ୍ରାମ ପଂଚାୟତର ସରପଂଚ ଭାବେ କାର୍ଯ୍ୟ କରି ଅଂଚଳରେ
Read More...

ତୃତୀୟ ସୁକତେଲ ମହୋତ୍ସବ ଉଦଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ଗ୍ରାମ ଠାରେ ତୃତୀୟ ସୁକତେଲ ମହୋତ୍ସବ ଉଦଘାଟିତ ହୋଇଯାଇଛି । ସ୍ୱେଚ୍ଛାସେବୀ ଅନୁଷ୍ଠାନ ନେସନାଲ ସର୍ଭିସ ଫାଉଣ୍ଡେସନ, ବଲାଙ୍ଗିର, ସୁକତେଲ ମହୋତ୍ସବ କମିଟି ଓ ଓଡିଶା ସରକାରଙ୍କର ଓଡ଼ିଆ ଭାଷା, ସାହିତ୍ୟ ଓ
Read More...

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଭାରତୀୟ ଜନତା ପାର୍ଟି ତରଫରୁ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ (ଜିଲ୍ଲା ଯୋଜନା ବୈଠକ) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ସୀମାଞ୍ଚଳ ଖଟେଇ, ଜିଲ୍ଲା
Read More...

ବରିଷ୍ଠ ନାଗରିକମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଦ୍ୟ ତାରିଖ ୨୮ ଫେବୃଆରୀ ୨୦୨୬ ଦିନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ରାଜେନ୍ଦ୍ର ଯୁବକ ସଂଘ ତରଫରୁ ଏକ ବରିଷ୍ଟ ନାଗରିକମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ହାଟପଡ଼ା (ପରିଚୟ ଗୃହ) ଠାରେ ଅନୁଷ୍ଠିତ ହେଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରରେ
Read More...

ଜାତୀୟ ବିଜ୍ଞାନ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଦପଡ଼ାର ରମଣ ଭିପନେଟ ସାଇନ୍ସ କ୍ଲବ ତରଫରୁ "ଜାତୀୟ ବିଜ୍ଞାନ ଦିବସ" ପାଳନ ହୋଇଯାଇଛି । ଶିକ୍ଷୟିତ୍ରୀ ଅପର୍ଣ୍ଣା ପଟେଲଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ଅଧ୍ୟକ୍ଷତା କରିଥିଲେ ।
Read More...

ସ୍ମାଇଲ ଫର ଅଲ୍‌ ଫାଉଣ୍ଡେସନ ତରପରୁ “ପେଟ୍‌ କେ ମୁଠେ” ଅଭିଯାନ ପାଇଁ ମନ୍ତ୍ରୀଙ୍କ ସହ ଆଲୋଚନା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶାର ପଂଚାୟତରାଜ ଏବଂ ଗ୍ରାମ୍ୟ ଜଳ ଯୋଗାଣ ମନ୍ତ୍ରୀ ରବି ନାଏକ ବଲାଙ୍ଗିର ଗସ୍ତ କାର୍ଯ୍ୟକ୍ରମରେ ଆସିଥିଲେ । ବଲାଙ୍ଗିର ସାର୍କିଟ ହାଉସ ଠାରେ ସ୍ମାଇଲ ଫର ଅଲ୍‌ ଫାଉଣ୍ଡେସନ ସଂଗଠନର ପାଂଚ ଜଣିଆ ପ୍ରତିନିଧି ଦଳ ପଂଚାୟତରାଜ ଏବଂ ଗ୍ରାମ୍ୟ ଜଳ ଯୋଗାଣ
Read More...