Browsing Tag

balangir news

ଭିନ୍ନକ୍ଷମ ହିରୋ ସୁନାଙ୍କୁ ଆବାସ ଘର ସାତ ସପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଲକ କୁଟାସିଂହା ପଂଚାୟତ ଡୁଙ୍ଗୁରିପାଲି ଗାଁର ବାସିନ୍ଦା ହିରୋ ସୁନା (୩୭) ଜନ୍ମରୁ ସେ ଭିନ୍ନକ୍ଷମ ଅଟନ୍ତି । ଡାହାଣ ଗୋଡ଼ ସରୁ ହୋଇ ବାମ ଗୋଡ଼ରୁ ଛୋଟ ଥିବାରୁ ଠିକ୍‌ରେ ଚାଲି ପାରନ୍ତି ନାହିଁ କି କୌଣସି କାମ ଧନ୍ଦା
Read More...

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ସାଂସଦ ସଂଗୀତା କୁମାରୀ ସିଂହଦେଓଙ୍କୁ ଅଘରିଆ ସମାଜ ପକ୍ଷରୁ ଭବ୍ୟ ସ୍ୱାଗତ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ଅଖିଳ ଭାରତୀୟ ୮୪ ଘର ଅଘରିଆ ସମାଜ ଆଞ୍ଚଳିକ କମିଟି ତରଫରୁ ଓଡିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ବଲାଙ୍ଗିର ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂହଦେଓଙ୍କୁ ପ୍ରଥମ ବଲାଙ୍ଗିର ଗସ୍ତ କାର୍ଯ୍ୟକ୍ରମରେ ବଲାଙ୍ଗିର ଜଗନ୍ନାଥ
Read More...

ଟାଟା ପାୱାରର ସ୍ମାର୍ଟ ମିଟର ଲଗାଣ ବିରୁଦ୍ଧରେ ବଲାଙ୍ଗିର ନାଗରିକ କମିଟିର ବିଭିନ୍ନ ସାମାଜିକ ଅନୁଷ୍ଠାନ ମାନଙ୍କ ସହ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଟାଟା ପାୱାରର ସ୍ମାର୍ଟ ମିଟର ଲଗାଣକୁ ବଲାଙ୍ଗିର ନାଗରିକ କମିଟି ମୂଳରୁ ବିରୋଧ କରିଆସିଛି । ଟାଟା ପାୱାର ଜବରଦସ୍ତି ସ୍ମାର୍ଟ ମିଟର ଲଗାଇ ବିଦ୍ୟୁତ୍‌ ଉପଭୋକ୍ତଙ୍କ ଉପରେ ବ୍ରିଟିସ୍‌ ରାଜତ୍ୱ ନୀତିରେ ଆର୍ଥିକ ବୋଝ ଲଦିଚାଲିଛି । ଉପଭୋକ୍ତାମାନେ ଟାଟା
Read More...

କଳିକେଶଙ୍କୁ ସମ୍ବର୍ଦ୍ଧନା ଦେଲା ବଲାଙ୍ଗିର ଓକିଲ ସଂଘ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ କୃଷି ବିଶ୍ଵବିଦ୍ୟାଳୟ ଓ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର ଆବଶ୍ୟକତା ରହିଥିବା କହିଛନ୍ତି ବିଧାୟକ କଳିକେଶ ନାରାୟଣ ସିଂହଦେଓ । ଜିଲ୍ଲା ଓକିଲ ସଂଘ ପକ୍ଷରୁ ସଭାପତି ଅମରେଶ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ବିଧାୟକ
Read More...

ଦିଲ୍‌ଦାର୍ ବସ୍‌କୁ ଧକ୍କା ଦେଲା କିଙ୍ଗଫିସର୍‌ ବସ୍ : ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ବିଳମ୍ବିତ ରାତିରେ ବଲାଙ୍ଗିର ଭାଗିରଥି ଛକରେ ଶୋଚନୀୟ ବସ୍‌ ଦୁର୍ଘଟଣା ଦେଖିବାକୁ ମିଳିଛି । ଦୁଇଟି ଦ୍ରୁତଗାମୀ ବସ୍‌ ନବରଙ୍ଗପୁରରୁ ଭୁବନେଶ୍ୱର ପଟକୁ ଯାଉଥିବା ବେଳେ ଉଭୟଙ୍କ ମଧ୍ୟରେ ଧକ୍କା ହେବା ଫଳରେ ଅଳ୍ପକେ ବର୍ତ୍ତିଛନ୍ତି ଦୁଇ ବସ୍‌ର ଯାତ୍ରୀମାନେ
Read More...

ପୂଜ୍ୟପୂଜା ସେବା ସଂଗଠନର କର୍ମକର୍ତ୍ତା ନିର୍ବାଚନ ଓ ପ୍ରଭାକର ରଥଙ୍କ ଶ୍ରାଦ୍ଧ ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଟିକ୍ରାପଡା ସ୍ଥିର ଦଧିବାମନ ମନ୍ଦିର ଠାରେ ଉପଦେଷ୍ଟା ଜୟରାମ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପୂଜ୍ୟପୂଜା ସେବା ସଂଗଠନର ଦୁଇ ବାର୍ଷିକ ନିର୍ବାଚନ ଓ ବାଧିତ ଜନବଂଧୁ ପ୍ରଭାକର ରଥଙ୍କ ୩୩ତମ ଶ୍ରାଦ୍ଧ ସମାରୋହ ପାଳିତ ହୋଇଯାଇଛି । ପ୍ରଥମ
Read More...

୩୦ତମ ଓଡିଶା ରାଜ୍ୟସ୍ତରୀୟ ଉଷୁ ପ୍ରତିଯୋଗିତାରେ ବଲାଙ୍ଗିରକୁ ୫ଟି ପଦକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ରାଉରକେଲାର ମଧୁସୂଦନ ଭବନ ଠାରେ ତା. ୫ରୁ ୭ ଜୁଲାଇ ୨୦୨୪ ୩୦ତମ ଉଷୁ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଓଡିଶାର ୨୨ଟି ଜିଲ୍ଲାରୁ ପ୍ରାୟ ୩୦୦ ପ୍ରତିଯୋଗି ଅଂଶଗ୍ରହଣ କରିଥିଲେ । ସେଥିରେ ବଲାଙ୍ଗିର ଜିଲ୍ଲାରୁ ୬ ଜଣ ପ୍ରତିଯୋଗି ଅଂଶଗ୍ରହଣ କରିଥିଲେ ।
Read More...

ପାଟଣାଗଡ଼ ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ପାଟଣାଗଡ ବ୍ଲକ ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ
Read More...

ଓଡିଶା ପ୍ରାନ୍ତୀୟ ଜୈନ ସଭାର ଶପଥ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ତୁଷୁରା ଜୈନ ଭବନ ଠାରେ ଓଡିଶା ଜୈନ ଶ୍ୱେତାମ୍ବର ତେରାପନ୍ଥ ପ୍ରାନ୍ତୀୟ ସଭାର ଶପଥ ସମାରୋହ ସୋମବାର ଅନୁଷ୍ଠିତ ହୋଇଯାଇଛି । ଶ୍ରବଣୀ ନିଦ୍ଦେର୍ଶିକା ଜିନ ପ୍ରଜ୍ଞାଜୀ ଓ ଶ୍ରବଣୀ କ୍ଷତି ପ୍ରଜ୍ଞାଜୀଙ୍କ ଉପସ୍ଥିତରେ ଶପଥ ଗ୍ରହଣ
Read More...

ଟ୍ରକ୍‌କୁ ପିଟିଲା ବାଇକ୍ : ଜଣେ ମୃତ

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଭବାନୀପାଟଣା – ରାୟପୁର ୧୬ ନମ୍ବର ରାଜ୍ୟ ରାଜପଥର ଶୁଣ୍ଢିମୁଣ୍ଡା ନିକଟରେ ସୋମବାର ରାତିରେ ସଡ଼କ ଦୁର୍ଘଟଣାରେ ଜଣେ ମୃତ । ଗତ ରାତିରେ ଭୁର୍ଶାଗୁଡା ଗ୍ରାମର ବିଜୟ ବନଛୋର ନିଜ ଗାଁରୁ ବାଇକ୍ (ନମ୍ବର ଓଡି ୦୩ ଏବି ୧୫୯୯)ରେ
Read More...