Browsing Tag

balangir news

ସୁକତେଲ ବିସ୍ଥାପିତଙ୍କ କଲୋନୀରେ ପିଇବା ପାଣି ସମସ୍ୟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗାମୀ ଦିନରେ ଲୋୟର ସୁକତେଲ ବନ୍ଧରୁ ବଲାଙ୍ଗିର ଓ ସୁବର୍ଣ୍ଣପୁର ଜିଲ୍ଲାର ହଜାର ହଜାର ହେକ୍ଟର ଜମି ଜଳସେଚିତ ହେବ । ବଲାଙ୍ଗିର ସହରକୁ ପିଇବା ପାଣି ଯୋଗାଇ ଦିଆଯିବ । ଏଥିପାଇଁ ବିସ୍ଥାପିତ ହୋଇଛନ୍ତି ହଜାର ହଜାର ପରିବାର । ଖୁଣ୍ଟପାଲି ଗ୍ରାମବାସୀଙ୍କୁ
Read More...

ଧାରୁଆ ଅସ୍ତ୍ରରେ ନିଜ ଯୌନାଙ୍ଗ କାଟିଲେ ଯୁବକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ଚୁଡାପାଲି ଗାଁରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ମାନସିକ ଭାରସାମ୍ୟ ହରାଇ ନିଜ ଯୌନାଙ୍ଗକୁ ଧାରୁଆ ଅସ୍ତ୍ରରେ କାଟିଲେ ଯୁବକ । ଯୁବକଙ୍କ ନାଁ ପୁରୁଷୋତ୍ତମ କୁମୁରା । ତାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପରିବାର
Read More...

କୁଶଙ୍ଗ ପଂଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଂଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ କୁଶଙ୍ଗର ମୋ ସ୍କୁଲ ଅଭିଯାନ ଆନୁକୁଲ୍ୟରେ ନିର୍ମିତ ନୂତନ ୪ଟି ଶ୍ରେଣୀ କୋଠରୀର ଶୁଭ ଉଦ୍‌ଘାଟନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ମୁକେଶ ମହାଲିଙ୍ଗ ମାନ୍ୟବର ମନ୍ତ୍ରୀ,
Read More...

ସଂସ୍କୃତ ପରିଷଦ ବଲାଙ୍ଗିରର ମାସିକ ଅଧିବେଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନୃସିଂହ ମନ୍ଦିର ପରିସରରେ ସଂସ୍କୃତ ପରିଷଦ ବଲାଙ୍ଗିରର ମାସିକ ଅଧିବେଶନ ବରିଷ୍ଠ ଆଇନଜୀବୀ ଜୟରାମ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସହ-ସଂପାଦକ ସଂକୀର୍ତ୍ତନ ତ୍ରିପାଠୀ ସଭା କାର୍ଯ୍ୟ ପରିଚାଳନା କରିଥିବା ବେଳେ ସଭାପତିଙ୍କ ନିର୍ଦ୍ଦେଶ କ୍ରମେ
Read More...

ସେଞ୍ଚୁରିଅନ୍‌ ବିଦ୍ୟାଳୟ ପରିସରରେ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ ସମାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶିକ୍ଷାର ମୂଳ ଲକ୍ଷ୍ୟ ହେଲା ବ୍ୟକ୍ତିର ସର୍ବାଙ୍ଗୀନ ବିକାଶ କରିବା । ଶିକ୍ଷାନୁଷ୍ଠାନ ଏହି ଲକ୍ଷ୍ୟ ପୂର୍ତ୍ତିରେ ସହାୟକ ହୋଇଥାଏ । ଦଶମ ଶ୍ରେଣୀ ଶିକ୍ଷା ସମାପ୍ତି ପରେ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କର କ୍ୟାରିଅର ନିର୍ମାଣରେ ପ୍ରମୁଖ ଭୂମିକା ଗ୍ରହଣ
Read More...

ଭୀମଭୋଇ ମେଡିକାଲ୍‌ କଲେଜ ଷଷ୍ଠ ବାର୍ଷିକ ଉତ୍ସବରେ ଯୋଗଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଭୀମଭୋଇ ମେଡିକାଲ୍‌ କଲେଜରେ ଷଷ୍ଠ ବାର୍ଷିକ ଉତ୍ସବ ପାଳନ କରାଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପୂଜାର୍ଚ୍ଚନା ପରେ ସଭା
Read More...

ବଲାଙ୍ଗିରରେ ସ୍ପେଶିଆଲ୍‌ ପରଠା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳଙ୍କ ବାସଭବନ ନିକଟରେ ଥିବା ମିଶନ ଶକ୍ତି ଷ୍ଟଲ୍‌ । ଟେରାକୋଟା ସାମଗ୍ରୀ ଏବଂ ମିଶନ ଶକ୍ତି ମା' ମାନଙ୍କ ହସ୍ତଶିଳ୍ପ ସାମଗ୍ରୀ ବିକ୍ରିବଟା ପାଇଁ ପରିଚୟ ହାସଲ କରିଥିଲା । ଏବେ କିନ୍ତୁ ଏହି ଷ୍ଟଲର ଆଉ ଏକ ପରିଚୟ ହେବାକୁ ଯାଉଛି । କେବଳ
Read More...

ଫ୍ରେଣ୍ଡସ୍‌ କ୍ଲବ ପକ୍ଷରୁ ନୂତନ ବିଧାୟକ କଳିକେଶଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ଭବନ ଠାରେ ଫ୍ରେଣ୍ଡସ୍‌ କ୍ଲବ ପକ୍ଷରୁ ନବନିର୍ବାଚିତ ବିଧାୟକ କଳିକେଶ ନାରାୟଣ ସିଂଦେଓହଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ବଲାଙ୍ଗିରର ବିଭିନ୍ନ ସାମାଜିକ, ସାଂସ୍କୃତିକ ଅନୁଷ୍ଠାନ ଯୋଗଦେଇ ନୂତନ
Read More...

ବରିଷ୍ଠ ନାଗରିକ ସଂଘର ସାଧାରଣ ବୈଠକରେ ଯୋଗଦେଲେ ଏସ୍‌ପି ରିଷିକେଶ ଖିଲାରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ବଲାଙ୍ଗିର ବରିଷ୍ଠ ନାଗରିକ ସଂଘର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ନାଗରିକ ସଂଘର ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜନ କରାଯାଇଥିବା ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଏସ୍‌ପି ରିଷିକେଶ ଖିଲାରୀ ଯୋଗ
Read More...

ବଲାଙ୍ଗିର ବ୍ଲକରେ ବିଧାୟକ କଳିକେଶଙ୍କ ସମୀକ୍ଷା ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ ଆଜି ବଲାଙ୍ଗିର ସଦର ବ୍ଲକ ମୁଖ୍ୟାଳୟ ଠାରେ ବିଭିନ୍ନ ବିଭାଗର ସମୀକ୍ଷା କରିଛନ୍ତି । ଦେଓଗାଁ ବ୍ଲକ ଓ ବଲାଙ୍ଗିର ସଦର ବ୍ଲକକୁ ନେଇ ଏହି ସମୀକ୍ଷା ବୈଠକ କରାଯାଇଥିଲା । ମୂଳତଃ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ
Read More...