ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରତ୍ୟାହାର ଦାବିରେ ଏଆଇଏସ୍ଇସି ପକ୍ଷରୁ ଦାବିପତ୍ର ପ୍ରଦାନ
ବଲାଙ୍ଗିର, (କେପିଏନ୍ଏସ୍) : ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ତୁରନ୍ତ ପ୍ରତ୍ୟାହାର ଦାବି ନେଇ ସାରା ଭାରତ ଶିକ୍ଷା ବଞ୍ଚାଅ କମିଟି ବଲାଙ୍ଗିର ଜିଲ୍ଲା ପକ୍ଷରୁ ଗତ ୩୦ ଅଗଷ୍ଟରେ ଏକ କନଭେନସନ୍ ସ୍ଥାନୀୟ ଯାଦବ ଭବନରେ ଅନୁଷ୍ଠିତ ହୋଇଥିଲା । କନଭେନସନ୍ର ନିଷ୍ପତ୍ତିକୁ ଭିତ୍ତି କରି ଆଜି!-->…
Read More...
Read More...