Browsing Tag

balangir news

ପିପି ଏକାଡେମୀ ସଭାକକ୍ଷରେ ଆୟୋଜିତ “ଆମ ମଞ୍ଚ ନାଟକ : ଆଶା ଓ ଆଶଙ୍କା” ମାସିକ ରଚନା ସନ୍ଧ୍ୟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାଧାରଣ ମଣିଷର କଥା, ବ୍ୟଥା ଓ ଗାଥା ଏବଂ ସର୍ବୋପରି, ତାର ଜୀବନ ଓ ଅନୁଭୂତିକୁ ନେଇ ମଞ୍ଚସ୍ଥ ହେଉଥିବା ନାଟକ ଦର୍ଶକଙ୍କୁ ଆକୃଷ୍ଟ କରିବା ସହିତ ସମାଜରେ ଦୀର୍ଘସ୍ଥାୟୀ ପ୍ରଭାବ ପକାଇଥାଏ । ଆଜିକାଲି ମନୋରଞ୍ଜନର ବିଭିନ୍ନ ବିକଳ୍ପ ସହଜରେ ମିଳି ଯାଉଥିବାରୁ ଆମ…
Read More...

ବଲାଙ୍ଗିର ପଥରଚେପା ଗାଁରେ ଗୋଷ୍ଠୀ ସଂଘର୍ଷ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦରଥାନା ଅନ୍ତର୍ଗତ ପଥରଚେପା ଗାଁରେ ଗୋଷ୍ଠୀ ସଂଘର୍ଷ । ସାମାନ୍ୟ ଗଞ୍ଜେଇ ଟାଣିବାକୁ କେନ୍ଦ୍ର କରି ହୋଇଥିଲା ଏହି ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ଦୁଇପକ୍ଷର ୫ଜଣ ଆହତ ହୋଇଛନ୍ତି । ଆହତମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ…
Read More...

ଜାତୀୟ ଯୁବ ଉତ୍ସବ – ୨୦୨୫ ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜାତୀୟ ଯୁବ ଉତ୍ସବ - ୨୦୨୫ ନିମନ୍ତେ ଓଡିଶା ସରକାରଙ୍କ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଜିଲ୍ଲା ସସ୍କୃତି ପରିଷଦ, ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ଯୁବ ଉତ୍ସବ ତଥା ବିଭିନ୍ନ…
Read More...

ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରିୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସମେତ, ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତରରେ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତରେ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ନ୍ୟାୟାଳୟର, ଜିଲ୍ଲା ନ୍ୟାୟାଧିଶ ଡ. ପବିତ୍ର ମୋହନ…
Read More...

ବିଲେଇସର୍ଡା କଲେଜର ବାର୍ଷିକ କ୍ରୀଡା ଉଦ୍‌ଯାପିତ

"ଖେଳରୁ ଶୃଙ୍ଖଳାବୋଧ ଶିକ୍ଷା କରାଯାଏ " ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡ଼ା କଲେଜର ବାର୍ଷିକ କ୍ରୀଡା ଉଦ୍‌ଯାପିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ପୁରୁଷୋତ୍ତମ ଭଞ୍ଜ ଏହି କ୍ରୀଡା ଉତ୍ସବକୁ ଉଦ୍‌ଘାଟନ କରି ନିଜ ବକ୍ତବ୍ୟରେ କ୍ରୀଡା ମାଧ୍ୟମରେ ଶରୀର…
Read More...

ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପି.ଆର୍‌. ଖେଳ ପଡିଆରେ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଜିଲ୍ଲା ଶାରୀରିକ ଶିକ୍ଷାଧିକାରୀ ପ୍ରଦୀପ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ…
Read More...

ସିଏନସି ମହାବିଦ୍ୟାଳୟରେ ଯୁବ ରେଡ଼୍‌କ୍ରସ ପ୍ରବେଶ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସିଏନସି ମହାବିଦ୍ୟାଳୟରେ ଯୁବ ରେଡ଼୍‌କ୍ରସ ପ୍ରବେଶ କାର୍ଯ୍ୟକ୍ରମ ବା YRC induction programme ପାଳିତ ହୋଇଯାଇଛି । ସିଏନସି ମହାବିଦ୍ୟାଳୟର ଅଧ୍ୟକ୍ଷ କହ୍ନେଇଁ ଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ…
Read More...

ଜେ.ଏସ୍.ଏମ କଳା, ବିଜ୍ଞାନ ଏବଂ ବାଣିଜ୍ୟ ମହାବିଦ୍ୟାଳୟର ୨ ଦିନିଆ ଶିକ୍ଷା ଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜେ.ଏସ୍.ଏମ କଳା, ବିଜ୍ଞାନ ଏବଂ ବାଣିଜ୍ୟ ମହାବିଦ୍ୟାଳୟର ୪୬ ଛାତ୍ରଛାତ୍ରୀ ଓ ୯ ଜଣ ଶିକ୍ଷକ ଶିକ୍ଷୟତ୍ରୀମାନେ ୨ଦିନିଆ ଏକ ଶିକ୍ଷା ଯାତ୍ରାରେ ଭାଇଜାଗ୍ (ଭିଶାଖାପଟ୍ଟନମ) ଯାଇଥିଲେ । ଏହି ଯାତ୍ରାର ଉଦ୍ଦେଶ୍ୟ ହେଉଛି ଛାତ୍ରଛାତ୍ରୀମାନଙ୍କୁ…
Read More...

ପତିତପାବନ ଏକାଡେମୀ ହୀରକ ଜୟନ୍ତୀ ଅବସରରେ କବାଡ଼ି ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖ ୨ ଦିନ ଧରି ହେବାକୁ ଥିବା ପତିତପାବନ ଏକାଡେମୀ ହୀରକ ଜୟନ୍ତୀ ଅବସରରେ ସ୍ଥାନୀୟ ଟାଉନ୍ ବାଳକ ହାଇସ୍କୁଲ ଖେଳ ପଡିଆଠାରେ କବାଡ଼ି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସିନୁସୁନ୍ଦର ପାଢୀଙ୍କ…
Read More...

ସଇଁତଲାରେ ଆକ୍ସିସ ବ୍ୟାଙ୍କ ଶାଖା ଉଦ୍‌ଘାଟିତ

ବଲାଙ୍ଗିର, (ପ୍ରମୋଦ କୁମାର ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ନବୀନ ଛକ ପାଖରେ ଆକ୍ସିସ ବ୍ୟାଙ୍କ ଶାଖା ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ସଇଁତଲା ଆକ୍ସିସ ବ୍ୟାଙ୍କ ମେନେଜର ପଙ୍କଜ କୁମାର ଜେନାଙ୍କ ତତ୍ତ୍ୱାବଧାନରେ ସଇଁତଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୟ କୁମାର ଭୋଇ ମୁଖ୍ୟଅତିଥି…
Read More...