Browsing Tag

balangir news

ମାଁ’ ନିତେଇ ଧୋବଣୀଙ୍କ ଚୈତ୍ର ପର୍ବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ରଜକ ସମାଜ ରରଫରୁ, ମଙ୍ଗଳବାର ପୂର୍ଣ୍ଣିମା ଦିନ ଇଷ୍ଟଦେବୀ ମାଁ ନିତେଇ ଧୋବଣୀଙ୍କ ଚୈତ୍ର ପର୍ବ ବଲାଙ୍ଗିର, ବିଷ୍ଣୁମୁଣ୍ଡା ଗ୍ରାମସ୍ଥିତ ମାଁ ନିତେଇ ଧୋବଣୀଙ୍କ ମନ୍ଦିରରେ ମହାଆଡମ୍ବରରେ ପାଳିତ ହୋଇଯାଇଛି । ପ୍ରଥମେ ମନ୍ଦିରର ପୂଜକ
Read More...

କୁଲୁତା ସମାଜ ବଲାଙ୍ଗିର ଦ୍ୱାରା କୁଲୁତା ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଭଗବତି ନଗର ସ୍ଥିତ କୁଲୁତା ସମାଜ ବଲାଙ୍ଗିର ତରଫରୁ କୁଲୁତା ଜାତିର ଇଷ୍ଟଦେବୀ ରଣେଶ୍ୱର ରାମଚଣ୍ଡିଙ୍କ ଚୈତ୍ର ପୂର୍ଣ୍ଣିମା, ବାସନ୍ତିକ ପୂଜା ତଥା କୁଲୁତା ଦିବସ ସମାଜ କାର୍ଯ୍ୟାଳୟରେ ମହାସମାରୋହରେ ପାଳିତ ହୋଇଛି । ପୂଜକ ସୁରଥ ପ୍ରଧାନଙ୍କ
Read More...

ବଲାଙ୍ଗିର ଖ୍ରୀଷ୍ଟିଆନ୍‌ ସମୁଦାୟଙ୍କୁ ଭେଟିଲେ ନରସିଂହ ଓ ସମରେନ୍ଦ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିର୍ବାଚନ ପରିପ୍ରେକ୍ଷୀରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଏବଂ ବଲାଙ୍ଗିର କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ଭିନ୍ନ ଭିନ୍ନ ବର୍ଗର ଭୋଟର୍‌ଙ୍କ ସହ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମରେ ସାକ୍ଷାତ କରି ସେମାନଙ୍କ ସହଯୋଗ ସମର୍ଥନ କାମନା କରୁଥିବା
Read More...

ଝାଡାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କୁ ସାକ୍ଷାତ କଲେ କଳିକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉପରଝରରେ ଝାଡାବାନ୍ତିରେ ଆକ୍ରାନ୍ତ ରୋଗୀଙ୍କୁ ସାକ୍ଷାତ କରିବା ସହିତ ସେମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଛନ୍ତି ବଲାଙ୍ଗିର ବିଜେଡ଼ି ବିଧାୟକ ପ୍ରାର୍ଥୀ କଳିକେଶ ନାରାୟଣ ସିଂହଦେଓ । ଦେଓଗାଁ ବ୍ଲକ୍‌ ଉପରଝର ଗାଁରେ ୬୫ ଜଣ ବ୍ୟକ୍ତି ଡାଇରିଆ ରୋଗରେ
Read More...

ଜଗନ୍ନାଥପଡ଼ାର ରାମଲୀଳାରେ ‘ରାମ ବନବାସ’

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜଗନ୍ନାଥପଡ଼ା ରାମଲୀଳାର ଚତୁର୍ଥ ରଜନୀରେ ପ୍ରଦର୍ଶିତ ହୋଇଛି ରାମ ବନବାସ । କରୁଣ ରସରେ ଭରପୂର ରାମାୟଣର ରାମ ବନବାସ ଦୃଶ୍ୟ ହଜାର ହଜାର ଦର୍ଶକଙ୍କୁ ସ୍ତବ୍ଧ କରି ପକାଇଥିବା ଦେଖିବାକୁ ମିଳିଛି । ରାମଜୀ ନାଟ୍ୟ ସଂସଦର ନିଆରା ପ୍ରୟାସରେ ଚାଲିଥିବା
Read More...

ସେମିଷ୍ଟର ପରୀକ୍ଷାରେ ଅନିୟମିତତା ଅଭିଯୋଗ : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ ଜିଲ୍ଲା ପ୍ରଶାସନର ଦ୍ୱାରସ୍ଥ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସେମିଷ୍ଟର ପରୀକ୍ଷାରେ ଅନିୟମିତତା ଅଭିଯୋଗ କରି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଏଥି ସକାଶେ ଆଜି ବଲାଙ୍ଗିର ଜିଲ୍ଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ଛାତ୍ରଛାତ୍ରୀମାନେ । ଛାତ୍ରଛାତ୍ରୀମାନେ ଅଭିଯୋଗ
Read More...

ସମରେନ୍ଦ୍ର – ନରସିଂହଙ୍କ ମାରାଥନ ନିର୍ବାଚନ ପ୍ରଚାର

ଲୋକଙ୍କୁ ମିଛ କହି ଭୋଟ ମାଗୁଥିବା ରାଜନେତାଙ୍କୁ ବରଖାସ୍ତ କରନ୍ତୁ : ସମରେନ୍ଦ୍ର ବଲାଙ୍ଗିର, (କେପିଏନ୍‌ଏସ୍‌) : ନିର୍ବାଚନ ପାଇଁ ସମରେନ୍ଦ୍ର - ନରସିଂହଙ୍କ ମାରାଥନ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଛି । ସବୁ ଦଳର ରାଜନେତା ଭୋଟ୍‌ ମାଗିବା ପାଇଁ ଆପଣମାନଙ୍କ ପାଖକୁ ଆସିବେ । ଭୋଟ୍‌ ଦେବା
Read More...

ଚୁଡାପାଲି ଶିଶୁ ମନ୍ଦିରର ବାର୍ଷିକ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଚୁଡାପାଲିର ବାର୍ଷିକ ଉତ୍ସବ ପରିଚାଳନା ସମିତିର ସଭାପତି ରୂପଧର ନାହାକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଶ୍ରୀମତୀ ଆରତୀ ଭୋଇ ବରିଷ୍ଠ ପ୍ରଶାସନିକ ଅଧିକାରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବଲାଙ୍ଗିର
Read More...

ଓଡିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବଲାଙ୍ଗିରର ଦହିପାଣି ବଣ୍ଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାପ୍ତାହିକ ବଜାର ହାଟପଦାପଡା ବଲାଙ୍ଗିରଠାରେ ଓଡିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବଲାଙ୍ଗିର ଶାଖା ପକ୍ଷରୁ ଦହିପଣା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପସଭାପତି ପର୍ଶୁରାମ ନାୟକ, ସାଧାରଣ ସଂପାଦକ ମଲିଆ ଗଡୁଆ,
Read More...

ସେଞ୍ଚୁରିଅନ୍‌ ବିଶ୍ୱ ବିଦ୍ୟାଳୟ ପରିସରରେ ଫୁଡ଼ ଫେଷ୍ଟିଭାଲ୍‌ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତୀୟ ସଂସ୍କୃତିରେ ଶିକ୍ଷା ସମୃଦ୍ଧିର ପରିଚାୟକ ଅଟେ । ଏହି କ୍ରମରେ ସମସ୍ତ ପ୍ରକାର ବିଷୟ ମଣିଷର ଉନ୍ନତି ପାଇଁ ଆବଶ୍ୟକ ଅଟେ । ଭାରତୀୟ ଶିକ୍ଷା ପଦ୍ଧତିରେ ପ୍ରାଚୀନ କାଳରୁ ରନ୍ଧନ ବିଦ୍ୟା ଅନ୍ତର୍ଭୁକ୍ତ ହୋଇ ରହିଛି । ଏହାକୁ ଏକ କଳା ଭାବରେ ଗ୍ରହଣ
Read More...