ବଲାଙ୍ଗିର ଜିଲ୍ଲାସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ : ଜିଲ୍ଲାରେ ମେ ୨୭ରୁ ରବି ଧାନ କ୍ରୟ ଆରମ୍ଭ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ଜିଲ୍ଲାସ୍ତରୀୟ କ୍ରୟ କମିଟିର ଅଧ୍ୟକ୍ଷ ତଥା ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି!-->…
Read More...
Read More...