Browsing Tag

balangir news

ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ଅବସର ପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ମାସିକ ବୈଠକ ସଭାପତି ଗୋବିନ୍ଦ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଂପାଦକ କୃଷ୍ଣଚନ୍ଦ୍ର ନାଥ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ ।
Read More...

ଲୋକ କଳା ସଂସ୍କୃତି ଗବେଷକମାନଙ୍କ ସମାବେଶ

ବଲାଙ୍ଗିର, (ଦେବାଶିଷ ମିଶ୍ର): ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟରୁ ସ୍ୱିକୃତୀ ପାଇଥିବା ପଶ୍ଚିମ ଓଡିଶାର ସମସ୍ତ କନିଷ୍ଠ ଏବଂ ବରିଷ୍ଠ ଲୋକ ସଂସ୍କୃତି ଗବେଷକ, ଯୁବ କଳାକାର ମେଧାବୃତ୍ତି ଏବଂ ସାଂସ୍କୃତିକ ପ୍ରତିଭା ଅନ୍ୱେଷଣ ମେଧାବୃତ୍ତିମାନଙ୍କ ଏକ ସମାବେଶ ପଶ୍ଚିମ ଓଡିଶା ଲୋକ
Read More...

ଜେଏସଏମ କମର୍ସ ଡିଗ୍ରୀ କଲେଜର ଛାତ୍ର ଅର୍ଚ୍ଚିସ୍ମାନ ମିଶ୍ର ବି.କମ୍ ୨୦୨୨-୨୫ ଶିକ୍ଷା ବର୍ଷରେ ରାଜେନ୍ଦ୍ର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜେଏସଏମ କମର୍ସ ଡିଗ୍ରୀ କଲେଜ, ଯାହା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସଂଯୁକ୍ତ, ଛାତ୍ର ଅର୍ଚ୍ଚିସ୍ମାନ ମିଶ୍ର ବି.କମ୍ (୨୦୨୨–୨୦୨୫) ଶିକ୍ଷା ବର୍ଷରେ ବିଶ୍ୱବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରି ସୂର୍ଣ୍ଣ ପଦକରେ ସମ୍ମାନିତ ହେଇଛନ୍ତି । ଏହି ଅଭୂତପୂର୍ବ
Read More...

ଇଣ୍ଟର ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ରେଡ କମ୍ବାଇନ କଣ୍ଟାବାଞ୍ଜି ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମଠାରେ ଓଡିଶା କ୍ରିକେଟ ଏସୋସିଏସନ ଓ ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଇଣ୍ଟର ସ୍କୁଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଆଜିର ଉଦ୍‌ଘାଟନୀ ମ୍ୟାଚ ଟି ରେଡ
Read More...

ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଭେଟିଲେ ଓଷ୍ଟା କର୍ମକର୍ତ୍ତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଓଷ୍ଟା ସଂଘର ଜିଲ୍ଲା ସଭାପତି ପ୍ରଦୀପ କୁମାର ପୁଟେଲ ଓ ସଂପାଦକ ଶଙ୍କର ପ୍ରସାଦ ମିଶ୍ରଙ୍କ ନେତୃତ୍ୱରେ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ ନାଗଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ସାକ୍ଷାତକାର
Read More...

ବଲାଙ୍ଗିର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦ୍ୱାରା ଗୃହ ପରିଦର୍ଶନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଆଜି ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗଙ୍କ ତତ୍ୱାବଧାନରେ ଚାଲୁଥିବା 'ଲାର୍ନିଙ୍ଗ ଏଟ ଡୋରଷ୍ଟେପ' କାର୍ଯ୍ୟକ୍ରମ ଅନୁସାରେ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସେବା ଶ୍ରୀ ଭୋଇ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,
Read More...

ଜିଲ୍ଲା ଯୁବ କୁଲୁତା ସମାଜକୁ ପ୍ରକୃତି ମିତ୍ର ପୁରସ୍କାର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର ସ୍ଥିତ କୃଷି ଶିକ୍ଷା ସଦନ କନ୍‌ଫରେନସ୍‌ ହଲରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜକୁ ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ
Read More...

ବିନୟ ପାଣ୍ଡେ ଓଡିଶା ଭାରୋତ୍ତଳନ ସଂଘର କାର୍ଯ୍ୟକାରୀ କମିଟିର ସଭ୍ୟ ମନୋନିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ପାଇଁ ଏକ ଗର୍ବ ଓ ଗୌରବ ବିଷୟ । ଇତି ମଧ୍ୟରେ ଓଡିଶା ରାଜ୍ୟ ଭାରୋତ୍ତଳନ ସଂଘର ନିଷ୍ପତ୍ତି କ୍ରମେ ବଲାଙ୍ଗିର ସହର ମହାଲକ୍ଷ୍ମୀ ନଗର ମୂଳ ନିବାସୀ ବିନୟ ରଂଜନ ପାଣ୍ଡେଙ୍କୁ ରାଜ୍ୟ ଭାରୋତ୍ତଳ ସଂଘର କାର୍ଯ୍ୟକାରୀ କମିଟି ସଭ୍ୟ ଭାବେ ମନୋନିତ
Read More...

କାର୍‌ ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ କାର୍‌ ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ । ବଲାଙ୍ଗୀର-ଭବାନୀପାଟଣା ଜାତୀୟ ରାଜପଥ ୨୬ ରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଡାକବଙ୍ଗଳାରେ ଚାରି ଚକିଆ ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି ।
Read More...

ବିଶିଷ୍ଟ ସଂଗଠକ ସଞ୍ଜୀବ ସାହୁଙ୍କ ଦେହାନ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମଙ୍ଗଳବାର ରାତ୍ର ପ୍ରାୟ ୨ଘଣ୍ଟା ସମୟରେ ବିଶିଷ୍ଟ ସଂଗଠକ ସଞ୍ଜୀବ ସାହୁଙ୍କ ନିଜସ୍ୱ ଏବିଏସଏସ ସ୍ଥିତ ବାସ ଭବନରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ସମୟରେ ତାଙ୍କୁ ୬୪ ବର୍ଷ ହେଉଥିଲା । ସେ ଜଣେ ବଳିଷ୍ଠ ସଂଗଠକ, ପରୋପକାରୀ, ଅମାୟିକ ବ୍ୟକ୍ତିତ୍ଵ ଥିଲେ ।
Read More...