ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୂଲ୍ୟରେ ଚାଲିଥିବା ଫୁଟବଲ ଖେଳ ୮ଟି ପଡିଆରେ ହୋଇଯାଇଛି । ଚୁଡାପାଲି ହାଇସ୍କୁଲ ପଡିଆରେ ଭାଲୁପିଟା ୨-୧ ଗୋଲରେ ଡଙ୍ଗାଘାଟକୁ ଓ ଲରମ୍ଭା ୧-୦ ଗୋଲରେ ଚାଣ୍ଟିମୁଣ୍ଡାକୁ ହରାଇ ବିଜୟୀ ହେଲା । ଅତିଥି ଭାବେ ପୂର୍ବତନ!-->…
Read More...
Read More...