Browsing Tag

balangir news

ଏପ୍ରିଲ ୧କୁ କଳା ଦିବସ ରୂପେ ପାଳନ କଲା ମିଳିତ କୋଶଲ କ୍ରିୟାନୁଷ୍ଠାନ କମିଟି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଶଲ ରାଜ୍ୟ ସମନ୍ୱୟ ସମିତି, କୋଶଲ ସେନା, କୋଶଲ ମୁକ୍ତି ମୋର୍ଚ୍ଚା, ବିଭିନ୍ନ ଯୁବ ସଂଗଠନ, ସାମାଜିକ ଓ ସାଂସ୍କୃତିକ ସଂଗଠନକୁ ନେଇ ଆଜି ବଲାଙ୍ଗିରରେ ଏପ୍ରିଲ୍‌ ୧କୁ କଳା ଦିବସ ଭାବେ ପାଳନ କରାଯାଇଛି । ସ୍ଥାନୀୟ
Read More...

ପୂଜ୍ୟପୂଜାର ଅଗ୍ରଗମନ : ‘ପରିବ୍ୟାପ୍ତ ପରିଧି’ ବିମୋଦନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନ ଆନୁକୁଲ୍ୟରେ ବଲାଙ୍ଗିର ଟାଉନ ଉଚ୍ଚ ବାଳିକା ବିଦ୍ୟାଳୟର ସଭାଗୃହରେ ଏକ ସାରସ୍ୱତ ସଭା ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ ଆଇନଜୀବୀ ଜୟରାମ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ
Read More...

ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳିରୁ ଏସ୍‌ୟୁସିଆଇରୁ ପ୍ରାର୍ଥୀ ସୁନିଲ ଭୋଇ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳିରୁ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ପକ୍ଷରୁ ବିଶିଷ୍ଟ ଯୁବନେତା ସୁନିଲ ଭୋଇଙ୍କୁ ପ୍ରାର୍ଥୀ କରାଯାଇଛି । ଦାଦନ ସମସ୍ୟା, ସ୍ଥାୟୀ ସମାଧାନ, ଦେଓଗାଁ ଚିନିକଳର ପୁନଃରୁଦ୍ଧାର, କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ, ପ୍ରତ୍ୟେକ
Read More...

କୁଣ୍ଡାବୁଟୁଲା ଛେଳିଆ ସାହୁ ହାଇସ୍କୁଲର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ୍‌ ଅନ୍ତର୍ଗତ କୁଣ୍ଡାବୁଟୁଲା ଛେଳିଆ ସାହୁ ହାଇସ୍କୁଲର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ଉତ୍କଳ ଦିବସ ଅବସରରେ ପୂଜା ମଣ୍ଡପ ଓ ଭଗବାନ ଶ୍ରୀଗଣେଶ ଓ
Read More...

ବଲାଙ୍ଗିର ପୋଲିସ ପକ୍ଷରୁ ୮୯ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମୋନହରପୁର ରିଜର୍ଭ ପୋଲିସ ପଡ଼ିଆରେ ପାଳିତ ହୋଇଯାଇଛି ୮୯ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ପୋଲିସ ପକ୍ଷରୁ ଶୃଙ୍ଖଳିତ ପ୍ୟାରେଡ୍‌ ପ୍ରଦର୍ଶନ ହୋଇଥିବା ବେଳେ ଅଭିବାଦନ ଗ୍ରହଣ କରିଛନ୍ତି ବଲାଙ୍ଗିର ଆରକ୍ଷୀ ଅଧିକ୍ଷକ
Read More...

ଜିଲ୍ଲା ଓବିସି ଅବସରପ୍ରାପ୍ତ କର୍ମଚାରୀ ସଂଘ ଗଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ରାଜେନ୍ଦ୍ରପଡା ସ୍ଥିତ ଜିଲ୍ଲା ଓବିସି ମଞ୍ଚ ବଲାଙ୍ଗିର କାର୍ଯ୍ୟାଳୟ ପରିସରରେ ମଲିଆ ଗଡୁଆଙ୍କ ଆବାହନ କ୍ରମେ ବଲାଙ୍ଗିର ଜିଲ୍ଲାର ଓବିସି ଅବସରପ୍ରାପ୍ତ କର୍ମଚାରୀ ମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ରାଜ୍ୟ ଓବିସି ମଞ୍ଚ ଓଡ଼ିଶାର
Read More...

ପଶ୍ଚିମ ଓଡିଶା ସଂକୀର୍ତ୍ତନ ପରିଷଦର ଚତୁର୍ଦ୍ଦଶ ବାର୍ଷିକ ଉତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସଦାଇପାଲି ପଲ୍ଲିଶ୍ରୀବିହାର ରାଧାକୃଷ୍ଣ ମନ୍ଦିର ପରିସରରେ ପଶ୍ଚିମ ଓଡିଶା ସଂକୀର୍ତ୍ତନ ପରିଷଦର ଚତୁର୍ଦ୍ଦଶ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାର ୧୯ଟି ସଂକୀର୍ତ୍ତନ ଦଳ ସଦାଇପାଲି ଗ୍ରାମରେ ନଗର
Read More...

ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଏଲୋରା ମିଶ୍ରଙ୍କ ଦ୍ୱାରା ଗଠିତ ଶ୍ରୀହରିନାମ ପ୍ରଚାର ସମିତି ପକ୍ଷରୁ ବିଷ୍ଣୁମୁଣ୍ଡା ସ୍ଥିତ ଅନ୍ନପୂର୍ଣ୍ଣା ନଗର ଠାରେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଡା. ଅଶୋକ କୁମାର ସେଠୀ ଯୋଗଦାନ କରିଥିଲେ । ସମିତିର ପ୍ରତିଷ୍ଠାତା
Read More...

ଯୁବ କୁଲୁତା ସମାଜ ଭାଉଜ ଦିଅରଙ୍କ ରକ୍ତଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ୍‌ କଙ୍କରିୟା ଗ୍ରାମର ମକରଧ୍ୱଜ ପଧାନ ଓ ବଙ୍ଗୋମୁଣ୍ଡା ବ୍ଲକ୍‌ ପିପଲମୁଣ୍ଡା ଗ୍ରାମର ଭାନୁମତି ଜାନି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଶରୀରରେ ରକ୍ତାଭାବରୁ ଡାକ୍ତର
Read More...

ଜାମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବର୍ଜ୍ୟବସ୍ତୁ ପରିଚାଳନା କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜାମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇକୋ କ୍ଲବ୍‌ ଆନୁକୁଲ୍ୟରେ ସଂସ୍କୃତ ଅଧ୍ୟାପକ ସି. ଭୋଇଙ୍କ ଅଧ୍ୟକ୍ଷତାରେ ପରିବେଶ ଶିକ୍ଷା ଅନ୍ତର୍ଗତ ବର୍ଜ୍ୟବସ୍ତୁ ପରିଚାଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପରିଚାଳନା କମିଟିର
Read More...