Browsing Tag

balangir news

ଆସନ୍ତା ୧୦ରେ ବଲାଙ୍ଗିର ଜିଲ୍ଲା ବରିଷ୍ଠ ବର୍ଗ ପୁରୁଷ ଓ ମହିଳା କବାଡି ଚୟନ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆସନ୍ତା ତା.୧୩ରୁ ୧୫ ଫେବୃୟାରୀରେ କଟକ ଠାରେ ହେବାକୁ ଥିବା ଆନ୍ତଃରାଜ୍ୟ ବରିଷ୍ଠ ପୁରୁଷ ଓ ମହିଳା କବାଡି ପ୍ରତିଯୋଗିତାରେ ବଲାଙ୍ଗିର ଜିଲ୍ଲାରୁ ଭାଗ ନେବା ପାଇଁ ଆସନ୍ତା ୧୦.୦୨.୨୦୨୬ ରିଖ ମଙ୍ଗଳବାର ବଲାଙ୍ଗିର ଜିଲ୍ଲା ବରିଷ୍ଠ ବର୍ଗ ପୁରୁଷ ଓ ମହିଳା
Read More...

କୁଲତାପଡା ହାଇସ୍କୁଲ ଠାରେ ବାର୍ଷିକ ଉତ୍ସବ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ କୁଲତାପଡା ହାଇସ୍କୁଲ ଠାରେ ପଞ୍ଚମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ଦେଓଗାଁ ବ୍ଲକର ପୂର୍ବତନ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଦ୍ୟ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା
Read More...

୫ମ ବାର୍ଷିକ ସଂକୀର୍ତ୍ତନ୍ୟ ମହୋତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସଂକୀର୍ତ୍ତନ୍ୟ କଳା ସଂସ୍କୃତି ମହାସଂଘର ୫ମ ବାର୍ଷିକ ମହୋତ୍ସବ କୁଟାସିଂହା ଡୁଙ୍ଗୁରିପାଲି ଠାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ମହୋତ୍ସବରେ ପ୍ରାୟ ୪୩ରୁ ଅଧିକ ସଂକୀର୍ତ୍ତନ୍ୟ ଦଳ ସଂକୀର୍ତ୍ତନ୍ୟ ପରିବେଷଣ କରିଥିଲେ । ମୁଖ୍ୟ ଅତିଥି ଭାବେ
Read More...

ପିଏମ୍‌ଶ୍ରୀ ପି.ଆର. ହାଇସ୍କୁଲରେ ବାର୍ଷିକ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପିଏମ୍‌ଶ୍ରୀ ପି.ଆର. ହାଇସ୍କୁଲ ପ୍ରାଙ୍ଗଣରେ ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠିଙ୍କ ସଭାପତିତ୍ୱରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ଅନୁଷ୍ଠିତ ସଭାରେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ସେଠି ଯୋଗଦାନ କରି କର୍ମ ଏବଂ
Read More...

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଅନ୍ୟତମ ଅଗ୍ରଣୀ ଶିକ୍ଷାନୁଷ୍ଠାନ ସରକାରୀ ମହାବିଦ୍ୟାଳୟ । ବଲାଙ୍ଗିରର ଉଭୟ ଯୁକ୍ତଦୁଇ ଏବଂ ଯୁକ୍ତତିନିର ମିଳିତ ବାର୍ଷିକ ଉତ୍ସବ 'ମଲ୍ଲାର' ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦରଙ୍କ ସଭାପତିତ୍ୱରେ
Read More...

ଉତ୍କଳ ପ୍ରାଦେଶିକ ମାରୱାଡ଼ି ମହିଳା ସମ୍ମେଳନ ବଲାଙ୍ଗିରର ନୂତନ ନେତୃତ୍ୱ

ସନ୍ତୋଷ ଲାଲ ଅଧ୍ୟକ୍ଷା, ସୁନୀତା ସମ୍ପାଦିକା ଭାବେ ମନୋନୀତ ବଲାଙ୍ଗିର, (କେପିଏନ୍‌ଏସ୍‌) : ଉତ୍କଳ ପ୍ରାଦେଶିକ ମାରୱାଡ଼ି ମହିଳା ସମ୍ମେଳନର ବଲାଙ୍ଗିର ଶାଖାରେ ନୂତନ ନେତୃତ୍ୱ ନିର୍ବାଚନ ସହିତ ମହିଳା ସଶକ୍ତିକରଣ ଦିଗରେ ଏକ ନୂତନ ଅଧ୍ୟାୟର ଆରମ୍ଭ ହୋଇଛି । ୨୦୨୬ରୁ ୨୦୨୮ ବର୍ଷ ପାଇଁ
Read More...

ପିତାମହୁଲ ଗାଁରେ ଅଷ୍ଟପ୍ରହରୀ ନାମଯଜ୍ଞ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଲଣ୍ଡା ପଞ୍ଚାୟତର ପିତାମହୁଲ ଗାଁରେ ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏଥିପାଇଁ ଗୁରୁବାର ଦିନ ସନ୍ଧ୍ୟାରେ କଳସ ଯାତ୍ରା କରାଯାଇଥିଲା ଓ ଶୁକ୍ରବାର ଦିନ ସକାଳ ୭ ଘଣ୍ଟା ୫୨ ମିନିଟରେ ନାମଯଜ୍ଞ ଆରମ୍ଭ
Read More...

ବଲାଙ୍ଗିର ଶାନ୍ତିପଡା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବର୍ତ୍ତମାନର ବଡ଼ ଖବର, ବଲାଙ୍ଗିର ଶାନ୍ତିପଡା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଦୁଇ ଗୁରୁତର ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି । ବଲାଙ୍ଗିର ପାଟଣାଗଡ଼ ରୋଡ଼ ପଟୁ ଦୃତଗତିରେ ଦୁଇ ଜଣ ବ୍ୟକ୍ତି ଏକ ବାଇକ ଓଡ଼ି ୦୩ଜି ୫୧୬୦
Read More...

ବଲାଙ୍ଗିର ଜିଲ୍ଲାରେ ଫାଇଲେରିଆ ନିରାକରଣ ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଫାଇଲେରିଆ ନିରାକରଣ ଅଭିଯାନ ଚଳିତ ବର୍ଷ ଫେବୃଆରୀ ୧୦ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ବଲାଙ୍ଗିର ପୌରପରିଷଦ ଅନ୍ତର୍ଗତ ଶାସ୍ତ୍ରୀନଗର, କନ୍ଧପାଲିପଡା ଓ ଫେବୃଆରୀ ୨୦ ତାରିଖରୁ ମାର୍ଚ୍ଚ ୦୧ ତାରିଖ ପର୍ଯ୍ୟନ୍ତ ଆଗଲପୁର ବ୍ଲକରେ
Read More...

ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଯାପିତ

"କ୍ରୀଡା ମାନସିକ ଓ ଶାରୀରିକ ବିକାଶର ମୂଳ ଆଧାର" ବଲାଙ୍ଗିର (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ନିଜସ୍ୱ ମିନି ଷ୍ଟାଡିୟମ ଠାରେ ଉଦଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ
Read More...