Browsing Tag

balangir news

୨୦ତମ ରାଜ୍ୟ ଜାମ୍ବୋରେଟ୍ ଓ ସ୍ୱତନ୍ତ୍ର ଆଦିବାସୀ ଜାମ୍ବୋରେଟ୍ କ୍ୟାମ୍ପରେ ବଲାଙ୍ଗିର ଜିଲ୍ଲା ଭାରତ ସ୍କାଉଟସ୍ ଏବଂ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟ ତାଲିମ କେନ୍ଦ୍ର ଓ ଦୁଃସାହସିକ ଅନୁଷ୍ଠାନ, ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡ଼ସ୍ ବରୁଣେଇ, ଖୋର୍ଦ୍ଧାଠାରେ ଡିସେମ୍ବର ୨୨ ରୁ ୨୬ ତାରିଖ ପର୍ଯ୍ୟନ୍ତ ଚାଲିଥିବା "୨୦ତମ ରାଜ୍ୟ ଜାମ୍ବୋରେଟ୍ ଓ ସ୍ୱତନ୍ତ୍ର ଆଦିବାସୀ ଜାମ୍ବୋରେଟ୍" କ୍ୟାମ୍ପରେ
Read More...

ଚିମିନିଭାଟିପଡ଼ା ଶାସ୍ତ୍ରୀ କ୍ଲବ ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ୨୭ ଡିସେମ୍ବର ୨୦୨୫ ଦିନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା, ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ । ଏକ ବରିଷ୍ଟ ନାଗରିକ ମାନଙ୍କ ପାଇଁ ସ୍ଵାସ୍ଥ୍ୟ ସେବା ଶିବିର ଚିମିନିଭାଟିପଡ଼ା (ଶାସ୍ତ୍ରୀ କ୍ଲବ) ଠାରେ ଅନୁଷ୍ଠିତ ହେଇଥିଲା । ଏହି
Read More...

ବନଦୁର୍ଗା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ମାଗୁରବେଡାକୁ ହରାଇ ଅମାମୁଣ୍ଡା ଚମ୍ପିୟାନ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଲୋଇସିଂହା ବ୍ଲକ ଅନ୍ତର୍ଗତ ମାଗୁରବେଡା ପଂଚାୟତ ନିକଟରେ ଲୋୟର ସୁକତେଲ ଡ୍ୟାମ ଖେଳ ପଡିଆରେ ବନଦୁର୍ଗା ଫୁଟବଲ ଟୁର୍ଣ୍ଣାମେଣ୍ଟ ୫ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଚତୁର୍ଥ ଦିବସରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ
Read More...

ଡିଆର୍‌ଏମ୍‌କୁ ଭେଟିଲା ରେଳ ଉପଭୋକ୍ତା ସଂଘ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସମ୍ବଲପୁର ରେଳ ମଣ୍ଡଳର ଡିଆର୍‌ଏମ୍‌ଙ୍କୁ କ୍ଷେତରାଜପୁରର କାର୍ଯ୍ୟାଳୟ ଠାରେ ବଲାଙ୍ଗିର ଜିଲ୍ଲା ରେଳ ଉପଭୋକ୍ତା ସଂଘର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଭେଟିଥିଲେ । ସଂଘର ବିଭିନ୍ନ ସମସ୍ୟାକୁ ନେଇ ଉପସ୍ଥାପନ କରାଯାଇ
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ସାଧାରଣ ପରିଷଦ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ସରକାରୀ ଟାଉନ ବାଳିକ ଉଚ୍ଚ ବିଦ୍ୟାଳୟ ଠାରେ ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ସାଧାରଣ ପରିଷଦ ବୈଠକ ଉପ-ସଭାପତି ହରେକୃଷ୍ଣ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ମୁଖ୍ୟ ଉପଦେଷ୍ଟା ନାରାୟଣ ପାଢୀ, ଉପ-ସଭାପତି
Read More...

ଜିଲ୍ଲା ବାରିକ ସମାଜର ସାଧାରଣ ପରିଷଦ ବୈଠକ

ଜିଲ୍ଲା ସଭାପତି ଭାବରେ ନବୀନ କୁମାର ପସାୟତ ମନୋନୀତ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଯାଦବ ଭବନ ଠାରେ ଜିଲ୍ଲା ବାରିକ ସମାଜର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକାରୀ ସଭାପତି ଶଙ୍କର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ସାଙ୍ଗଠନିକ ଉପରେ
Read More...

ବଲାଙ୍ଗିର ପୋଲିସର ବଡ଼ ସଫଳତା : ଲୁଟେରା ଶ୍ୱଶୁର ଜ୍ୱାଇଁ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୋଲିସକୁ ମିଳିଛି ବଡ଼ ସଫଳତା । ଶ୍ୱଶୁର ଜ୍ୱାଇଁଙ୍କୁ ଧରି ଏସ୍‌ପି ଅଭିଳାଷ ଜି କଲେ ବଡ଼ ଖୁଲାସା । ଜିଲ୍ଲା ପୋଲିସ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏସ୍‌ପି ଅଭିଳାଷ ଜି ଯୋଗ ଦେଇ ବିଭିନ୍ନ ସ୍ଥାନରେ ହୋଇଥିବା ଲୁଟ ଘଟଣାର
Read More...

ଅଖିଳ ଭାରତୀୟ ମାରୱାଡି ମହିଳା ସମ୍ମେଳନର ଓଡିଶା ଶାଖା ତରଫରୁ ମହିଳା ସମ୍ମିଳନୀରେ ଯୋଗ ଦେଲେ ସାଂସଦ ସଙ୍ଗୀତା ସିଂହଦେଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଖିଳ ଭାରତୀୟ ମାରୱାଡି ମହିଳା ସମ୍ମେଳନର ଓଡିଶା ଶାଖା ତରଫରୁ ଏକ ମହିଳା ସମ୍ମିଳନୀ ବିଦ୍ୟା ହେଭେନ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ
Read More...

ଖୁଟୁଣାପାଣି କପ୍‌ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ : ରେଙ୍ଗଟାସିଲ ବିଜୟୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପାଟଣାଗଡ ବ୍ଲକ ଅନ୍ତର୍ଗତ ଖୁଟୁଣାପାଣି ଖେଳ ପଡିଆ ଠାରେ ଦୁଇ ଦିନ ଧରି ଚାଲିଥିବା ଖୁଟୁଣାପାଣି କପ ଫୁଟବଲ ପ୍ରତିଯୋଗିତା ପାଟଣାଗଡ଼ ବ୍ଲକ ବନେଇମୁଣ୍ଡା ପଞ୍ଚାୟତ ଖୁଟୁଣାପାଣି ଖେଳପଡ଼ିଆ ଠାରେ ଖୁଟୁଣାପାଣି ଫୁଟବଲ କ୍ଲବ ଦ୍ୱାରା ଅନୁଷ୍ଠିତ
Read More...

ବଲାଙ୍ଗିର ସିଭିଲ୍ କୋର୍ଟଠାରେ ମାଗଣା ସ୍ୱାସ୍ଥ୍ୟ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା, ବଲାଙ୍ଗିର ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ୱାସ୍ଥ୍ୟ ଶିବିର ସିଭିଲ କୋର୍ଟ ବଲାଙ୍ଗିର ଠାରେ ଅନୁଷ୍ଠିତ ହୋଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରର ମୂଳ
Read More...