Browsing Tag

balangir news

ମେଣ୍ଡା ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ପରଲୋକ

ବଲାଙ୍ଗିର/ତରଭା, (କେପିଏନ୍‌ଏସ୍‌) : ତରଭା ବ୍ଲକ ମେଣ୍ଡା ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ଲକ୍ଷ୍ମୀନ୍ଦ୍ର ପର୍ଡିଆ(୮୦)ଙ୍କ ପରଲୋକ ହୋଇଯାଇଛି । ଗତ କିଛିଦିନ ହେଲା ସେ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ଶୁକ୍ରବାର ଦିନ ୧୦ଟା ସମୟରେ ତାଙ୍କ ମେଣ୍ଡା ପର୍ଡିଆପଡା ସ୍ଥିତ ବାସଭବନରେ
Read More...

ନେସ୍‌ନାଲ୍‌ ପିସ୍‌ ୟୁନିସନ୍‌ ବଲାଙ୍ଗିରରେ ଭାରତର ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନେସ୍‌ନାଲ୍‌ ପିସ୍‌ ୟୁନିସନ୍‌ ବଲାଙ୍ଗିର ଦ୍ୱାରା ପରିଚାଳିତ ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଶାସ୍ତ୍ରୀନଗରଠାରେ ଭାରତର ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି । ଉକ୍ତ ଦିବସରେ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଆଶା ମା', ମହିଳା ଆରୋଗ୍ୟ
Read More...

ନଅଗାଁ(ଖ)ରେ ଗ୍ରାମସଭା ଅନୁଷ୍ଠିତ : ପ୍ରଥମ ଥର ଶିଶୁଙ୍କ ପାଇଁ ବଜେଟ ଗ୍ରାମପଞ୍ଚାୟତରେ ଅନୁମୋଦିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର (ଡୁୁଡୁୁକା) ବ୍ଲକର ନଅଗାଁ (ଖ) ଗ୍ରାମପଞ୍ଚାୟତର ସଭା ଗୃହଠାରେ ସରପଞ୍ଚ ବୃନ୍ଦାବନ ସେଠଙ୍କ ଅଧ୍ୟକ୍ଷତାରେ ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାରେ ୨୦୨୪-୨୫ ଆର୍ଥିକ ବର୍ଷରେ ନଅଗାଁ ଗ୍ରାମପଞ୍ଚାୟତରେ ପ୍ରଥମ ଥର ଶିଶୁମାନଙ୍କର କଲ୍ୟାଣ
Read More...

ମହିମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଆ ଭାଷା ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମହିମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମହିମୁଣ୍ଡାରେ ଓଡ଼ିଆ ଭାଷା ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ‘ନୂଆ-ଓ’ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ସମ୍ପର୍କିତ ସାଂସ୍କୃତିକ ସମ୍ଭାର ମଧ୍ୟରେ ଆୟୋଜିତ ବର୍ଣ୍ଣାଢ଼୍ୟ ଉଦ୍‌ଯାପନୀ ସମାରୋହରେ
Read More...

ସୁଶ୍ରୀ ଶିକ୍ଷା ଅନୁଷ୍ଠାନ ସମୂହର ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦାଇପାଲି ସ୍ଥିତ ସୁଶ୍ରୀ ଶିକ୍ଷା ଅନୁଷ୍ଠାନ ସମୂହ ଦ୍ୱାରା ୭୫ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ସହକାରୀ ଜିଲ୍ଲାପାଳ ସୋମକେଶ ନାୟକ ଓ ଅନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ବିଶିଷ୍ଟ ସମାଜସେବୀ
Read More...

ଜେଏସ୍‌ଏମ୍‌ ବାଣିଜ୍ୟ ଏବଂ କଳା ମହାବିଦ୍ୟାଳୟରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜେଏସ୍‌ଏମ୍‌ ବାଣିଜ୍ୟ ଏବଂ କଳା ମହାବିଦ୍ୟାଳୟ ପରିଷର ମଧ୍ୟରେ ଆଜି ୭୫ତମ ଗଣତନ୍ତ୍ର ଦିବସ ଗର୍ବ ଏବଂ ସମ୍ମାନର ସହିତ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ସିଏ ଶ୍ରୀକାନ୍ତ ଶର୍ମା, ଉପଦେଷ୍ଟା ମନରଞ୍ଜନ ସହୁ, ପ୍ରଧାନ ଶିକ୍ଷକ ପିତବାସ ପଣ୍ଡା ଓ ଆଜିର
Read More...

ବଲାଙ୍ଗିର ପୌରାଞ୍ଚଳ ଯାଦବ ମହାସଭା ପକ୍ଷରୁ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଯାଦବ ଭବନଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ଜିଲ୍ଲା କ୍ରୀଡା ଅଧିକାରୀ ପରାସର ବାଗ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ ଏବଂ ନିଜର ମତ ପୋଷଣ କରିଥିଲେ । ପୌରାଞ୍ଚଳ ସଭାପତି ସନ୍ଦିପ ବାଗ, ସଂପାଦକ ବସନ୍ତ ଷାଣ୍ଢ,
Read More...

ବଲାଙ୍ଗିର ପୌରପରିଷଦ କାର୍ଯ୍ୟାଳୟଠାରେ ୭୫ତମ ସାଧାରଣତନ୍ତ୍ର ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରପରିଷଦ କାର୍ଯ୍ୟାଳୟଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗଦାନ କରି ପତାକା ଉତ୍ତୋଳନ କରିଥିଲେ । ଏହି ଦିବସରେ ପୌରପରିଷଦର କାର୍ଯ୍ୟ ନିର୍ବାହୀ
Read More...

ବଲାଙ୍ଗିର ପବ୍ଲିକ ସ୍କୁଲରେ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ ସ୍କୁଲ ପରିସରରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ । ବିଦ୍ୟାଳୟର
Read More...

ବଲାଙ୍ଗିର ମନୋହରପୁର ରିଜର୍ଭ ପୋଲିସ ପଡିଆରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସାରା ଦେଶ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ । ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ସହର ମନୋହରପୁର ରିଜର୍ଭ ପୋଲିସ ପଡିଆ ପରିସରରେ ୭୫ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ହର୍ଷ ଉଲ୍ଲାସର ସହ ପାଳିତ ହୋଇଯାଇଛି । ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ
Read More...