Browsing Tag

balangir news

ବଲାଙ୍ଗିର ପବ୍ଲିକ ସ୍କୁଲରେ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ ସ୍କୁଲ ପରିସରରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ । ବିଦ୍ୟାଳୟର
Read More...

ବଲାଙ୍ଗିର ମନୋହରପୁର ରିଜର୍ଭ ପୋଲିସ ପଡିଆରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସାରା ଦେଶ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ । ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ସହର ମନୋହରପୁର ରିଜର୍ଭ ପୋଲିସ ପଡିଆ ପରିସରରେ ୭୫ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ହର୍ଷ ଉଲ୍ଲାସର ସହ ପାଳିତ ହୋଇଯାଇଛି । ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ
Read More...

ପୌଷ ପୂର୍ଣ୍ଣିମା ଅବସରରେ ଶ୍ରୀରାମ ମନ୍ଦିରଠାରେ ପୁଷ୍ୟାଭିଷେକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୌଷ ପୂର୍ଣ୍ଣିମା ଅବସରରେ ଶ୍ରୀରାମ ମନ୍ଦିର ବାନ୍ଧନଘୋରଠାରେ ପୁଷ୍ୟାଭିଷେକ ଉତ୍ସବ ଶ୍ରୀରାମ ମନ୍ଦିର ପରିଚାଳନା କମିଟି, ଶ୍ରୀରାମ ସେବା ସମିତି ଓ ଓଡିଶା ସରକାରଙ୍କ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ
Read More...

ଜଳ ସେଚନ ବିଭାଜନ ପକ୍ଷରୁ ଟିଟିଲାଗଡ଼ଠାରେ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଟିଟିଲାଗଡ଼ କ୍ଷୁଦ୍ର ଜଳ ସେଚନ ଉପ ବିଭାଜନ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୁଧବାର ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି, ଡ. ଦଳ ଗୋବିନ୍ଦ ବିଶି ମୁଖ୍ୟ ବକ୍ତା, ଜିଲ୍ଲା
Read More...

ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହେଲା ଚତୁର୍ଦ୍ଦଶ ଜାତୀୟ ମତଦାତା ଦିବସ

ନୂତନ ପଞ୍ଜିକୃତ ଭୋଟରଙ୍କୁ ପରିଚୟ ପତ୍ର ପ୍ରଦାନ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଆଜି ଚତୁର୍ଦ୍ଦଶ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ସକାଳ ୮ଟା ସମୟରେ କୋଶଳ କଳା ମଣ୍ଡଳ ପରିସରରୁ ଏକ ସଚେତନତା ରାଲିର ଆୟୋଜନ
Read More...

ସାମ୍ବାଦିକଙ୍କୁ ସୁରକ୍ଷା ଏବଂ ପେନ୍‌ସନ୍‌ ପ୍ରଦାନ କରିବା ଦାବୀ ନେଇ ଓୟୁଜେର ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାମ୍ବାଦିକଙ୍କୁ ସୁରକ୍ଷା ଏବଂ ପେନ୍‌ସନ୍‌ ପ୍ରଦାନ କରିବା ଦାବୀ ନେଇ ଆଜି ବଲାଙ୍ଗିର ଓୟୁଜେ ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ନିର୍ବାଚନ ଆଗରୁ ରାଜ୍ୟ ସରକାର ଦାବୀ ଗୁଡିକ ପୂରଣ ନକଲେ ଆଗାମୀ
Read More...

ସହଯୋଗ ଫାଉଣ୍ଡେସନ୍ ଦ୍ଵାରା ୭୫ ଜଣଙ୍କ ନିଃଶୁଳ୍କ ଅସ୍ଥି ବିସର୍ଜନ ସମାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବାଲାଙ୍ଗିରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସହଯୋଗ ଫାଉଣ୍ଡେସନ୍ ଦ୍ୱାରା ନିଃଶୁଳ୍କ ଅସ୍ଥି ବିସର୍ଜନ ସେବା ଅନୁଷ୍ଠିତ ହୋଇଯାଇଛି । ପ୍ରୟାଗରାଜର ପବିତ୍ର ସଙ୍ଗମରେ ୭୫ ଜଣଙ୍କର ଅସ୍ଥି ବିସର୍ଜନ କରାଯାଇଥିଲା । ହିନ୍ଦୁ ଶାସ୍ତ୍ରରେ ଉଲ୍ଲେଖ କରାଯାଇଛି
Read More...

ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟାଉନ ଉଚ୍ଚ ବିଦ୍ୟାଳୟଠାରେ ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଧୃବଚରଣ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଭୀମଭୋଇ
Read More...

ଦ୍ୱିତୀୟ ମଣି ବରିହା ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ

ଖୁଜେନପାଲିକୁ ହରାଇ ଅମାମୁଣ୍ଡା ସେମିଫାଇନାଲରେ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦ୍ୱିତୀୟ ମଣି ବରିହା ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଖୁଜେନପାଲି ପଡିଆରେ ଜନକଲ୍ୟାଣ ଯୁବକ ସଂଘ କାଲସାଏପାଲି ତରଫରୁ ଆୟୋଜନ କରାଯାଇଛି । ଦ୍ୱିତୀୟ ବର୍ଷରେ ଫୁଟବଲ କୋଚ ମଣି ବରିହା ସ୍ମାରକୀ ଫୁଟବ
Read More...

ମା’ ରଣେଶ୍ୱର ରାମଚଣ୍ଡି କ୍ରିକେଟ କ୍ଲବ ହର୍ଡାଟାଲ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ହର୍ଡାଟାଲ ଧୋବା ହାଇସ୍କୁଲ ପଡିଆରେ ଆର୍‌ଆର୍‌ସିସି ଆନୁକୂଲ୍ୟରେ ପାଂଚ ଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଯାପିତ ହୋଇଯାଇଛି । ୧୬ଟି କ୍ରିକେଟ ଦଳ ଅଂଶଗ୍ରହଣ କରିଥିଲେ । ଆଜି ଫାଇନାଲ ମ୍ୟାଚରେ ଭରସୁଜାକୁ ହରାଇ
Read More...