Browsing Tag

balangir news

ଲୋଇସିଂହାରେ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋଇସିଂହାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ତରଫରୁ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି । ଲୋଇସିଂହାର ଅଗ୍ରସେନ ଭବନଠାରେ ଏହି କାର୍ଯ୍ୟକ୍ରରେ ଅତିଥି ଭାବେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି,
Read More...

ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍‌ପିଟାଲ୍‌ରେ ନୂଆ-ଓ ଓଡିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍‌ପିଟାଲ୍‌ରେ ଅନୁଷ୍ଠିତ ହୋଇଥିବା ନୂଆ-ଓ ଓଡିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମର ପୁରସ୍କାର ବିତରଣ ଏବଂ ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଅତିଥି ରୂପେ ପଦ୍ମଶ୍ରୀ କୈଳାଶ ଚନ୍ଦ୍ର ମେହେର,
Read More...

ଟିଟିଲାଗଡ଼ ରୋଡସ୍ଥିତ ସ୍ମାର୍ଟ ଶ୍ମଶାନକୁ ନିୟମିତ କାର୍ଯ୍ୟକ୍ଷମ କରିବା ନିମନ୍ତେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର…

ବଲାଙ୍ଗିର, (କେପିଏନ୍‌ଏସ୍‌) :ଟିଟିଲାଗଡ଼ ରୋଡସ୍ଥିତ ସ୍ମାର୍ଟ ଶ୍ମଶାନକୁ ନିୟମିତ କାର୍ଯ୍ୟକ୍ଷମ କରିବା ନିମନ୍ତେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ ପୌର ପ୍ରଶାସନକୁ ଦାବିପତ୍ର ପ୍ରଦାନ କରାଯାଇଛି । ଦାବିପତ୍ରରେ ଉଲ୍ଲେଖ ଅଛି ଯେ, ବଲାଙ୍ଗିର-ଟିଟିଲାଗଡ଼ ରୋଡର ଶିଳ୍ପାଞ୍ଚଳ ନିକଟସ୍ଥ
Read More...

୨୨ରେ ବଲାଙ୍ଗିରରେ ରାମଲାଲା ପ୍ରାଣ ପ୍ରତିଷ୍ଠା ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ହେବାକୁ ଥିବା ଶ୍ରୀରାମ ଜନ୍ମଭୂମି ପ୍ରତିଷ୍ଠା ଉତ୍ସବ ତଥା ଶ୍ରୀରାମଲାଲା ପ୍ରାଣ ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ ବଲାଙ୍ଗିର ଜିଲ୍ଲାରେ ବ୍ୟାପକ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ୨୨ ତାରିଖ ଦିନ ଜିଲ୍ଲାବ୍ୟାପୀ ହେବାକୁ ଥିବା
Read More...

ପୁଇଁତଲା ବ୍ଲକ କଂଗ୍ରେସର ସାଙ୍ଗଠାନିକ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁତଲା ବ୍ଲକ କଂଗ୍ରେସ ପକ୍ଷରୁ ସଭାପତି ଉମାକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସ୍ଥାନୀୟ ବେଲବାହାଲିର ପ୍ରେମାନନ୍ଦ ବିହାରଠାରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ କମିଟି ବୁଥ୍‌ କମିଟି ଜାନୁୟାରୀ ୩୧ ସୁଦ୍ଧା ଗଠନ କରିବା ପାଇଁ ବୈଠକରେ ନିଷ୍ପତ୍ତି
Read More...

ବଲାଙ୍ଗିର ମୁଖ୍ୟ ପ୍ରାଣୀଚିକିତ୍ସା କେନ୍ଦ୍ର ସମ୍ମୁଖରେ ଧାରଣାରେ ବସିଲେ ପ୍ରାଣୀ ଚିକିତ୍ସକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରାଣୀଚିକିତ୍ସା ସେବା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତରଣର ଆବଶ୍ୟକତା ସମ୍ପର୍କରେ ଓଡ଼ିଶା ପ୍ରାଣୀଚିକିତ୍ସା ସେବା ସଂଘ ତରଫରୁ ବିଗତ ବର୍ଷ ବର୍ଷ ଧରି ବାରମ୍ବାର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଥିବାବେଳେ ରାଜ୍ୟ ସରକାର ଏଥିପ୍ରତି କର୍ଣ୍ଣପାତ ନକରିବାରୁ
Read More...

ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗିରଠାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ୨୦୨୪ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ବଲାଙ୍ଗିରଠାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗଦାନ କରିଥିଲେ । ମୁଖ୍ୟବକ୍ତା ଭାବେ ବ୍ୟଙ୍ଗ କବି ଅଚ୍ୟୁତ ପୁରୋହିତ, ସମ୍ମାନିତ
Read More...

ବାତିଲ୍‌ ହେଲା ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ୨୨ ଜାନୁଆରୀରେ ହେବାକୁ ଥିବା ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ବାତିଲ୍‌ କରାଯାଇଛି । ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ଶାସନ ସଚିବଙ୍କ ଚିଠି ନମ୍ବର ୧୯୯୯ ଅନୁସାରେ ଏହି ଦିନକୁ ରାଜ୍ୟ ସରକାର ଦିବା ୨.୩୦ ଯାଏ ଛୁଟି
Read More...

ସମସ୍ୟା ଶୁଣିବ ଲଳିତ ଦରବାର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗରିବ, ଅସହାୟ, ଖଟିଖିଆ, ଶ୍ରମିକଙ୍କ ସୁଖ ଦୁଃଖରେ ସାମିଲ ହେଉଥିଲେ । ଅଭିଯୋଗ ଓ ସମାଧାନ ଭିତରେ ଏକ ସେତୁ ଭଳି ତାଙ୍କ ଭୂମିକା ରହୁଥିଲା । ସାମାଜିକ ଜୀବନର ସେ ଥିଲେ ଅଜାତଶତ୍ରୁ । ତାଙ୍କ ବିୟୋଗ କେବଳ ବଲାଙ୍ଗିର ନୁହେଁ ସମଗ୍ର ଓଡ଼ିଶା ପାଇଁ ଏକ ଅପୂରଣୀୟ
Read More...

ଚୁଡାପାଲି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଶିକ୍ଷା ବ୍ୟବସ୍ଥା ସୁଦୃଢ ନହେଲେ ସମାଜ ଅନ୍ଧକାର ଭିତରକୁ ଠେଲି ହୋଇଯିବ : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଚୁଡାପାଲି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ଯୋଗଦେଲେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ଏହି ଅବସରରେ ସେ କହିଛନ୍ତି ଯେ, କଥାରେ ଅଛି ଯଦି
Read More...