Browsing Tag

balangir news

ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ କାର୍ଯ୍ୟକ୍ରମର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ପଞ୍ଜୀକରଣ ନିମନ୍ତେ ସଚେତନତା କରିବା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଜିଲ୍ଲାପାଳ ଚଞ୍ଚଳ ରାଣା ୩ଟି ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ୩ଟି ଉପଖଣ୍ଡ ଅନ୍ତର୍ଗତ ସମସ୍ତ
Read More...

ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବାର୍ଷିକ ଉତ୍ସବ ଯେକୌଣସି ଅନୁଷ୍ଠାନର ଉପଲବ୍ଧି ଓ ଆତ୍ମ ବିଶ୍ଲେଷଣ ପାଇଁ ଆବଶ୍ୟକ ହୋଇଥାଏ । ଏଇ ଆଭିମୁଖ୍ୟ ନେଇ ସେଞ୍ଚୁରିଅନ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ବଲାଙ୍ଗିର ସହରରେ ଅବସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ
Read More...

ହିଟ୍ ଏଣ୍ଡ ରନ୍ ଆଇନକୁ ବିରୋଧ : ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା ଡ୍ରାଇଭର ମହାସଂଘ

ବଲାଙ୍ଗିର, (ଦେବାଶିଷ ମିଶ୍ର) : କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣିତ ନୂତନ ହିଟ୍ ଏଣ୍ଡ ରନ୍ ଆଇନକୁ ବିରୋଧ ଜାରି ରହିଛି । ଏହି ଆଇନକୁ ସରକାର ସଂପୂର୍ଣ୍ଣ ଭାବେ ପ୍ରତ୍ୟାହାର କରିବା ଦାବିରେ ବଲାଙ୍ଗିର ଜିଲ୍ଲା ଡ୍ରାଇଭର ମହାସଂଘ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ
Read More...

ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ବଲାଙ୍ଗିର ସହରରେ ବିଶାଳ ସଚେତନତା ରାଲି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାନୁଆରୀ ୧ରୁ ୭ ତାରିଖ ପର୍ଯ୍ୟନ୍ତ ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ଆଜି ବଲାଙ୍ଗିର ସହରରେ ଆୟୋଜିତ ହୋଇଛି ଛାତ୍ରଛାତ୍ରୀମାନଙ୍କ ଏକ ବିଶାଳ ରାଲି । ସ୍ଥାନୀୟ ପିଆର୍‌ ହାଇସ୍କୁଲ୍‌ରୁ ଆରମ୍ଭ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର
Read More...

ଦ୍ୱିତୀୟ ଦିନରେ ପହଂଚିଲା ଡ୍ରାଇଭର୍‌ମାନଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦ୍ୱିତୀୟ ଦିନରେ ପହଂଚିଛି ଡ୍ରାଇଭର୍‌ମାନଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ । ସରକାରଙ୍କ ହିଟ୍‌ ଏଣ୍ଡ ରନ୍‌ ଆଇନକୁ ବିରୋଧ କରି ଡ୍ରାଇଭର୍‌ ସମୁଦାୟ ଆନ୍ଦୋଳନକୁ ଓହ୍ଲାଇବା ପରେ ଗମନା ଗମନ ବେଶ୍‌ ବାଧାପ୍ରାପ୍ତ ହୋଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲାପାଳଙ୍କ
Read More...

ପ୍ରସିଦ୍ଧ ବଳି ଯାତ୍ରା ଶୁଲିଆ ଆସନ୍ତା ୧୬ରେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ୧୬ ତାରିଖ ଦିନ ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ ହେବ । ଏହି ଯାତ୍ରାର ପ୍ରସ୍ତୁତି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବଲାଙ୍ଗିର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉପଜିଲ୍ଲାପାଳ ପ୍ରଭାସ
Read More...

ବିଶ୍ୱ ପକ୍ଷୀ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ମଧ୍ୟରେ କରଙ୍ଗାକଟା, ନରସିଂହ ବନ୍ଧ ଓ ମାରୱାଡି ତଥା ୧୭ ଗୋଟି ବନ୍ଧ ଜଳାଶୟମାନଙ୍କରେ ପକ୍ଷୀ ଆଗାମନକୁ ନେଇ ପରିବେଶ ପ୍ରେମୀମାନଙ୍କ ଦ୍ୱାରା ସହରର କରଙ୍ଗାକଟାଠାରେ ବିଶ୍ୱ ପକ୍ଷୀ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପକ୍ଷୀ ସୁରକ୍ଷା ଉପରେ
Read More...

ବଲାଙ୍ଗିର ଜିଲ୍ଲାରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଫାଇଲେରିଆ ନିରାକରଣ ଅଭିଯାନ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ବଲାଙ୍ଗିର ଜିଲ୍ଲାରେ ଚଳିତ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ
Read More...

ବଲାଙ୍ଗିରରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ : ଯାତ୍ରୀ ହନ୍ତସନ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : କେନ୍ଦ୍ର ସରକାରଙ୍କ ନୂଆ ହିଟ୍ ଆଣ୍ଡ ରନ୍‌ ଆଇନକୁ ନେଇ ବଢୁଛି ବିରୋଧ । ଏନେଇ ସମଗ୍ର ଦେଶରେ ବିକ୍ଷୋଭ ପ୍ରଦର୍ଶନ ହେଉଥିବା ବେଳେ ଏହି କ୍ରମରେ ବଲାଙ୍ଗିରରେ ରାଜରାସ୍ତାକୁ ଓହ୍ଲାଇଛି ଡ୍ରାଇଭର ସଂଘ । ଆଜିଠୁ ଅର୍ଥାତ୍‌ ଶୁକ୍ରବାର ଦିନରୁ ବଲାଙ୍ଗିରରେ ଡ୍ରାଇଭର
Read More...

ଜେଏସ୍ଏମ୍ ବାଣିଜ୍ୟ ଏବଂ କଳା ମହାବିଦ୍ୟାଳୟ ପକ୍ଷରୁ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜେଏସ୍ଏମ୍ ବାଣିଜ୍ୟ ଏବଂ କଳା ମହାବିଦ୍ୟାଳୟ ପକ୍ଷରୁ ସ୍ଥାନୀୟ ଆର୍‌ ଏନ୍ ସିଂହଦେଓ ସ୍ପୋଟସ୍ କମ୍ପଲେକ୍ସଠାରେ ବାର୍ଷିକ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ମହାବିଦ୍ୟାଳୟର ଚେୟାରମେନ ସିଏ ଶ୍ରୀକାନ୍ତ ଶର୍ମା ପ୍ରଦୀପ ପ୍ରଜ୍ୱଳନ ପୂର୍ବକ
Read More...