Browsing Tag

balangir news

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତକାଲି ଅପରାହ୍ନରେ ସ୍ଥାନୀୟ ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆଙ୍କ ଅଧ୍ୟକ୍ଷ୍ୟତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ
Read More...

ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ୍‌ ଓ ହସ୍‌ପିଟାଲ୍‌ର ଯୁବ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ୍‌ ଓ ହସ୍‌ପିଟାଲ୍‌ର କାର୍ଯ୍ୟରତ ଯୁବ ଡାକ୍ତରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ଡାକ୍ତର ଜଣକ ରୁଗୁଡ଼ିପଡ଼ା ନିବାସୀ ଡା. ବିଶ୍ୱରଂଜନ ସାହୁ ବୋଲି ଜଣାପଡ଼ିଛି । ଆଜି ଅପରାହ୍ନ ୫ଟାରେ ନିଜ
Read More...

ମେଣ୍ଡାରେ ୪୧ତମ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର/ତରଭା, (କେପିଏନ୍‌ଏସ୍‌) : ତରଭା ବ୍ଲକ ମେଣ୍ଡା ହାଇସ୍କୁଲ ପଡିଆଠାରେ ୨୭ତାରିଖରୁ ୪୧ତମ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଯାଇଛି । ମେଣ୍ଡା ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଣ୍ଟରେ ମୁଖ୍ୟଅତିଥି ଭାବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ
Read More...

ଦକ୍ଷତା ବିକାଶ ତାଲିମ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସଦାଇପାଲି ଗ୍ରାମସ୍ଥିତ ଭାଗବତ ଘରଠାରେ ରାମଜୀ ଯୁବକ ସଂଘ ଆନୁକୁଲ୍ୟରେ ସଂଘର ସମ୍ପାଦକ ଡ. ନାରାୟଣ ପ୍ରସାଦ ମିଶ୍ରଙ୍କ ଆହ୍ୱାନ କ୍ରମେ ମହିଳା ସ୍ୱୟଂ ସହାୟକ ଦଳର ସଭ୍ୟାମାନଙ୍କର ଏକ ତାଲିମ ଶିବିର ଅୟୋଜିତ ହୋଇଯାଇଛି । ୮ ଟି ସ୍ୱୟଂ ସହାୟକ ଦଳର ୫୫
Read More...

ଶିଶୁ ସୁରକ୍ଷା ଓ ଯତ୍ନ ପାଇଁ ମହାସଂଘର ସଭାପତି ଓ ସମ୍ପାଦକମାନଙ୍କୁ ତାଲିମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ ସମ୍ମୁଖରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ସୁରକ୍ଷା ସମ୍ପର୍କିତ ଏକ ତାଲିମ ଅନୁଷ୍ଠିତ ହୋଇଥିଲା । ଉକ୍ତ ତାଲିମ ଶିବିରରେ କପିଳଦେବ ସାହୁ ପ୍ରଦୀପ ପ୍ରଜ୍ୱଳନ କରି ଶୁଭ ଉଦ୍‌ଘାଟନ କରି ଶିଶୁ ସୁରକ୍ଷା
Read More...

କବୟିତ୍ରୀ ଜ୍ୟୋତିରାଣୀ ମିଶ୍ର ପାଇଲେ ରାଜ୍ୟ ସ୍ତରୀୟ ପ୍ରଜ୍ଞାମୟୀ ସମ୍ମାନ -୨୦୨୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ କଟକ, ପୂଜ୍ୟପୂଜା ପରିଷଦ କଟକ, ଅଗ୍ନିସ୍ଫୁଲିଙ୍ଗ ରାଉରକେଲା ଓ ଚିନ୍ମୟ ସାହିତ୍ୟ ସଂସଦ କଟକର ମିଳିତ ଆନୁକୂଲ୍ୟରେ କର୍ମବୀର ଗୌରୀଶଙ୍କର ଟାଉନ୍‌ହଲ୍‌ କଟକଠାରେ ରବିବାର ଅନୁଷ୍ଠିତ ୪୭ତମ ରାଜ୍ୟ ସ୍ତରୀୟ ସାରସ୍ୱତ
Read More...

କବି ଗୋପିକୃଷ୍ଣ ପାଣ୍ଡିଆ ପାଇଲେ ରାଜ୍ୟ ସ୍ତରୀୟ ପ୍ରଜ୍ଞାପ୍ରାଣ ସମ୍ମାନ -୨୦୨୪

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ କଟକ, ପୂଜ୍ୟପୂଜା ପରିଷଦ କଟକ, ଅଗ୍ନିସ୍ଫୁଲିଙ୍ଗ ରାଉରକେଲା ଓ ଚିନ୍ମୟ ସାହିତ୍ୟ ସଂସଦ କଟକର ମିଳିତ ଆନୁକୂଲ୍ୟରେ କର୍ମବୀର ଗୌରୀଶଙ୍କର ଟାଉନ୍‌ହଲ୍‌ କଟକଠାରେ ରବିବାର ଅନୁଷ୍ଠିତ ୪୭ତମ ରାଜ୍ୟ ସ୍ତରୀୟ ସାରସ୍ୱତ
Read More...

ସର୍ବଭାରତୀୟ ବଲାଙ୍ଗିର ଓପନ୍‌ ଚେସ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ୍‌ ସାଇନ୍ସ(କିସ୍‌) ପରିସରରେ ଗତ ୫ଦିନ ଧରି ଚାଲିଥିବା ଦ୍ୱିତୀୟ ସର୍ବଭାରତୀୟ ବଲାଙ୍ଗିର ଓପନ୍‌ ଫିଡେରେଟିଂ ଚେସ୍‌ ପ୍ରତିଯୋଗୀତା ଆଜି ଉଦ୍‌ଯାପିତ ହୋଇଯାଇଛି । ଉଦଦ୍‌ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବରେ
Read More...

ଶିଶୁ ସୁରକ୍ଷା ସମ୍ପର୍କିତ ତାଲିମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର (ଡୁଡୁକା) ବ୍ଲକ୍ ସମ୍ମୁଖରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ସୁରକ୍ଷା ସମ୍ପର୍କିତ ଏକ ତାଲିମ ଅନୁଷ୍ଠିତ ହୋଇଥିଲା । ଉକ୍ତ ତାଲିମ ଶିବିରରେ ବ୍ଲକ୍ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ, ବିଡିଓ କୁଲଦୀପ ମହାନ୍ତି ଶୁଭ ଉଦ୍‌ଘାଟନ କରି ଶିଶୁ
Read More...

ଅସହାୟ ଓ ନିର୍ଯ୍ୟାତିତା ନାବାଳିକାଙ୍କୁ ଉଦ୍ଧାର କଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅସହାୟ ଓ ନିର୍ଯ୍ୟାତିତା ନାବାଳିକାଙ୍କୁ ପ୍ରଶାସନ ସାହାଯ୍ୟରେ ଉଦ୍ଧାର କରିଛି ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ । ସୂଚନା ଅନୁଯାୟୀ କିଛି ବର୍ଷ ହେବ ତାଙ୍କର ବାପାଙ୍କ ଦେହାନ୍ତ ହେବା ପରେ ସେ ତାଙ୍କ ମା' ପାଖରେ ରହି ଆସୁଥିଲେ । ହେଲେ କିଛି ବର୍ଷ ହେବ ତାଙ୍କ
Read More...